Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୧୧୪୦ କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ
ଭୁବନେଶ୍ୱର: ସରକାରୀ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଲୋକଙ୍କ ଭରଷା ବଢିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଭିଡିଓ କନ୍ଫରେନ୍ସ ଜରିଆରେ ସାରା ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି…
ସୃଷ୍ଟି ହେଲା ସୁଦୃଶ ଲଘୁଚାପ କ୍ଷେତ୍ର
ଭୁବନେଶ୍ୱର : ସୃଷ୍ଟି ହେଲା ସୁଦୃଶ ଲଘୁଚାପ କ୍ଷେତ୍ର। ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ସଦୃଶ ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତାକାଲି ସୁଦ୍ଧା ଏହା ଅବପାତର ରୂପ ନେଇପାରେ। ଏହାପରେ ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହୋଇ ବାତ୍ୟାର ସମ୍ଭାବନା ରହିଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗର…
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ସାରା ରାତି ଖୋଲା ରହିବ ଶ୍ରୀମନ୍ଦିର : ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଭୁବନେଶ୍ବର: ରାତି ପାହିଲେ କାର୍ତ୍ତିକ ପୂର୍ଣ୍ଣିମା। ଭକ୍ତଙ୍କୁ ରାଜରାଜେଶ୍ବରୀ ବେଶରେ ଦର୍ଶନ ଦେବେ ଶ୍ରୀଜୀଉ। ଏହି ଅବସରରେ ଭକ୍ତଙ୍କ ଗହଳିକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ନୀତିକାନ୍ତି ଓ ଦର୍ଶନ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ସେବାୟତଙ୍କ ମଧ୍ୟରେ ଆଲୋଚନା ହୋଇଛି।…
ପାଣ୍ଠି ଖର୍ଚ୍ଚ କରିପାରୁନାହାନ୍ତି ବିଧାୟକ ଓ ସାଂସଦ: ପଡ଼ିରହୁଛି କୋଟିକୋଟି ଟଙ୍କା
ରାଜ୍ୟର ବିଧାୟକ ଓ ସାଂସଦମାନେ ନିଜର ବାର୍ଷିକ ହାତପାଣ୍ଠିକୁ ଖର୍ଚ୍ଚ କରିପାରୁନାହାନ୍ତି । ବର୍ଷ ବର୍ଷ ଧରି କୋଟି କୋଟି ଟଙ୍କା ପଡ଼ି ରହୁଛି । ଏପଟେ ରାଜ୍ୟ ସରକାରଙ୍କ ପାଖରେ ଜିଦ୍ କରି ବିଧାୟକମାନେ ନିଜର ହାତପାଣ୍ଠି ବୃଦ୍ଧି କରାଇ ନେବାରେ ବି ସକ୍ଷମ ହେଉଛନ୍ତି । ବିଧାୟକ ଓ ସାଂସଦମାନେ…
ଆସୁଛି ଆଉଏକ ସାମୁଦ୍ରିକ ଝଡ଼
ଭୁବନେଶ୍ବର : ଦକ୍ଷିଣ ଚୀନ ସାଗରରୁ ଆସନ୍ତା ୨୫ ତାରିଖ ବେଳକୁ ଦକ୍ଷିଣ-ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୬ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ…
ଅଖିଳ ଭାରତ ସାନ୍ତାଳୀ ଲେଖକ ମହାସଂଘର ସମ୍ମେଳନ ଓ ସାହିତ୍ୟ ଉତ୍ସବ ଉଦ୍ଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ବାରିପଦା : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଓଡିଶାର ବାରିପଦାଠାରେ ଅଖିଳ ଭାରତ ସାନ୍ତାଳୀ ଲେଖକ ମହାସଂଘର ୩୬ତମ ବାର୍ଷିକ ସମ୍ମେଳନ ଓ ସାହିତ୍ୟ ଉତ୍ସବକୁ ଉଦ୍ଘାଟନ କରିଛନ୍ତି ।
ଏହି ଅବସରରେ ଉଦ୍ବୋଧନ ଦେଇ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ସାନ୍ତାଳୀ ଭାଷା ଏବଂ ସାହିତ୍ୟକୁ ସମୃଦ୍ଧ…
ଓଡ଼ିଶାକୁ ମିଳିଲାଜାତୀୟ ସ୍ତରର ୨ଟି ପୁରସ୍କାର
ଭୁବନେଶ୍ୱର : ସଫେଇ କର୍ମଚାରୀଙ୍କ ସୁରକ୍ଷା, ମର୍ଯ୍ୟାଦା ଓ କଲ୍ୟାଣ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ‘ଗରିମା’ କାର୍ଯ୍ୟକ୍ରମ ‘ସ୍ୱଚ୍ଛତାରେ ଶ୍ରେଷ୍ଠ ଦକ୍ଷତା ପଦକ୍ଷେପ’ ବର୍ଗରେ ଏବଂ ଭୁବନେଶ୍ୱରର ବାସୁଆଘାଇ ସ୍ଥିତ ଫିକାଲ୍ ସ୍ଲଜ୍ ସେପ୍ଟେଜ୍ ପ୍ଲାଣ୍ଟ୍ ର ପରିଚାଳନା କରୁଥିବା…
‘ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଆଜି ବିଶ୍ବ ମତ୍ସ୍ୟ ଦିବସ I ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ପାଇଁ ‘ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା’ ଆରମ୍ଭ କରିଛନ୍ତି। ଏହି ଯୋଜନାରେ ମତ୍ସ୍ୟଜୀବୀ ମାନଙ୍କ ପାଇଁ ୧୬ଟି କାର୍ଯ୍ୟକ୍ରମ ରହିଛି ଏବଂ ଏବର୍ଷ ଏଥିପାଇଁ ୪୪୮ କୋଟି ଟଙ୍କା ଖର୍ଚ୍ଚ…
ନବୀନଙ୍କ ପୂଜା ଭେଟି ; ମହଙ୍ଗା ଭତ୍ତା ୪% ବୃଦ୍ଧି
ଭୁବନେଶ୍ୱର : ସରକାରୀ କର୍ମଚାରୀଙ୍କୁ ନବୀନଙ୍କ ପୂଜା ଭେଟି। ମହଙ୍ଗା ଭତ୍ତା ୪% ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ପହିିଲାରୁ ପିଛଲା ଭାବେ ଲାଗୁ ହେବ। ୪% ମହଙ୍ଗା ଭତ୍ତା ବୃଦ୍ଧି ପରେ ଏହା…
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ଭୁବନେଶ୍ବର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ୨୧ ତାରିଖ ସକାଳବେଳକୁ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ୨୩ ତାରିଖ ବେଳକୁ…