Browsing Category

ଦେଶବିଦେଶ

କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ସଂପନ୍ନ, ଭୋଟ୍ ଦେଲେ ୯୫୦୦ ସଦସ୍ୟ, ୧୯ରେ ଫଳାଫଳ ଘୋଷଣା

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ସୋମବାର ମତଦାନ ସଂପନ୍ନ ହୋଇଛି। ସର୍ବଭାରତୀୟ କଂଗ୍ରେସ କମିଟିର ମୁଖ୍ୟାଳୟ ସହିତ ୬୫ଟି ସ୍ଥାନରେ ମତଦାନ କେନ୍ଦ୍ର ସ୍ଥାପନ କରାଯାଇଥିଲା। ଏଠାରେ ସମସ୍ତ ପ୍ରତିନିଧି ମତଦାନ କରିଛନ୍ତି। ଅଧ୍ୟକ୍ଷ ପଦ ପାଇଁ ମଲ୍ଲିକାର୍ଜୁନ ଖଡଗେ ଏବଂ ଶଶି…

ବୈଶାଲୀଙ୍କ ଆତ୍ମହତ୍ୟା ପଛରେ ରାହୁଲ ଓ ଦିଶା

ମୁମ୍ବାଇ: ଟିଭି ଇଣ୍ଡଷ୍ଟ୍ରିରୁ ଗତକାଲି ଆସିଥିବା ଏକ ଆଶ୍ଚର୍ଯ୍ୟଜନକ ଖବର ସମସ୍ତଙ୍କୁ ଦୋହଲାଇ ଦେଇଥିଲା। ଜଣାଶୁଣା ଟେଲି ଅଭିନେତ୍ରୀ ବୈଶାଲୀ ଟକ୍କର ନିଜ ଘରେ ଆତ୍ମହତ୍ୟା କରିଥିବା ଖବର ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ଏହି ଅଭିନେତ୍ରୀ ଇନ୍ଦୋରରେ ନିଜ ଘରେ ବେକରେ ରଶି ଲଗାଇ ଆତ୍ମହତ୍ୟା…

ଯବାନମାନଙ୍କ ସହ ଦୀପାବଳି ପାଳିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଅକ୍ଟୋବର ୨୪ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯବାନମାନଙ୍କ ସହ ଦୀପାବଳି ପାଳନ କରିବେ। ପ୍ରଧାନମନ୍ତ୍ରୀ ହେବା ପରଠାରୁ ନରେନ୍ଦ୍ର ମୋଦୀ ଗତ ୮ ବର୍ଷ ଧରି ଯବାନମାନଙ୍କ ସହ ଦୀପାବଳି ପାଳନ କରିଆସୁଛନ୍ତି। ସୂଚନା ଅନୁଯାୟୀ, ଅକ୍ଟୋବର ୨୧ରେ ମୋଦୀ କେଦାରନାଥ ଯିବେ।…

ସିସୋଦିଆଙ୍କୁ ସିବିଆଇ ସମନ୍, ଦ୍ୱିତୀୟ ଥର ସିବିଆଇକୁ କରିବେ ସାମ୍ନା।

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ସିବିଆଇର ସମନ୍ । ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ତଥା ଅବକାରୀ ମନ୍ତ୍ରୀ ମନୀଷ ସିସୋଦିଆଙ୍କୁ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ସମନ କରିଛି । ଆସନ୍ତାକାଲି ସକାଳ ୧୧ଟାରେ ସିସୋଦିଆଙ୍କୁ ସିବିଆଇ ମୁଖ୍ୟାଳୟରେ ହାଜର ହୋଇ ପକ୍ଷ ରଖିବାକୁ ସମନ ହୋଇଛି । ଏହାପରେ ଆପ୍…

କେନ୍ଦ୍ର କର୍ମଚାରୀଙ୍କୁ ସରକାରଙ୍କ ଦୀପାବଳୀ ଭେଟି: ୯ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା

କେନ୍ଦ୍ର ସରକାରୀଙ୍କୁ ଦୀପାବଳି ଭେଟି । ସରକାର ପଞ୍ଚମ ଏବଂ ଷଷ୍ଠ ବେତନ ଆୟୋଗ ଅଧୀନରେ ଦରମା ନେଉଥିବା କର୍ମଚାରୀଙ୍କ ମହଙ୍ଗା ଭତ୍ତା ୯ ପ୍ରତିଶତ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ଏହି ବର୍ଦ୍ଧିତ ଡିଏ ଜୁଲାଇ ପହିଲାରୁ ଲାଗୁ କରାଯାଇଛି । ଏଡାସହ ପଞ୍ଚଞ୍ଚମ ବେତନ ଆୟୋଗ ଅଧିନରେ ଦରମା…

ଭାରତ ଯୋଡର ୧୦୦୦ କିଲୋମିଟର ଯାତ୍ରା ପୂରା । ମଂଚରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଟାର୍ଗେଟ କଲେ ରାହୁଲ ଗାନ୍ଧୀ

କର୍ଣ୍ଣାଟକରେ ଶନିବାର ମେଗା ଶୋ କରିଛି କଂଗ୍ରେସ । ଭାରତ ଯୋଡ ଯାତ୍ରା ଚାଲିଛି ଓ ଶନିବାର ଏହା ୧୦୦୦କିଲୋମିଟର ଯାତ୍ରା ପୂରା କରିଛି ଓ ଯାତ୍ରାକୁ ୩୮ଦିନ ପୂରିଛି । ଏହି ଅବସରରେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ବେଲ୍ଲାରୀରେ ଏକ ବିଶାଳ ଜନସଭା କରିଛନ୍ତି । ଜନସଭାକୁ ସମ୍ବୋଧିତ କରି ବିଜେପିକୁ…

୪୦ ଦିନ ପାଇଁ ଜେଲ୍‌ରୁ ବାହାରିଲେ ଆତ୍ମଘୋଷିତ ଗୁରୁ ରାମ ରହିମ୍‌

୪୦ ଦିିନିଆ ପାରୋଲରେ ଜେଲରୁ ମୁକୁଳିଲେ ଡେରା ସଚ୍ଚା ସୌଦାର ମୁଖ୍ୟ ଗୁରୁମିତ ରାମ ରହିମ୍। ହରିୟାଣାରେ ପଞ୍ଚାୟତ ନିର୍ବାଚନ ଓ ନଭେମ୍ବର ୩ରେ ହେବାକୁ ଥିବା ଆଦମପୁର ବିଧାନସଭା ଉପ ନିର୍ବାଚନ ପୂର୍ବରୁ ସେ ଜେଲରୁ ପାରୋଲରେ ଛାଡ଼ ପାଇଛନ୍ତି। ଆଜି ସକାଳେ କଡ଼ା ସୁରକ୍ଷା ମଧ୍ୟରେ ସେ ବାଗପାଟ…

ପାକିସ୍ତାନ ବିରୋଧରେ ନିଆଁ ଉଗାଳିଲେ ବାଇଡେନ, କହିଲେ ବିଶ୍ୱ ପାଇଁ ଏକ ବଡ଼ ବିପଦ

ସବୁବେଳେ ପାକିସ୍ତାନର ପକ୍ଷ ନେଇ ଆସୁଥିବା ଆମେରିକା ମୁହଁରେ ଓଲଟା ଭାଷା। ଲଙ୍କାରେ ହରି ଶବ୍ଦ ପରି ଆମେରିକା ରାଷ୍ଟପତି ଜୋ ବାଇଡେନ ପାକିସ୍ତାନ ବିରୋଧରେ ନିଆଁ ଉଗାଳିଲେ। ପ୍ରଥମ ଥର ପାଇଁ ପାକିସ୍ତାନ ବିରୋଧରେ ଆମେରିକାର ଅତି ସଂଗୀନ ଅଭିଯୋଗ ଆଣିଛି। ବିଶ୍ୱରେ ବିପଜ୍ଜନକ ରାଷ୍ଟ୍ରଗୁଡ଼ିକ…

ଗ୍ରାହକଙ୍କ ଠାରୁ ଋଣ ଅସୁଲ କରିପାରିଲେନି, ଆତ୍ମହତ୍ୟା କଲେ ବ୍ୟାଙ୍କ ମ୍ୟାନେଜର ।

ଆନ୍ଧ୍ରପ୍ରଦେଶ  : କାକିନାଡା ଜିଲ୍ଲା ୟନମ୍ ପଡାବଲା ଗଳିରେ ରହୁଥିବା ୟୁକୋ ବ୍ୟାଙ୍କ ମ୍ୟାନେଜର ସାଇ ରତ୍ନ ଶ୍ରୀକାନ୍ତ ଆତ୍ମହତ୍ୟା କରିଛନ୍ତି । ଶ୍ରୀକାନ୍ତ ତାଙ୍କ ପତ୍ନୀ ଓ ଦୁଇ ଝିଅଙ୍କ ସହ ଭଡା ଘରେ ଖୁସିରେ ରହୁଥିଲେ । ହେଲେ କାଳ ହେଲା ଗ୍ରାହକଙ୍କୁ ଋଣ ଦେବା । ଶ୍ରୀକାନ୍ତ ତାଙ୍କ…

ଏଣିକି ହିନ୍ଦୀରେ ଏମ୍‌ବିବିଏସ୍‌ ପାଠ ପଢ଼ିବେ ପିଲା; ୩ଟି ଇଂରାଜି ଡାକ୍ତରୀ ପୁସ୍ତକର ହେଲା ହିନ୍ଦୀ ଅନୁବାଦ

ଭୋପାଳ: ମଧ୍ୟପ୍ରଦେଶର ୧୩ଟି ସରକାରୀ ଡାକ୍ତରୀ କଲେଜ୍‌ରେ ୩ ପ୍ରକାରର ଏମ୍‌ବିବିଏସ୍‌ ବିଷୟବସ୍ତୁ ଆନାଟୋମି, ଫିଜିଓଲୋଜି ଏବଂ ବାୟୋକେମେଷ୍ଟ୍ରିକୁ ହିନ୍ଦୀରେ ପଢ଼ାଯିବ। ବର୍ତ୍ତମାନ ଏହା କେବଳ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଉପଲବ୍ଧ ହେବ।  ଆସନ୍ତାକାଲି ଭୋପାଳଠାରେ ଇଂରାଜୀରୁ…