Browsing Category

ଦେଶବିଦେଶ

ଅଗ୍ନିବୀରଙ୍କ ପାଇଁ ବଡ଼ ଖବର: ଏବେ ୨୫% ନୁହେଁ ସେନାରେ ରହିବେ ୭୫%, ୨ ବର୍ଷ ବଢ଼ିଲା ସେବା

ନୂଆଦିଲ୍ଲୀ: କେନ୍ଦ୍ରୀୟ କ୍ୟାବିନେଟ୍ ବୈଠକରେ ଅଗ୍ନିବୀରଙ୍କ ପାଇଁ ବଡ଼ ଘୋଷଣା ହୋଇଛି। କେନ୍ଦ୍ରୀୟ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ (CDS) ସାମ୍ବାଦିକ ସମ୍ମିଳନୀରେ ଏହି ନିଷ୍ପତ୍ତି ବିଷୟରେ ସୂଚନା ଦେଇଛନ୍ତି। ଆଗରୁ କେବଳ ୨୫% ଅଗ୍ନିବୀର ସେନାରେ ରହିବାର…

ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ

ଅହମ୍ମଦାବାଦ ତା ୦୩.୧୧.ରିଖ ; ଓଡ଼ିଶା ସୋସିଓ କଲଚରାଲ ଆସୋସିଏସନ (ଓଏସସିଏ),ଅହମ୍ମଦାବାଦ ତରଫରୁ ପବିତ୍ର କୁମାର ପୂର୍ଣ୍ଣିମା ପର୍ବ ମହା ସମାରୋହରେ ପାଳନ କରାଯାଇଥିବା ଜଣାଯାଇଛି। ଉତ୍ସବ ସ୍ଥଳୀ ଗାନ୍ଧୀନଗରର ଅଡାଲଜସ୍ଥିତ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣକୁ ଏହି ଉପଲକ୍ଷେ ଖୁବ ସୁନ୍ଦର ଭାବେ…

ଭାରତ ଅକ୍ଷୟ ଶକ୍ତି ଶିଖର ସମ୍ମିଳନୀ ଓ ପ୍ରଦର୍ଶନୀ ୨୦୨୬’କୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଭାରତ ଅକ୍ଷୟ ଶକ୍ତି ସମ୍ମିଳନୀ ଏବଂ ପ୍ରଦର୍ଶନୀ ୨୦୨୬କୁ ଉଦଘାଟନ କରିଛନ୍ତି। ଭାରତ ଏବଂ ବିଦେଶର ଶିଳ୍ପ ନେତା, ନିବେଶକ, ଷ୍ଟାର୍ଟଅପ୍ ପ୍ରତିନିଧି ଏବଂ ବରିଷ୍ଠ ଅଧିକାରୀଙ୍କ ସମାବେଶକୁ ସମ୍ବୋଧିତ କରି…

ଭଗବାନ ରାମଙ୍କୁ ସଚ୍ଚୋଟ, କୃଷ୍ଣଙ୍କୁ ବକ୍ର କହି ବିବାଦରେ ଧୀରେନ୍ଦ୍ର ଶାସ୍ତ୍ରୀ; ଆଜୀବନ ବ୍ୟାନ୍ ଦାବି କଲେ ଅଖିଳେଶ

ନୂଆଦିଲ୍ଲୀ: ବାଗେଶ୍ୱର ଧାମର ପୀଠାଧୀଶ ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଏକ ବୟାନକୁ ନେଇ ଦେଶରେ ରାଜନୈତିକ ଓ ଧାର୍ମିକ ବିବାଦ ତେଜିଛି। ଭଗବାନ ଶ୍ରୀରାମଙ୍କୁ ସଚ୍ଚୋଟ ଏବଂ ଭଗବାନ ଶ୍ରୀକୃଷ୍ଣଙ୍କୁ ବକ୍ର ବୋଲି ବର୍ଣ୍ଣନା କରିଥିବା ତାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜମୋହନ ରାମ

ଭୁବନେଶ୍ଵର: ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜମୋହନ ରାମ (Braj Mohan Ram) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ସେ ଓଡ଼ିଶାର ୨୮ତମ ରାଜ୍ୟପାଳ ଭାବେ ଅକ୍ଟୋବର ୧୨ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ନିଯୁକ୍ତ ହୋଇଥିଲେ ଏବଂ ଅକ୍ଟୋବର ୧୮ ତାରିଖରେ ଶପଥ…