Browsing Category

ଦେଶବିଦେଶ

ଶପଥ ଗ୍ରହଣ କଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି

ନୂଆ ଦିଲ୍ଲୀ: ସୁପ୍ରିମକୋର୍ଟର ନୂତନ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ ୟୁୟୁ ଲଳିତ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥ କରାଇଲେ ।

ନୀରଜ ଚୋପ୍ରାଙ୍କ ଧମାକାଦାର କମ୍‌ବ୍ୟାକ୍‌: ଲୌସେନ୍ ଡାଇମଣ୍ଡ ଲିଗ୍ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ: ଭାରତର ତାରକା ଜାବେଲିନ୍ ଫିଙ୍ଗାଳି ନୀରଜ ଚୋପ୍ରା ଆହତ ସମସ୍ୟାରୁ ଧମାକାଦାର କମ୍‌ବ୍ୟାକ୍ କରିଛନ୍ତି। ନୀରଜ ଚୋପ୍ରା ଶୁକ୍ରବାର ନିଜର ଶ୍ରେଷ୍ଠ ୮୯.୦୮ ମିଟର ଥ୍ରୋ ସହିତ ଡାଇମଣ୍ଡ ଲିଗ୍ ଟାଇଟଲ ଜିତିଥିଲେ। ନୀରଜ ପ୍ରଥମ ଭାରତୀୟ ଭାବରେ ଏହି ସଫଳତା ପାଇଛନ୍ତି। ଏହି ବିଜୟ ସହିତ…

ଇସ୍ତଫା ପରେ ଗୁଲାମନବୀଙ୍କ ବଡ଼ ଘୋଷଣା, କହିଲେ ଗଢ଼ିବେ ନିଜଦଳ ।

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ନେତା ଗୁଲାମନବୀ ଆଜାଦ ଶୁକ୍ରବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି, ଏହା ସହ ସେ ଏକ ବଡ଼ ଘୋଷଣା ମଧ୍ୟ କରିଛନ୍ତି। ସେ ଜମ୍ମୁ-କାଶ୍ମୀର ଫେରି ଯାଇ ନିଜର ରାଜନୈତିକ ଦଳ ଗଢିବେ ବୋଲି କହିଛନ୍ତି। ତେବେ ଆଜାଦ ବିଜେପିରେ ଯୋଗ…

ଦଳରୁ ଇସ୍ତଫା ଦେଲେ ବରିଷ୍ଠ କଂଗ୍ରେସ ନେତା ଗୁଲାମନବୀ ଆଜାଦ୍ ।

ନୂଆଦିଲ୍ଲୀ : (ବିବି ନିୟୁଜ ବ୍ୟୁରୋ)  ଜାମ୍ମୁକାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ନେତା ଗୁଲାମ ନବୀ ଆଜାଦ କଂଗ୍ରେସ ଦଳର ସମସ୍ତ ପଦପଦବୀ ଓ ପ୍ରାଥମିକ ସଦ୍ୟସତା ପଦରୁ ଇସ୍ତଫା ଦେଇଛନ୍ତି ଆଜାଦ । ଶ୍ରୀ ଆଜାଦ ନିଜର ଇସ୍ତଫା ପତ୍ର ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନିକଟକୁ…

ଆଜି ଅବସର ନେବେ ପ୍ରଧାନ ବିଚାରପତି ଜଷ୍ଟିସ୍ ରମନ୍ନା ।

ନୂଆଦିଲ୍ଲୀ: ଭାରତର ୪୮ତମ ପ୍ରଧାନ ବିଚାରପତି ଜଷ୍ଟିସ୍ ଏନଭି ରମନ୍ନା ଆଜି (ଅଗଷ୍ଟ ୨୬) ଅବସର ନେବେ । ରମନ୍ନାଙ୍କ ସ୍ଥାନରେ ଜଷ୍ଟିସ ଉଦୟ ଉମେଶ ଲଲିତ ଆସନ୍ତାକାଲି ଅର୍ଥାତ୍ ଅଗଷ୍ଟ ୨୭ରେ ଭାରତର ୪୯ତମ ପ୍ରଧାନ ବିଚାରପତି ଭାବରେ ଦାୟିତ୍ଵ ଗ୍ରହଣ କରିବେ। ତାଙ୍କ ଉତ୍ତରାଧିକାରୀ ସୁପ୍ରିମକୋର୍ଟର…

ଦେଶରେ ଅକ୍ଟୋବରରୁ ଆରମ୍ଭ ହେବ ୫-ଜି ସେବା : ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।

ନୂଆଦିଲ୍ଲୀ: ଦେଶରେ ଅକ୍ଟୋବର ସୁଦ୍ଧା ୫-ଜି ସେବା ଆରମ୍ଭ ହେବ । କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ଘୋଷଣା କରି କହିଛନ୍ତି, ଏହା ପରେ ଧିରେ ଧିରେ ଅନ୍ୟ ଛୋଟ ବଡ ସହରକୁ ଏହି ସେବା ବିସ୍ତାର କରାଯିବ । ଆସନ୍ତା ୨ରୁ ୩ ବର୍ଷ ଭିତରେ ଦେଶର କୋଣ ଅନୁକୋଣରେ ୫-ଜି ସେବା ଉପଲବ୍ଧ ହେବ ବୋଲି…

ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ୨୦୨୦ ବ୍ୟାଚର ଆଇଏଏସ ଅଧିକାରୀ

ନୂଆଦିଲ୍ଲୀ : କେନ୍ଦ୍ର ମନ୍ତ୍ରାଳୟର ବିଭିନ୍ନ ବିଭାଗରେ ସହକାରୀ ସଚିବ ଭାବେ କାର୍ଯ୍ୟରତ ୨୦୨୦ ବ୍ୟାଚର ୧୭୫ ଜଣ ଆଇଏଏସ ଅଧିକାରୀ ରଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଆଜି ରାଷ୍ଟ୍ରପତି ଭବନରେ ସାକ୍ଷାତ କରିଛନ୍ତି । ଅଧିକାରୀମାନଙ୍କୁ ସମ୍ବୋଧନ କରି ରାଷ୍ଟ୍ରପତି କହିଲେ ଯେ ଜନସେବକ ଭାବେ ଭାରତ…

ପୁଣି ଗିରଫ ହେଲେ ବିଧାୟକ ଟି.ରାଜା ସିଂହ।

ହାଇଦ୍ରାବାଦ: ପୁଣି ବନ୍ଧା ହେଲେ ବିଜେପି ବିଧାୟକ ଟି.ରାଜା ସିଂହ। ପ୍ରଫେଟ ମହମ୍ମଦଙ୍କ ଉପରେ ବିବାଦୀୟ ଟିପ୍ପଣୀ କରିବା ତାଙ୍କୁ ମହଙ୍ଗା ପଡିଛି। ବିଜେପିରୁ ନିଲମ୍ବିତ ବିଧାୟକଙ୍କୁ ଜାମିନ ମିଳିବା ପରେ ଲୋକେ ତାଙ୍କୁ ଜୋରଦାର ବିରୋଧ କରିଛନ୍ତି। ଏହାକୁ ନେଇ ହାଇଦ୍ରାବାଦରେ ଜୋରଦାର ହଙ୍ଗାମା…

ବଢ଼ିଲା ହେମନ୍ତ ସୋରେନଙ୍କ ଅଡ଼ୁଆ ।

ନୂଆଦିଲ୍ଲୀ: ବେଆଇନ ଖଣି ଖନନ ମାମଲାରେ ଫସିଥିବା ଝାରଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଅଡ଼ୁଆ ବଢ଼ିଛି। ବିଧାୟକ ଭାବେ ତାଙ୍କ ସଦସ୍ୟତା ରଦ୍ଦ କରିବାକୁ ହୋଇଥିବା ଆବେଦନର ଶୁଣାଣି କରି ନିର୍ବାଚନ କମିଶନ ବନ୍ଦ ଲଫାପାରେ ରାଜ୍ୟପାଳ ରମେଶ ବୈଶଙ୍କୁ ଚିଠି ପଠାଇଛନ୍ତି। ଚିଠିରେ ଇସି…

ଆଜି ବିଧାନସଭାରେ ବହୁମତ ସାବ୍ୟସ୍ତ କରିବେ ନୀତୀଶ କୁମାର

ବିବି ନିୟୁଜ ବ୍ୟୁରୋ : ବିହାର ବିଧାନସଭାରେ ଆଜି ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବ ମହାମେଣ୍ଟ ସରକାର । ଏଥିପାଇଁ ବିଧାନସଭାରେ ଦିନିକିଆ ସ୍ୱତନ୍ତ୍ର ଅଧିବେଶନ ଡକା ଯାଇଛି । ଆଜି ଗୃହରେ ବହୁମତ ସାବ୍ୟସ୍ତ କରିବେ ନୀତିଶ ସରକାର । ଏହା ମହାମେଣ୍ଟ ତଥା ନୀତୀଶ- ତେଜସ୍ୱୀ ସରକାରଙ୍କ ଅସଲ ପରୀକ୍ଷା…