Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ବଦଳିବ ଇଂରାଜୀ ନାମ:ଡ. ଅରବିନ୍ଦ ପାଢୀ
ଭୁବନେଶ୍ବର : ବଦଳିବ ଓଡ଼ିଶାର ବିଭିନ୍ନ ସ୍ଥାନର ଇଂରାଜୀ ନାମ । ବ୍ରିଟିଶ୍ ଶାସନ କାଳରୁ ପ୍ରଚଳିତ ଭୁଲ୍ ନାମକରଣର ହେବ ସଂଶୋଧନ। ମୂଳ ଓଡ଼ିଆ ନାମର ହେବ ପୁନରୁଦ୍ଧାର। ନାମ ପରିବର୍ତ୍ତନ ପାଇଁ ପ୍ରସ୍ତାବ ପଠାଇବା ନିମନ୍ତେ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା…
ମେ’ ମାସ ଦ୍ବିତୀୟ ସପ୍ତାହ ସୁଦ୍ଧା ବାହାରିବ ମାଟ୍ରିକ ପରୀକ୍ଷା ଫଳ
ଭୁବନେଶ୍ବର : ମାଟ୍ରିକ୍ ରେଜଲ୍ଟକୁ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବଡ଼ ଅପଡେଟ୍ । ମେ ଦ୍ବିତୀୟ ସପ୍ତାହ ସୁଦ୍ଧା ବାହାରିବ ମାଟ୍ରିକ ରେଜଲ୍ଟ । ୫୧ଟି କେନ୍ଦ୍ରରେ ଖାତା ଦେଖା ହେବ । ମାର୍ଚ୍ଚ ୧୯ରୁ ବିଭିନ୍ନ ସେଣ୍ଟରରେ ମାଟ୍ରିକ୍ ଖାତା ଦେଖା ହେବ। ଏନେଇ ବୋର୍ଡ ସଭାପତି ଶ୍ରୀକାନ୍ତ…
ମାଓମୁକ୍ତ ହେବ ଓଡିଶା : ଡିଜିପି
ଭୁବନେଶ୍ୱର : ମାଓବାଦୀଙ୍କୁ କଡା ଚେତାବନୀ ଦେଇଛନ୍ତି ପୋଲିସ ଡିଜି । ହିଂସା ଛାଡି ଆତ୍ମସମର୍ପଣ କର, ନଚେତ ପରିଣାମ ଭୋଗିବ କହିଲେ । ଏସଓଜି ଯବାନଙ୍କ ଅପରେସନର ଭୟଙ୍କର ପରିଣାମ ଭୋଗିବ । କନ୍ଧମାଳ ଦାରିଙ୍ଗବାଡିରେ ଜୋରଦାର ଅପରେସନ ଚାଲିଛି । ମାଓନେତା ସୁକୃ ଲୁଚିଥିବା ସନ୍ଦେହରେ ଜୋରଦାର…
( ଜାଇକା) ସହାୟତାପ୍ରାପ୍ତ ରେଙ୍ଗାଲି ଜଳସେଚନ ପ୍ରକଳ୍ପ ଦ୍ୱିତୀୟ ପର୍ଯ୍ୟାୟର ୭ମ ‘ପ୍ରକଳ୍ପ ପରିଚାଳନା କମିଟି’ ବୈଠକ
ଭୁବନେଶ୍ଵର : ଜଳ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଶୁଭା ଶର୍ମାଙ୍କ ଅଧ୍ୟକ୍ଷତାରେ ଆଜି ବିଭାଗୀୟ ସମ୍ମିଳନୀ କକ୍ଷରେ ଜେଆଇସିଏ ( ଜାଇକା) ସହାୟତାପ୍ରାପ୍ତ ରେଙ୍ଗାଲି ଜଳସେଚନ ପ୍ରକଳ୍ପ ଦ୍ୱିତୀୟ ପର୍ଯ୍ୟାୟର ୭ମ ‘ପ୍ରକଳ୍ପ ପରିଚାଳନା କମିଟି’ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…
ଓଡ଼ିଆ ଭାଷାର ବ୍ୟବହାର ପାଇଁ ସରକାରୀ ଅଧିକାରୀମାନଙ୍କ ପାଇଁ ପ୍ରଶିକ୍ଷଣ ଶିବିର
ଭୁବନେଶ୍ଵର : ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷାର ବ୍ୟବହାର ପାଇଁ ସରକାରୀ ଅଧିକାରୀମାନଙ୍କ ପାଇଁ ପ୍ରଶିକ୍ଷଣ ଶିବିରର ଆୟୋଜନ କରାଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ସଂସ୍କୃତି ଭବନ ସ୍ଥିତ…
ସ୍ମାର୍ଟସିଟି ମିଶନ ଭଳି ଓଡ଼ିଶା ସରକାର ନୂଆ କାର୍ଯ୍ୟକ୍ରମ ଭାବେ ମୁଖ୍ୟମନ୍ତ୍ରୀ ସ୍ମାର୍ଟସିଟି ମିଶନ
ଭୁବନେଶ୍ୱର : ଭାରତ ସରକାରଙ୍କ ସ୍ମାର୍ଟସିଟି ମିଶନ ଭଳି ଓଡ଼ିଶା ସରକାର ନୂଆ କାର୍ଯ୍ୟକ୍ରମ ଭାବେ ମୁଖ୍ୟମନ୍ତ୍ରୀ ସ୍ମାର୍ଟସିଟି ମିଶନ ଆରମ୍ଭ କରିଛନ୍ତି। ଏହା ଜରିଆରେ ରାଜ୍ୟର ପ୍ରମୁଖ ସହରଗୁଡ଼ିକରେ ସ୍ମାର୍ଟସିଟି ଭଳି ସୁବିଧା ଉପଲବ୍ଧ କରାଯିବ। ଭୁବନେଶ୍ବର, ରାଉରକେଲା ଭଳି ରାଜ୍ୟର ଟିୟର୍-୨…
ରାଜ୍ୟରେ ପ୍ରତିଷ୍ଠା ହେବ ୪ଟି ନୂଆ ବିଶ୍ୱବିଦ୍ୟାଳୟ
ଭୁବନେଶ୍ୱର : ରାଜ୍ୟ ବଜେଟ ଉପସ୍ଥାପନା କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ । ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରାଯାଉଛି । ୩ ଲକ୍ଷ ୧୦ ହଜାର କୋଟିର ବଜେଟ ଉପସ୍ଥାପନା କରାଯାଇଛି । ଗତ ବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି ହୋଇଛି । ଏଥର ବଜେଟରେ…
ଓପିଏସସି ପକ୍ଷରୁ ଐତିହାସିକ ନିଷ୍ପତ୍ତି: OCS ଫର୍ମରେ ଯୋଡ଼ିହେଲା ତୃତୀୟ ଲିଙ୍ଗ
ଭୁବନେଶ୍ୱର : ଓପିଏସସି ପକ୍ଷରୁ ଐତିହାସିକ ନିଷ୍ପତ୍ତି ନିଆଯାଇଛି। ଓସିଏସ ପରୀକ୍ଷା ଆବେଦନ ଫର୍ମରେ ଯୋଡିହୋଇଛି ତୃତୀୟ ଲିଙ୍ଗ ବିକଳ୍ପ । ଓଡିଶାରେ ସିଭିଲ ସର୍ଭିସ ପରୀକ୍ଷା -୨୦୨୫ ବିଜ୍ଞପ୍ତିରେ ସଂଶୋଧନ କରାଯାଇଛି । ମାର୍ଚ୍ଚ ୭ ତାରିଖ ଓସିଏସ ପରୀକ୍ଷା ଆବେଦନର ଶେଷ ତାରିଖ ।…
ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର
ଭୁବନେଶ୍ୱର : ପୂର୍ବ ଭାରତ ମହାସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଏହା ଆସନ୍ତା ୨୪ଘଣ୍ଟା ମଧ୍ୟରେ ଶ୍ରୀଲଙ୍କାରେ ଦୁର୍ବଳ ହେବାର ସମ୍ଭାବନା ରହିଛି। ସୃଷ୍ଟ ଲଘୁଚାପ…
ଓଡିଶା ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଆଜି ବିଧାନସଭାରେ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବର୍ତ୍ତମାନ ମୁଁ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍…