Browsing Category

ରାଜ୍ୟ

ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ: ଗୋଟିଏ ଦିନରେ ୧ ଲକ୍ଷ ଲିଟର ଦହି ଓ ୧୨ ହଜାର ଲିଟର ଘିଅ ବିକ୍ରି

ଭୁବନେଶ୍ୱର : ଓମ୍ଫେଡ୍। ଓଡିଆ ଅସ୍ମିତାର ପ୍ରତୀକ। ଶୁଦ୍ଧତାର ନିଦର୍ଶନ। ଲକ୍ଷ ଲକ୍ଷ ଦୁଗ୍ଧ ଚାଷୀଙ୍କର କଠୋର ପରିଶ୍ରମର ଫଳ। ଏହା ପୁଣି ଥରେ ପ୍ରମାଣିତ ହୋଇଛି। ପବିତ୍ର ଜାଗର ଯାତ୍ରା ଅବସରରେ ଓମ୍ଫେଡ୍ ୧୨ ହାଜାର ଲିଟରରୁ ଅଧିକ ଘିଅ ବିକ୍ରି କରିଛି। ଗୋଟିଏ ଦିନରେ ଏତେ ପରିମାଣର ଘିଅ ବିକ୍ରି…

ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପରିବହନ ପ୍ରକଳ୍ପର ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ

ଭୁବନେଶ୍ଵର : ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଏନ୍.ବି.ଏସ୍. ରାଜପୁତ ବିଭାଗର ଦାୟିତ୍ୱ ଗ୍ରହଣ କରିବା ପରେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳ ଗସ୍ତ କରି ପ୍ରମୁଖ ବିମାନ ଚଳାଚଳ ଏବଂ ପରିବହନ ପ୍ରକଳ୍ପଗୁଡ଼ିକର ସ୍ଥିତି ସମୀକ୍ଷା କରିଛନ୍ତି। ରାଜପୁତ ଉତ୍କେଲା…

ସୋମବାରଠୁ ଆଧାର ସମ୍ବନ୍ଧୀୟ ଅଭିଯୋଗ ଶୁଣାଣି

ଭୁବନେଶ୍ଵର :  ୧୪/୦୨ -  ଫେବୃଆରୀ ୧୬ ତାରିଖରୁ ଆରମ୍ଭ ହେବ ଆଧାର ସମ୍ବନ୍ଧୀୟ ଅଭିଯୋଗ ଶୁଣାଣି। ଆଧାର ସମ୍ବନ୍ଧୀୟ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଆସନ୍ତା ସୋମବାର ଠାରୁ ଅଭିଯୋଗ ଶୁଣାଣି ଆରମ୍ଭ ହେବ। ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ତରଫରୁ ଓକାକ ଟାୱାର, ପଠାଣି…

ଓଏସ-ସିଆଟି ମାଧ୍ୟମରେ ରାଜ୍ୟସ୍ତରୀୟ IT ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ – କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ଵର : ରାଜ୍ୟର ପ୍ରାଥମିକ କୃଷି ସମବାୟ ସମିତି ଗୁଡିକୁ ଡିଜିଟାଲ ଭାବେ ସୁଦୃଢ କରିବା ଉଦ୍ଦେଶ୍ୟରେ “ଓଏସ-ସିଆଟି ମାଧ୍ୟମରେ ରାଜ୍ୟସ୍ତରୀୟ IT ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ” କାର୍ଯ୍ୟକ୍ରମ ଭୁବନେଶ୍ଵରର ଲୋକସେବା କନଭେନସନ୍ ହଲ୍ ରେ ଶୁଭାରମ୍ଭ ହୋଇଛି। କେନ୍ଦ୍ର ସରକାର ସମବାୟ…

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ

ଭୁବନେଶ୍ୱର : ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ସହ ନୂତନ ଉତ୍ପାଦ ପ୍ରସ୍ତୁତ କ୍ଷେତ୍ରରେ ଓମ୍ଫେଡ୍ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛି। ଏହି କଥା କହିଛନ୍ତି କେନ୍ଦ୍ର ସମବାୟ ବିଭାଗ ଶାସନ ସଚିବ ଡକ୍ଟର ଆଶିଶ କୁମାର। ଓଡିଶା ଗସ୍ତରେ ଆସିଥିବା ଡକ୍ଟର ଆଶିଶ କୁମାର ଆଜି ସହିଦ ନଗରସ୍ଥିତ ଓମ୍ଫେଡ୍…

ରାଜ୍ୟରେ ଖାଦ୍ୟ ସୁରକ୍ଷା ଓ ଜନସ୍ୱାସ୍ଥ୍ୟ ରକ୍ଷା କ୍ଷେତ୍ରରେ ଭିତ୍ତିଭୂମିର ଅଭାବକୁ ନେଇ ଓଡ଼ିଶା ହାଇକୋର୍ଟ ଗଭୀର…

କଟକ : ରାଜ୍ୟରେ ଖାଦ୍ୟ ସୁରକ୍ଷା ଓ ଜନସ୍ୱାସ୍ଥ୍ୟ ରକ୍ଷା କ୍ଷେତ୍ରରେ ଭିତ୍ତିଭୂମିର ଅଭାବକୁ ନେଇ ଓଡ଼ିଶା ହାଇକୋର୍ଟ ଗଭୀର ଚିନ୍ତା ପ୍ରକଟ କରିଛନ୍ତି। ୪.୭୦ କୋଟି ଜନସଂଖ୍ୟା ବିଶିଷ୍ଟ ଓଡ଼ିଶା ପାଇଁ ମାତ୍ର ଗୋଟିଏ ଖାଦ୍ୟ ପରୀକ୍ଷାଗାର (ଫୁଡ୍‌ ଟେଷ୍ଟିଂ ଲବୋରୋଟାରୀ) ରହିଥିବାରୁ ଅଦାଲତ…

୩୧ ବୃହତ ପ୍ରକଳ୍ପକୁ ଜମି ଆବଣ୍ଟନ କଲା ଇଡ୍‌କୋ

ଭୁବନେଶ୍ବର :  ଇଡ୍‌କୋର ଜମି ଆବଣ୍ଟନ କମିଟି ବୈଠକ ଗୁରୁବାର ହୋଇଯାଇଛି। ଦୀର୍ଘ ଦିନରୁ ଅଟକି ରହିଥିବା ୩୧ଟି ଗୁରୁତ୍ୱପୂର୍ଣ୍ଣ ଶିଳ୍ପ ପ୍ରକଳ୍ପ ପାଇଁ ଜମି ଆବଣ୍ଟନ ପ୍ରସ୍ତାବକୁ ବୈଠକରେ ଅନୁମୋଦନ କରାଯାଇଛି। ଇଡ୍‌କୋ ଅଧ୍ୟକ୍ଷା ଉଷା ପାଢ଼ୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ଅନୁମୋଦିତ…

ସପ୍ତାହେ ପରେ ବିଧାନସଭା ବଜେଟ ଅଧିବେଶନ: ୧୬ରେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର : ବହିବ ଧାନ ମଣ୍ଡି ଝଡ଼ । ଉଛୁଳିବ ମହାନଦୀ ଜଳ । ମୋଟରଯାନ ପ୍ରଦୂଷଣ ପ୍ରମାଣପତ୍ର (ପିୟୁସିସି) କଟକଣାରୁ ନେଇ ଆଇନଶୃଙ୍ଖଳା ଓ ଏସଆଇଆର୍ ପର୍ଯ୍ୟନ୍ତ ଅନେକ ପ୍ରସଙ୍ଗ ଧରି ବସିଛନ୍ତି ବିରୋଧୀ ଦଳ । ଗୋଟିଏ ଗୋଟିଏ କରି ଉଠାଇବେ, ସରକାରଙ୍କୁ ଜବାବ ମାଗି ଘେରିବେ । ବିଧାନସଭାର ଆଗାମୀ…

ସାଇବର ଠକେଇ ଓ ଅର୍ଥନୈତିକ ଅପରାଧକୁ ରୋକିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ଵର : ରାଜ୍ୟରେ ବଢ଼ୁଥିବା ସାଇବର ଠକେଇ ଓ ଅର୍ଥନୈତିକ ଅପରାଧକୁ ରୋକିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ପୋଲିସ ମୁଖ୍ୟାଳୟରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ…

ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭ‍ବନ ଠାରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଗ୍ରାମୀଣ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ୨୦୨୭ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସବୁ ଗ୍ରାମକୁ ପାଇପ୍‌ ଜଳ ଯୋଗାଣ ସୁବିଧା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।…