Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଗାଁ ଦାଣ୍ତରେ ଚାଲିଚାଲି ଗଲେ ରାଷ୍ଟ୍ରପତି
ବି.ବି.ନିୟୁଜ: ୩ ଦିନିଆ ମୟୂରଭଞ୍ଜ ଗସ୍ତରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଦ୍ବିତୀୟ ଦିବସରେ ରାଷ୍ଟ୍ରପତି ପାହାଡପୁର ଗସ୍ତ କରିଛନ୍ତି। ପାରମ୍ପରିକ ନୂତ୍ୟ ଓ ବାଦ୍ୟଯନ୍ତ୍ର ରେ ପାହାଡପୁରବାସୀ ସ୍ବାଗତ କରିଛନ୍ତି। ସେଠାରେ ଅନେକ କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି । ସେ ନିଜେ…
ହ୍ବାଟ୍ସ ଆପ୍ରେ ମିଳିବ ରାଜସ୍ୱ ସେବା
ବି.ବି.ନିୟୁଜ : ଏଣିକି ହ୍ବାଟ୍ସ ଆପ୍ରେ ମିଳିବ ରାଜସ୍ୱ ସେବା। ଏ ନେଇ ଆଜି ବଡ ସୂଚନା ଦେଇଛନ୍ତି ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ। ୨୪ ଘଣ୍ଟିଆ ସେବା ଯୋଗାଇ ଦେବ ବିଭାଗ। ହ୍ଵାଟସ୍ ଆପ୍ରେ ଜମିଜମା ବାବଦରେ ସବୁ ଅଭିଯୋଗ ଓ ଆବେଦନ ଗ୍ରହଣ କରାଯିବ। ଦୁର୍ନୀତି ଅଭିଯୋଗ ଆସିଲେ ବଡ଼…
ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି
ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (୪ ଫେବୃଆରୀ, ୨୦୨୬) ରାଇରଙ୍ଗପୁରଠାରେ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜ ଦେଓ ବିଶ୍ୱବିଦ୍ୟାଳୟର ସୂଚନା ପ୍ରଯୁକ୍ତିବିଦ୍ୟା କ୍ୟାମ୍ପସ ଉଦଘାଟନ କରିଛନ୍ତି। ଏଥିସହିତ ସେ ଆୟୁଷ ହସ୍ପିଟାଲ ତଥା ଆୟୁର୍ବେଦିକ କଲେଜ, ଓଡିଶା କୃଷି ଓ ବୈଷୟିକ…
ରାଷ୍ଟ୍ରପତିଙ୍କୁ ପତ୍ନୀଙ୍କ ସହ ଭେଟିଲେ ମୁଖ୍ୟମନ୍ତ୍ରୀ
ବି.ବି.ନିୟୁଜ : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ପତ୍ନୀ ମଧ୍ୟ ରାଷ୍ଟ୍ରପତିଙ୍କୁ ଭେଟିଥିଲେ ।
ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…
ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି
ବାଲେଶ୍ୱର : ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବାଲେଶ୍ୱରଠାରେ ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଇଛନ୍ତି। ସେ କାର୍ଯ୍ୟକ୍ରମରେ ଉଦବୋଧନ ଦେବା ସହିତ ଏହାର ନୂତନ ଅଡିଟୋରିୟମ୍ ଉଦଘାଟନ କରିଛନ୍ତି।
ଏହି ଅବସରରେ ରାଷ୍ଟ୍ରପତି ବ୍ୟାସକବି ଫକୀର ମୋହନ…
ଆଜି ରାଷ୍ଟ୍ରପତିଙ୍କ ବିରଜା ମନ୍ଦିର ପରିଦର୍ଶନ: ନାଭିଗୟାରେ କରିବେ ପୂଜାର୍ଚ୍ଚନା
ଭୁବନେଶ୍ବର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ସେ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଅବତରଣ କରିଥିଲେ। ବିମାନ ବନ୍ଦରରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁଙ୍କୁ…
ପୂର୍ବୋଦୟ ମିଶନ ରେ ଓଡ଼ିଶାର ପ୍ରଗତି ପଥକୁ ପ୍ରଶସ୍ତ କରିବ। ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଓଡ଼ିଶାର ପ୍ରଗତି ଓ ଭିତ୍ତିଭୂମି ବିକାଶକୁ ସର୍ବୋଚ୍ଚ ପ୍ରାଥମିକତା ପ୍ରଦାନ କରିଛନ୍ତି। କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ଆର୍ଥିକ ବର୍ଷରେ ଓଡ଼ିଶାର ରେଳ ଭିତ୍ତିଭୂମିର ସର୍ବାଙ୍ଗୀନ ବିକାଶ ପାଇଁ ୧୦,୯୨୮ କୋଟି…
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ମିଶନ ଶକ୍ତି ମହିଳାଙ୍କୁ ମିଳିବ ସ୍ମାର୍ଟ ଫୋନ୍, ନୂଆ ୟୁନିଫର୍ମ
ଭୁବନେଶ୍ଵର : "ସ୍ଵୟଂ ସହାୟକ ଗୋଷ୍ଠୀ ମାନଙ୍କୁ ସୁଧ ଫେରସ୍ତ” କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ମିଶନ ଶକ୍ତି ମହିଳାଙ୍କୁ ମିଳିବ ସ୍ମାର୍ଟ ଫୋନ୍, ନୂଆ ୟୁନିଫର୍ମ ଏବଂ ନୂଆ ଆଇଡି କାର୍ଡ ଦିଆଯିବା ନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଘୋଷଣା। ଉତ୍କଳ ଦିବସରୁ ଏହା…
ଲଘୁ ଖଣିଜ ଉପରେ ଶୁଳ୍କ ବୃଦ୍ଧି କଲେ ସରକାର
ଭୁବନେଶ୍ୱର : ରାଜ୍ୟରେ ଲଘୁ ଖଣିଜ ଉପରେ ଅତିରିକ୍ତ ଶୁଳ୍କ ବଢ଼ାଇଲେ ସରକାର।ବେଆଇନ ଖଣି ଖନନ ଉପରେ ରୋକ ଏବଂ ରାଜସ୍ଵ ବୃଦ୍ଧି ପାଇଁ ପଦକ୍ଷେପ ନେଇଛନ୍ତି ରାଜ୍ୟସରକାର ଓଡିଶା ଲଘୁ ଖଣିଜ ରିହାତି ନିୟମ, ୨୦୧୬ ଅନୁଯାୟୀ ୨ ଗୁଣ କରିବାକୁ ସରକାର ପକ୍ଷରୁ ନିଷ୍ପତି ନିଆଯାଇଛି। ନୂଆ ଶୁଳ୍କ…
ରାୟଗଡା ଜିଲ୍ଲା ପାଇଁ ୬୦୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ୧୦୯ଟି ପ୍ରକଳ୍ପର ଆଜି ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ।
ଭୁବନେଶ୍ୱର : ଦିନିକିଆ ରାୟଗଡା ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଜିଲ୍ଲା ପାଇଁ ୬୦୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ୧୦୯ଟି ପ୍ରକଳ୍ପର ଆଜି ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ।
ପ୍ରକଳ୍ପର ଗୁଡିକ ହେଲା,
ମା’ ମଝିଘରିଆଣୀ ମନ୍ଦିରର ଉନ୍ନତିକରଣ ପାଇଁ ୩୭ କୋଟି ଟଙ୍କା…