Browsing Category

ରାଜ୍ୟ

ପୂର୍ଣ୍ଣ ଚନ୍ଦ୍ର ରଥ ଜଣେ ପୂର୍ଣ୍ଣାଙ୍ଗ ବ୍ୟକ୍ତିତ୍ଵ ଥିଲେ

ଇଞ୍ଜିନିୟର ସ୍ବର୍ଗତଃ ପୂର୍ଣ୍ଣ ଚନ୍ଦ୍ର ରଥ ଜଣେ ପୂର୍ଣ୍ଣାଙ୍ଗ ବ୍ୟକ୍ତିତ୍ୱର ଅଧିକାରୀ ଥିଲେ । ତାଙ୍କର ମହତ ଜୀବନ ଏବଂ ଉତ୍ତମ ଆଦର୍ଶ ଯୁଗ ଯୁଗ ପାଇଁ ଆମର ଭବିଷ୍ୟତ ପୀଢ଼ି କୁ ପ୍ରେରଣା ଓ ପ୍ରୋତ୍ସାହନ ଯୋଗାଇ ଚାଲିଥିବ । ଏକାଧାରରେ ସେ ଜଣେ ସରଳ, ନିଷ୍ଠାପର, ସଚ୍ଚୋଟ, କର୍ମଠ,…

ପାରାଦୀପରେ ଡଙ୍ଗା ବୁଡ଼ିଲା; ୩ ମତ୍ସ୍ୟଜୀବୀ ଉଦ୍ଧାର

ପାରାଦୀପ: ଜଗତସିଂହପୁର ଜିଲ୍ଲା ପାରାଦୀପ ମୁହାଣ ମୁହଁରେ ମଙ୍ଗଳବାର ସନ୍ଧ୍ୟାରେ ମାଛ ଧରା ବୋଟ୍ ବୁଡ଼ିଯାଇଛି। ପାରାଦୀପ୍ ନେହେରୁ ବଙ୍ଗଳା ସମୁଦ୍ର ମୁହାଣ ପାଖରେ ମାଛ ଧରା ବୋଟ୍ ବୁଡ଼ି ଯିବାରୁ ୮ ଜଣ ଭାସି ଯାଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଉଦ୍ଧାର କରାଯାଇଛି। ରିପୋର୍ଟ ଲେଖାଯିବା…

ପୁରନ୍ଦର ମିଶ୍ର ଛତିଶଗଡ଼ ବୃହତ ଓଡ଼ିଆ ସମାଜର ସଭାପତି ନିର୍ବାଚିତ

ରାୟପୁର :ଛତିଶଗଡ଼ସ୍ଥିତ ବୃହତ ଓଡ଼ିଆ ସମାଜର ସଭାପତି ରୂପେ ବିଶିଷ୍ଟ ସମାଜସେବୀ ପୁରନ୍ଦର ମିଶ୍ର ନିର୍ବାଚିତ ହୋଇଛନ୍ତି। ଏହି ବୃହତ ସମାଜ ଅଧୀନରେ ପ୍ରଦେଶର ୩୫ ଲକ୍ଷ ଓଡ଼ିଆ ନିବାସୀଙ୍କୁ ପ୍ରତିନିଧିତ୍ଵ କରୁଥିବା ୨୪ଟି ସମାଜକୁ ସାମିଲ କରାଯାଇଛି। ଏମାନେ ହେଲେ ବ୍ରାହ୍ମଣ, କୋଲତା, ସୌରାଂ,…

୨୦ ହଜାର ଶିକ୍ଷକଙ୍କୁ ଯୋଜନାଭିତ୍ତିକ ନିଯୁକ୍ତି

ଭୁବନେଶ୍ବର: ସମଗ୍ର ଶିକ୍ଷା ନିୟମାବଳୀ ଅନୁଯାୟୀ ୨୦ ହଜାର ଶିକ୍ଷକଙ୍କୁ ଯୋଜନାଭିତ୍ତିକ ନିଯୁକ୍ତି ଦିଆଯିବ। ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ସଚିବ ଅଶ୍ୱଥି ଏସ୍।ସେ କହିଛନ୍ତି, ସମଗ୍ର ଶିକ୍ଷା ନିୟମାବଳୀ ଅନୁଯାୟୀ ୨୦ ହଜାର ଶିକ୍ଷକଙ୍କୁ ଯୋଜନାଭିତ୍ତିକ ନିଯୁକ୍ତି ଦିଆଯିବ। ୨୦ ହଜାର ପଦବୀ…

ପୁଣି ସୀମାନ୍ତରେ ନକ୍ସଲ ହିଂସା

ରାଉରକେଲା: ଓଡ଼ିଶା-ଝାରଖଣ୍ଡ ସୀମାନ୍ତ ଗୋଏଲକେରା ଅଞ୍ଚଳରେ ପୁଣି ହିଂସାକାଣ୍ଡ ଭିଆଇଛନ୍ତି ମାଓବାଦୀl ପୁଲିସ ଇନଫର୍ମର ସନ୍ଦେହରେ ଜଣେ ବୃଦ୍ଧଙ୍କ ଗଳା କାଟି ନିର୍ମମ ଭାବେ ହତ୍ୟା କରିଛନ୍ତି। ଘଟଣାସ୍ଥଳରେ ନକ୍ସଲ ପୋଷ୍ଟର ଲଗାଇଛନ୍ତି। ଏଥିରେ ପୁଲିସର ଦଲାଲଗିରି ଛାଡ଼, ନଚେତ ଏମିତି ଦଣ୍ଡ…

୨୫ ତାରିଖ ବେଳକୁ ସୃଷ୍ଟି ହୋଇପାରେ ଆଉ ଏକ ଘୁର୍ଣ୍ଣିବଳୟ

ଭୁବନେଶ୍ୱର: ଗତକାଲି ସୃଷ୍ଟି ଲଘୁଚାପ କ୍ଷେତ୍ର ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର-ଓଡିଶା ତତ-ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି | ଏହା ଆଗାମୀ ୨ ରୁ ୩ ଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡିଶା -ଉତ୍ତର ଛତିଶଗଡ ମୁହାଁ…

୧୮ ଜିଲ୍ଲାରେ ଅତି ପ୍ରବଳ ବର୍ଷା; ଅରେଞ୍ଜ ସହ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଉତ୍ତର-ପୂର୍ବ ଓ ତତ୍‌ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ ଦିଗକୁ ଗତି କରୁଛି। ଏହାର ପ୍ରଭାବରେ ଆସନ୍ତା ୧୨…

ଫେବ୍ରୁଆରି ୧୪ରୁ ମାର୍ଚ୍ଚ ୧୩ ଯାଏଁ ଯୁକ୍ତ ୨ ପରୀକ୍ଷା

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ), ଓଡ଼ିଶା ଦ୍ବାରା ପରିଚାଳିତ ଯୁକ୍ତ ୨ ଦ୍ବିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପରୀକ୍ଷା ୨୦୨୪ ଫେବ୍ରୁଆରି ୧୪ରୁ ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୧୩ ଯାଏଁ ଜାରି ରହିବ। ଏପ୍ରିଲ ଶେଷ କିମ୍ବା ମେ’ ମାସ ପ୍ରଥମ ସପ୍ତାହରେ ପରୀକ୍ଷା…

ଆଜି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ଭୁବନେଶ୍ୱର: ଆଜି ସନ୍ଧ୍ୟାରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଦୁଇ ଦିନିଆ ଗସ୍ତରେ ଆସି ସେ ଭୁବନେଶ୍ୱର ବିମାନବନ୍ଦରରେ ରାତି ୮ ଟାରେ ପହଞ୍ଚି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ଓଡ଼ିଶାର ପ୍ରବୀଣା ନାରୀ…

ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥ ମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୧୬ରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି |୧୬ ତାରିଖରେ ବିଜେପିର ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ ଏବଂ ୧୭ ତାରିଖରେ ଚାଟାର୍ଡ ଆକାଉଣ୍ଟାଣ୍ଟ ସମ୍ମିଳନୀରେ ମଧ୍ୟ ଯୋଗ ଦେବେ |ଏହି ଦୁଇ ଦିନିଆ ଗସ୍ତ ସମୟରେ ପୁରୀ ଯାଇ…