Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଓଏଏସ୍ ଏବଂ ଓଆରଏସ୍ ଅଧିକାରୀଙ୍କ ବିରୋଧରେ ଥିବା ଶୃଙ୍ଖଳାଗତ ତଦନ୍ତ ପ୍ରକ୍ରିୟା ଶୀଘ୍ର ସାରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର : ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଓଏଏସ୍ (କନିଷ୍ଠ ବର୍ଗ) ଏବଂ ଓଆରଏସ୍ ଅଧିକାରୀମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବକେୟା ଥିବା ତଦନ୍ତ ରିପୋର୍ଟଗୁଡିକ ଶୀଘ୍ର ଦାଖଲ କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ରାଜସ୍ୱ ଓ ବିପର୍ଯ୍ୟୟ…
ବିଶାଖାପାଟଣା–ରାୟଗଡା ମଧ୍ୟରେ ସମ୍ପୂର୍ଣ୍ଣ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଟ୍ରେନ୍ର ଶୁଭାରମ୍ଭ
ଭୁବନେଶ୍ଵର : ଆନ୍ତର୍ଜାତୀୟ ମହିଳା ଦିବସ ସମାରୋହର ଏକ ଅଂଶ ସ୍ୱରୂପ, ଗୁଣ୍ଟୁର-ରାୟଗଡା ଏକ୍ସପ୍ରେସ୍ ବିଶାଖାପାଟଣାରୁ ରାୟଗଡ଼ ପର୍ଯ୍ୟନ୍ତ ସମସ୍ତ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ହୋଇଥିଲା, ଯାହା ରେଳ ପରିଚାଳନାରେ ମହିଳାଙ୍କ ବର୍ଦ୍ଧିତ ଅଂଶଗ୍ରହଣ ଏବଂ ନେତୃତ୍ୱକୁ ପ୍ରଦର୍ଶିତ…
‘ଗୋ-ହୋମଷ୍ଟେ’ ପୋର୍ଟାଲ୍ ଶୁଭାରମ୍ଭ କରିଛନ୍ତି ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା
ଭୁବନେଶ୍ୱର : ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଆଜି ଭୁବନେଶ୍ୱରସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ (Go-Homestay) ପୋର୍ଟାଲର ଶୁଭାରମ୍ଭ କରିଛନ୍ତି। ଓଡ଼ିଶାରେ ସମୁଦାୟ-ନେତୃତ୍ୱାଧୀନ ପର୍ଯ୍ୟଟନକୁ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…
ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ମନମୋହନ-ସୁଜିତ୍-ଦିଲ୍ଲୀପ୍
ଭୁବନେଶ୍ଵର : ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଦାଖଲ। ରାଜ୍ୟସଭା ପାଇଁ ଆଜି ବିଜେପି ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ବିଜେପିରୁ ମନମୋହନ ସାମଲ ଏବଂ ସୁଜିତ୍ କୁମାର ନାମାଙ୍କନ ଦାଖଲ କରିଛନ୍ତି। ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ମଧ୍ୟ…
ହୋଲି ପର୍ବକୁ ବର୍ଜନ କଲେ ଠିକାଦାର ସଂଘ
ଭୁବନେଶ୍ଵର : ହୋଲି ପର୍ବକୁ ବର୍ଜନ କଲେ ରାଜ୍ୟ ଠିକାଦାର ସଂଘ। ଦୀର୍ଘ ୧୨ ଦିନ ହେଲା ରାଜ୍ୟର ୮୦ ହଜାର ଠିକାଦାର ଧାରଣାରେ ବସିଛନ୍ତି। ରାଜ୍ୟର ଲକ୍ଷ ଲକ୍ଷ ଶ୍ରମିକ ଓ ଦିନ ମଜୁରିଆମାନେ ୧୨ ଦିନ ଧରି କାମ ନ ପାଇ ଘରେ ବସିଛନ୍ତି। କିନ୍ତୁ ଓଡିଶା ସରକାର ଓଡ଼ିଆ ଠିକାଦାରମାନଙ୍କୁ ଜାଣିଶୁଣି…
ମଧ୍ୟପ୍ରାଚ୍ୟରେ ଫସିଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ୍ ନମ୍ବର ଜାରି
ଭୁବନେଶ୍ୱର : ମଧ୍ୟ ପ୍ରାଚ୍ୟରେ ଯୁଦ୍ଧାକାଳୀନ ଜରୁରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଓଡ଼ିଶା ସରକାରଙ୍କ ପକ୍ଷରୁ ସହାୟତା ଓ ସୂଚନା ପାଇଁ ଓଡ଼ିଶା ପରିବାର, ରାଜ୍ୟ ଗୃହ ବିଭାଗ, ରାଜ୍ୟ ଶ୍ରମ ନିର୍ଦ୍ଦେଶାଳୟ ଓ ବିଭିନ୍ନ…
ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏସଓପି ଜାରି
ଭୁବନେଶ୍ଵର:ରାଜ୍ୟରେ ଆଗାମୀ ଦିନର ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କ ପାଇଁ ବିଭାଗ ପକ୍ଷରୁ ଏସଓପି ଜାରି କରାଯାଇଛି। ଏନେଇ ବିଶ୍ୱବିଦ୍ୟାଳୟର ରେଜିଷ୍ଟାର ଏବଂ ମହାବିଦ୍ୟାଳୟର ଅଧ୍ୟକ୍ଷମାନଙ୍କୁ ଉଚ୍ଚଶିକ୍ଷା ବିଭାଗ…
ଅଣକ୍ୟାଡ଼ର ପବ୍ଲିକ୍ ପ୍ରସିକ୍ୟୁଟରମାନଙ୍କ ତାଲିମ କାର୍ଯ୍ୟକ୍ରମକୁ ଉଦ୍ଘାଟନ କଲେ ଆଇନ ମନ୍ତ୍ରୀ
ଭୁବନେଶ୍ଵର : ଏକ ସୁସ୍ଥ ଗଣତାନ୍ତ୍ରିକ ରାଷ୍ଟ୍ରରେ ସମସ୍ତଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ ପ୍ରାଥମିକତା ରହିଆସିଛି। ଏହି କ୍ରମରେ ଆମ ଦେଶରେ ଭାରତୀୟ ନ୍ୟାୟ ସଂହିତାଠାରୁ ଆରମ୍ଭ କରି ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମ ଆଦି ପ୍ରଚଳନ ଆରମ୍ଭ ହୋଇଛି। ଏହାର ମୁଖ୍ୟ…
ନବୀନ ପଟ୍ଟନାୟକ ଘୋଷଣା କଲେ ଦୁଇ ରାଜ୍ୟସଭା ପ୍ରାର୍ଥୀଙ୍କ ନାମ
ଭୁବନେଶ୍ଵର : ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଘୋଷଣା ହୋଇଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦୁଇ ଜଣଙ୍କ ନାଁ ରାଜ୍ୟସଭା ପ୍ରାର୍ଥୀ ଲାଗି ଘୋଷଣା କରିଛନ୍ତି। ସଂତୃପ୍ତ ମିଶ୍ର ଏବଂ ଡାକ୍ତର ଦତ୍ତେଶ୍ଵର ହୋତାଙ୍କୁ ପ୍ରାର୍ଥୀ କରାଯାଇଛି। ସଂତୃପ୍ତ ତୃତୀୟ ଓ ଦତ୍ତେଶ୍ଵର ଚତୁର୍ଥ ଆସନ ପାଇଁ…
ଆଜି ୧୪ ବର୍ଷର ବାଳିକାଙ୍କ ପାଇଁ ରାଷ୍ଟ୍ରବ୍ୟାପୀ ଏଚପିଭି ଟିକାକରଣ ଅଭିଯାନର ଶୁଭାରମ୍ଭ
ନୂଆଦିଲ୍ଲୀ : ପ୍ରତିଷେଧକ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଏବଂ ଦେଶର ଝିଅମାନଙ୍କ ଭବିଷ୍ୟତ ସ୍ୱାସ୍ଥ୍ୟକୁ ସୁରକ୍ଷା ଦେବା ଦିଗରେ ଆସନ୍ତାକାଲି ଏକ ଐତିହାସିକ ପଦକ୍ଷେପର ଶୁଭାରମ୍ଭ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦିନ ସାଢ଼େ ୧୧ଟା ସମୟରେ ରାଜସ୍ଥାନର ଅଜମେରରୁ ୧୪…