Browsing Category

ରାଜ୍ୟ

ଆଜି ଗଣମାଧ୍ୟମକୁ ସମ୍ବୋଧିତ କରି କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ ୨୦୨୬-୨୭ କେନ୍ଦ୍ରୀୟ…

ନୂଆଦିଲ୍ଲୀ :  ଆଜି ଗଣମାଧ୍ୟମକୁ ସମ୍ବୋଧିତ କରି କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ ୨୦୨୬-୨୭ କେନ୍ଦ୍ରୀୟ ବଜେଟରେ ଓଡିଶା ରେଳ ଭିତ୍ତିଭୂମିର ବିକାଶ ପାଇଁ ଐତିହାସିକ ପ୍ରୋତ୍ସାହନ ରାଶି ପାଇଛି , ଯାହା ପୂର୍ବ ଭାରତରେ ରେଳ ପରିଚାଳିତ ବିକାଶକୁ ତ୍ୱରାନ୍ୱିତ କରିବା…

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ଆଜି ସଂଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନିର୍ଦ୍ଧାରିତ ସମୟରେ ବାୟୁ ସେନାର ଏକ ସ୍ବତନ୍ତ୍ର ବିମାନରେ ସେ ପହଞ୍ଚିଥିଲେ। ବିମାନ ବନ୍ଦରରେ ରାଜ୍ୟପାଳ ଡ ହରିବାବୁ କୁମ୍ଭମପଟି, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ବରିଷ୍ଠ ଅଧିକାରୀଗଣ ତାଙ୍କୁ…

ଏନଏସି ଏବଂ ପୌରପାଳିକାରେ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର :  ନୂଆ ଏନଏସି ଏବଂ ପୌରପାଳିକାରେ ନିର୍ବାଚନ ପାଇଁ ସୀମା ପୁନଃ ନିର୍ଦ୍ଧାରଣ ଏବଂ ସଂରକ୍ଷଣ ପ୍ରକ୍ରିୟା ଆରମ୍ଭ କରିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ନଗର ଉନ୍ନୟନ ବିଭାଗର ଚିଠି। ମାର୍ଚ୍ଚ ସୁଦ୍ଧା ପ୍ରକ୍ରିୟା ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି ।ଫେବୃଆରୀ ୧୨ ରୁ ୨୧ ଯାଏଁ ପୌରାଞ୍ଚଳ…

ବଜେଟକୁ ନେଇ ନିଜର ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେ କହିଛନ୍ତି କି, ଏହି ବଜେଟ୍ ଐତିହାସିକ ।

ଭୁବନେଶ୍ବର : ରବିବାର ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସିତାରମଣ । ତେବେ ଏହି ବଜେଟକୁ ନେଇ ନିଜର ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେ କହିଛନ୍ତି କି, ଏହି ବଜେଟ୍ ଐତିହାସିକ । ଏହି ବଜେଟରେ ଶିଳ୍ପ ଏବଂ କୃଷିକୁ ପ୍ରାଧାନ୍ୟ ଦିଆଯାଇଛି । ଆର୍ଥିକ…

ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ

ବି.ବି.ନିୟୁଜ :   କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ବଜେଟ୍‌ ଉପରେ ମୁଁ ମୋର ନିରାଶା ପ୍ରକାଶ କରୁଛି। ବଜେଟ୍‌ରେ ଓଡ଼ିଶା ଏବଂ ଏହାର…

ରାଷ୍ଟ୍ରପତିଙ୍କ ସୁରକ୍ଷା ଦାୟିତ୍ଵରେ ୩୦ ପ୍ଲାଟୁନ ଫୋର୍ସ

ବି.ବି.ନିୟୁଜ :  ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ କମିଶନରେଟ୍ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ କରିଛି । ସୁରକ୍ଷା ଦାୟିତ୍ଵରେ ୩୦ ପ୍ଲାଟୁନ ପୁଲିସ ଫୋର୍ସ ନିଯୋଜିତ କରାଯିବା ନେଇ କମିଶନରେଟ୍ ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି |ବ୍ଲୁ ବୁକ ଅନୁସାରେ ସୁରକ୍ଷା…

କୋଟିଆ ସୀମାନ୍ତ ଗ୍ରାମ ପରିଦର୍ଶନରେ ପ୍ରଶାସନିକ ଅଧିକାରୀ

ବି.ବି.ନିୟୁଜ :   କୋଟିଆ ସୀମାନ୍ତ ଗ୍ରାମଗୁଡ଼ିକରେ ପ୍ରଶାସନିକ ଅଧିକାରୀଙ୍କ ସାମୁହିକ ଗସ୍ତ କୋଟିଆ ସୀମାନ୍ତ ଅଞ୍ଚଳର ବାସିନ୍ଦାଙ୍କ ଅନ୍ତର୍ଭୁକ୍ତିମୂଳକ ବିକାଶ ଏବଂ କଲ୍ୟାଣ ପ୍ରତି ଓଡ଼ିଶା ସରକାରଙ୍କ କେନ୍ଦ୍ରିତ ଆଭିମୁଖ୍ୟକୁ ଜାରି ରଖି, କୋଟିଆର  ବିଭିନ୍ନ ସୀମାନ୍ତ ଗ୍ରାମଗୁଡ଼ିକୁ ଏକ…

ଓଏଚପିସି ଏବଂ ୟୁନିଅନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ଵର : ଓଡିଶା ହାଇଡ୍ରୋ ପାୱାର କର୍ପୋରେସନ ଲିମିଟେଡ୍- ଓଏଚପିସି ପକ୍ଷରୁ ଆଜି ଲୋକସେବା ଭବନରେ ଓଏଚପିସିର କର୍ମଚାରୀମାନଙ୍କ କଷ୍ଟମାଇଜଡ୍ ୟୁନିଅନ୍ ସୁପର ସାଲାରୀ ଆକାଉଣ୍ଟ୍ ପାଇଁ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓଙ୍କ ଉପସ୍ଥିତିରେ…

କେନ୍ଦ୍ରୀୟ ଆୟୁର୍ବେଦ ବିଜ୍ଞାନ ଅନୁସନ୍ଧାନ ପରିଷଦ ଏବଂ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ଏକ ବୁଝାମଣାପତ୍ର…

ଭୁବନେଶ୍ଵର : ଭାରତର ଚିକିତ୍ସା ଐତିହ୍ୟକୁ ସୁରକ୍ଷିତ ରଖିବା ଏବଂ ଏହାର ପ୍ରଚାର ପ୍ରସାର ପାଇଁ ଏକ ଐତିହାସିକ ପଦକ୍ଷେପ ସ୍ୱରୂପ, ଆୟୁଷ ମନ୍ତ୍ରଣାଳୟ ଅଧୀନରେ ଥିବା କେନ୍ଦ୍ରୀୟ ଆୟୁର୍ବେଦ ବିଜ୍ଞାନ ଅନୁସନ୍ଧାନ ପରିଷଦ ଏବଂ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ…

ଆନ୍ତର୍ଜାତୀୟ କ୍ରୀଡ଼ାରେ ଓଡ଼ିଶା ପାଇଁ ଗୌରବ ଆଣିଥିବା ରାଜ୍ୟର ଚାରି କ୍ରୀଡ଼ାବିତ୍ ସମ୍ମାନିତ

ଭୁବନେଶ୍ଵର : ଆନ୍ତର୍ଜାତୀୟ କ୍ରୀଡ଼ା ମାନଚିତ୍ରରେ ଓଡ଼ିଶାର ଗୌରବ ବୃଦ୍ଧି କରିଥିବା ରାଜ୍ୟର ଚାରିଜଣ ପ୍ରତିଭାବାନ କ୍ରୀଡ଼ାବିତ୍ ଙ୍କୁ ସମ୍ମାନିତ କରାଯାଇଛି। କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କ୍ରୀଡ଼ାବିତ୍ମାନଙ୍କୁ ସେମାନଙ୍କର ଉଲ୍ଲେଖନୀୟ ସଫଳତା ପାଇଁ ଶୁଭେଚ୍ଛା ଜଣାଇବା…