Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ମାଧ୍ୟମିକ ଶିକ୍ଷା ପରିଷଦର ନୂଆ ସଭାପତି ନିଯୁକ୍ତ
ଭୁବନେଶ୍ବର: ମାଧ୍ୟମିକ ଶିକ୍ଷା ପରିଷଦର ନୂଆ ସଭାପତି ନିଯୁକ୍ତ ହୋଇଛନ୍ତି। ମାଟ୍ରିକ ପରୀକ୍ଷା ପୂର୍ବରୁ ଶ୍ରୀକାନ୍ତ ତରେଇଙ୍କୁ ବୋର୍ଡ଼ ସଭାପତି ଭାବେ ନିଯୁକ୍ତି ମିଳିଛି। ରବିବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଏଏସ ଅଧିକାରୀ ଶ୍ରୀକାନ୍ତ ତରେଇ…
ବଢୁଛି ଶୀତ, ୧୦ ଡିଗ୍ରୀ ତଳେ ୧୧ ସହର
ଭୁବନେଶ୍ୱର : ରାଜ୍ୟବ୍ୟାପୀ ପ୍ରବଳ ଶୀତ ଲହରି ଅନୁଭୂତ ହେଉଛି। ଶନିବାର ରାତିରେ ୧୧ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୮ ଡ଼ିଗ୍ରୀ ସେଲସିଅସ ରେକର୍ଡ କରାଯାଇଥିବା ବେଳେ…
୧୦୦ ବର୍ଷର ସମସ୍ୟା, ୧୦୦ ଦିନରେ ସମାଧାନ – ବିସ୍ଥାପିତ ଲୋକଙ୍କୁ ପଟ୍ଟା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବିଭିନ୍ନ ଅଞ୍ଚଳର ବିସ୍ଥାପିତ ଲୋକମାନଙ୍କର ଦୀର୍ଘ ଦିନର ଜମିଜମା ସମସ୍ୟା ଦୂର କରି ସେମାନଙ୍କୁ ଜମିପଟ୍ଟା ବଣ୍ଟନ କରିଛନ୍ତି। ଝାରସୁଗୁଡା ଜିଲ୍ଲା ଲଖନପୁର ତହସିଲର ଲୋକମାନେ ବର୍ଷ ବର୍ଷ ଧରି ଜମି ସମସ୍ୟା ପାଇଁ ବିଭିନ୍ନ ଅସୁବିଧାର…
ଫେବ୍ରୁଆରି ୨୦ରୁ ମାଟ୍ରିକ ପରୀକ୍ଷା: ଛାତ୍ରଛାତ୍ରୀ ଜାଣନ୍ତୁ ସଂପୂର୍ଣ୍ଣ ପରୀକ୍ଷା ସୂଚୀ
କଟକ: ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର ଆସିଛି। ଆସନ୍ତା ଫେବ୍ରୁଆରି ୨୦ ତାରିଖ ଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏନେଇ ସାମ୍ବାଦିକ ସମ୍ମିଳନୀରେ ବୁଧବାର ମାଧ୍ୟମିକ ଶିକ୍ଷା ବୋର୍ଡର ସଭାପତି ସୂଚନା ଦେଇଛନ୍ତି।…
ଡିସେମ୍ବର ୧୨ ସୁଦ୍ଧା ଫସଲ କ୍ଷୟକ୍ଷତି ଆକଳନ ନିର୍ଦ୍ଦେଶ
ଭୁବନେଶ୍ୱର: ଗତ ଦୁଇ ଦିନ ମଧ୍ୟରେ ବାତ୍ୟା ମିଗଜୋମ ପ୍ରଭାବରେ ରାଜ୍ୟରେ ବ୍ୟାପକ ବର୍ଷା ହୋଇଥିବାରୁ ସ୍ୱତନ୍ତ୍ର ରିଲିଫ କମିଶନର ଫସଲ କ୍ଷୟକ୍ଷତି ଆକଳନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ବାତ୍ୟା ପ୍ରଭାବରେ ରାଜ୍ୟର ଅଧିକାଂଶ ଅଂଚଳରେ ପ୍ରବଳ ବର୍ଷା ଯୋଗୁ ଖରିଫ୍ ଫସଲ ଏବଂ ଉଦ୍ୟାନ କୃଷି ଫସଲ…
ବର୍ଷା,ବଜ୍ରପାତ ପାଇଁ ଏହି ଜିଲାକୁ ସତର୍କ ସୂଚନା ଜାରି
ଭୁବନେଶ୍ୱର : ଭୀଷଣ ବାତ୍ୟା ମିଗ୍ଜୋମ୍ ପ୍ରଭାବରେ ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ସହ ପାଗ କୋହଲା ରହିଛି। ମଙ୍ଗଳବାର ପାଇଁ ରାଜ୍ୟର କେତେକ ସ୍ଥାନରେ ବର୍ଷା,ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କୋରାପୁଟ, ମାଲକାନଗିରି ଏବଂ ରାୟଗଡାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ…
ମକା କ୍ଷେତ୍ର ପ୍ରଦର୍ଶନରେ ଉତ୍ସାହଜନକ ଅଗ୍ରଗତି, ଫସଲ ଉତ୍ପାଦନରେ ୫୧ ପ୍ରତିଶତ ବୃଦ୍ଧି
ଭୁବନେଶ୍ୱର: ୫ଟି ତଥା ନବୀନ ଓଡିଶାର ଅଧ୍ୟକ୍ଷଙ୍କ ଭି.କେ. ପାଣ୍ଡିଆନ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ‘ମକା ମିସନ’ର କାର୍ଯ୍ୟକାରିତା ସଂପର୍କରେ ସମୀକ୍ଷା କରିବା ସହିତ ଜନଅଭିଯୋଗ ଶୁଣାଣି ଭିତ୍ତିରେ ପାନ ଚାଷୀ, କିଆଫୁଲ ଚାଷୀ ଓ ଲେମନ୍ଗ୍ରାସ ଚାଷୀମାନଙ୍କର ବିଭିନ୍ନ…
୯ ଯାଏଁ ଚାଲିବ ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ
ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ-୨୦୨୪ ନିମନ୍ତେ ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ଚଳିତ ମାସ ୯ ତାରିଖ ପର୍ଯ୍ୟନ୍ତ ଚାଲୁରହିବ, ଅର୍ଥାତ୍ ଭୋଟର ତାଲିକାରେ ଥିବା ତ୍ରୁଟି ସଂଶୋଧନ ଏବଂ ନୂତନ ଭୋଟର ଭାବେ ପଂଜିକରଣ ନିମନ୍ତେ ଆବେଦନ ପତ୍ର ଡିସେମ୍ବର ୯ ତାରିଖ…
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୧୧୪୦ କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ
ଭୁବନେଶ୍ୱର: ସରକାରୀ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଲୋକଙ୍କ ଭରଷା ବଢିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଭିଡିଓ କନ୍ଫରେନ୍ସ ଜରିଆରେ ସାରା ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି…
ସୃଷ୍ଟି ହେଲା ସୁଦୃଶ ଲଘୁଚାପ କ୍ଷେତ୍ର
ଭୁବନେଶ୍ୱର : ସୃଷ୍ଟି ହେଲା ସୁଦୃଶ ଲଘୁଚାପ କ୍ଷେତ୍ର। ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ସଦୃଶ ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତାକାଲି ସୁଦ୍ଧା ଏହା ଅବପାତର ରୂପ ନେଇପାରେ। ଏହାପରେ ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହୋଇ ବାତ୍ୟାର ସମ୍ଭାବନା ରହିଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗର…