Sign in
Sign in
Recover your password.
A password will be e-mailed to you.
Browsing Category
ସ୍ୱତନ୍ତ୍ର
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ଭୁବନେଶ୍ବର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ୨୧ ତାରିଖ ସକାଳବେଳକୁ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ୨୩ ତାରିଖ ବେଳକୁ…
ପୂର୍ଣ୍ଣ ଚନ୍ଦ୍ର ରଥ ଜଣେ ପୂର୍ଣ୍ଣାଙ୍ଗ ବ୍ୟକ୍ତିତ୍ଵ ଥିଲେ
ଇଞ୍ଜିନିୟର ସ୍ବର୍ଗତଃ ପୂର୍ଣ୍ଣ ଚନ୍ଦ୍ର ରଥ ଜଣେ ପୂର୍ଣ୍ଣାଙ୍ଗ ବ୍ୟକ୍ତିତ୍ୱର ଅଧିକାରୀ ଥିଲେ । ତାଙ୍କର ମହତ ଜୀବନ ଏବଂ ଉତ୍ତମ ଆଦର୍ଶ ଯୁଗ ଯୁଗ ପାଇଁ ଆମର ଭବିଷ୍ୟତ ପୀଢ଼ି କୁ ପ୍ରେରଣା ଓ ପ୍ରୋତ୍ସାହନ ଯୋଗାଇ ଚାଲିଥିବ । ଏକାଧାରରେ ସେ ଜଣେ ସରଳ, ନିଷ୍ଠାପର, ସଚ୍ଚୋଟ, କର୍ମଠ,…
ଏସୀୟ କ୍ରୀଡ଼ାରେ ଭାରତକୁ ରୌପ୍ୟ ପଦକ।
ଚୀନର ହାଙ୍ଗଝୌରେ ଏସୀୟ କ୍ରୀଡ଼ାର ଊନବିଂଶତମ ସଂସ୍କରଣ ଆରମ୍ଭ ହୋଇଯାଇଥିବା ବେଳେ ରୌପ୍ୟ ପଦକରୁ ଅଭିଯାନ ଆରମ୍ଭ କରିଛି ଭାରତ। ଶୁଟିଂରେ ମହିଳା ଟିମ୍କୁ ମିଳିଛି ରୌପ୍ୟ ପଦକ। ୧୦ ମିଟର ଏୟାର ରାଇଫଲ ଟିମ୍ ଇଭେଣ୍ଟରେ ମିଳିଛି ଏହି ସଫଳତା। ମେହୁଲି ଘୋଷ, ରମିତା ଓ ଅଶି ଚୋକ୍ସି ଜିତିଛନ୍ତି…
ବୃଦ୍ଧି ହେଲା ରେଳ ଦୁର୍ଘଟଣା ଜନିତ ସହାୟତା ରାଶି
ଡେସ୍କ: କେନ୍ଦ୍ର ସରକାର ଦେଶରେ ରେଳ ଦୁର୍ଘଟଣା ଏବଂ ଅଘଟଣରେ ମୃତକ ଏବଂ ଆହତ ଯାତ୍ରୀଙ୍କୁ ଦିଆଯାଉଥିବା ସହାୟତା ରାଶି ବୃଦ୍ଧି କରିଛନ୍ତି। ରେଳ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଏଣିକି ରେଳ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଏବଂ ଗୁରୁତର ଆହତମାନଙ୍କୁ ୨ ଲକ୍ଷ…
ପ୍ରମିଳା ହେଲେ ବାଚସ୍ପତି
ଓଡ଼ିଶା ବିଧାନସଭାକୁ ମିଳିଲା ପ୍ରଥମ ମହିଳା ବାଚସ୍ପତି। ଆଜି ବିଧିବଦ୍ଧ ଭାବେ ବାଚସ୍ପତି ଭାବେ ଆସନ ଗ୍ରହଣ କରିଛନ୍ତି ପ୍ରମିଳା ମଲ୍ଲିକା। ସର୍ବ ସମ୍ମତିକ୍ରମେ ପ୍ରମିଳାଙ୍କୁ ବାଚସ୍ପତି ଭାବେ ଚୟନ କରଯାଇଛିା
ଗୃହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ନାଁରେ ପ୍ରସ୍ତାବ ରଖିଥିଲୋ…
ଆଜିଠୁ ଆରମ୍ଭ ହେବ ମୌସୁମୀ ଅଧିବେଶନ
ଭୁବନେଶ୍ୱର : ଆଜି ଆରମ୍ଭ ହେଉଛି ବିଧାନସଭାର ମୌସୁମୀ ଅଧିବେଶନ। ଅଧିବେଶନର ପ୍ରଥମ ଦିନ ୧୧ଟାରୁ ଗୃହ କାର୍ଯ୍ୟ ଆରମ୍ଭ ହେବ। ଦିବଂଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ଆଗତ ପରେ ପ୍ରଥମାର୍ଦ୍ଧ ମୁଲତବି ରହିବ। ଅକ୍ଟୋବର ୪ତାରିଖ ପର୍ଯ୍ୟନ୍ତ ବସିବାକୁ ଥିବା ଏହି ଅଧିବେଶନ ବେଶ୍ ସରଗରମ ହେବ…
ଲୋକସଭା ପରେ ରାଜ୍ୟସଭାରେ ମହିଳା ସଂରକ୍ଷିତ ବିଲ୍ ପାସ୍
ଆଇନରେ ପରିଣତ ହେବା ଦିଗରେ ଆଉ ପାଦେ ଆଗେଇଛି ମହିଳା ସଂରକ୍ଷଣ ବିଲ୍। ଲୋକସଭା ପରେ ରାଜ୍ୟସଭାରେ ପାରିତ ହୋଇଛି ନାରୀ ଶକ୍ତି ବନ୍ଦନ ଅଧିନିୟମ। ଦୀର୍ଘ ୧୧ ଘଣ୍ଟାର ବିତର୍କ ପରେ ସର୍ବସମ୍ମତିକ୍ରମେ ଏହି ବିଲ୍ ପାରିତ ହୋଇଥିଲେ ହେଁ ବିରୋଧୀ ଏହାର ପ୍ରାବଧାନ ଉପରେ ଅନେକ ପ୍ରଶ୍ନ କରିଥିଲେ।…
ଲୋକସଭାରେ ଐତିହାସିକ ମହିଳା ସଂରକ୍ଷିତ ବଲ୍ ପାସ୍
ନୂଆଦିଲ୍ଲୀ : ମହିଳା ମାନଙ୍କୁ ବିଧାନସଭା ଓ ଲୋକସଭାରେ ସଂରକ୍ଷଣ ପ୍ରଦାନ କରୁଥିବା ‘ନାରୀ ଶକ୍ତି ବନ୍ଦନା ବିଲ୍’ ଦୁଇ ତୃତୀୟାଂଶ ସଦସ୍ୟଙ୍କ ସମର୍ଥନ ସହ ଲୋକସଭାରେ ଗୃହୀତ ହୋଇଛି । ଏହି ବିଲର ସମର୍ଥନରେ ୪୫୪ଟି ଭୋଟ ପଡ଼ିଥିବାବେଳେ ବିପକ୍ଷରେ ମାତ୍ର ୨ଟି ଭୋଟ ପଡ଼ିଥିଲା । ଲୋକସଭାରେ ବିତର୍କ…
ମାଆ ସମଲେଶ୍ଵରୀ
ଓଡ଼ିଶାରେ ଅବସ୍ଥିତ ବିଭିନ୍ନ ଶକ୍ତି ପୀଠ ମାନଙ୍କ ମଧ୍ୟରେ ମାଆ ସମଲେଇଙ୍କ ସ୍ଥାନ ସ୍ୱତନ୍ତ୍ର l ସେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ସମଲେଶ୍ୱରୀ l ସେ ସମଗ୍ର ଓଡ଼ିଶାରେ,ପଡ଼ୋଶୀ ଛତିଶଗଡ଼ ଓ ସ୍ୱତନ୍ତ୍ର ଭାବରେ ପଶ୍ଚିମ ଓଡ଼ିଶାରେ ପୂଜିତା ଶକ୍ତି ମୟୀ ମାଆ l ମାଆ, ଉତ୍କଳ ଜାହ୍ନବୀ ମହାନଦୀ…
ମା’ଙ୍କ ବିନା ମୋଦୀଙ୍କ ଜନ୍ମଦିନ ପାଳନ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ତାଙ୍କର ୭୩ତମ ଜନ୍ମଦିବସ ପାଳନ କରିଛନ୍ତି। ସାରା ଭାରତର ବିଜେପି ଶାଖାଗୁଡ଼ିକ ତାଙ୍କର ଜନ୍ମଦିନକୁ ଭିନ୍ନ ଭିନ୍ନ ଢଙ୍ଗରେ ପାଳନ କରିବାକୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରିଛନ୍ତି,
ଚଳିତ ଜନ୍ମଦିନରେ ଲୋକଙ୍କ ଶୁଭକାମନାକୁ…