Sign in
Sign in
Recover your password.
A password will be e-mailed to you.
Browsing Category
ଦେଶବିଦେଶ
“ପରିବେଶ ଓ ଜଳବାୟୁ ଗତିଶୀଳତାର ଭବିଷ୍ୟତ” ଶୀର୍ଷକ ଅନ୍ତର୍ଜାତୀୟ ସମ୍ମିଳନୀର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଆଜି “ପରିବେଶ ଓ ଜଳବାୟୁ ଗତିଶୀଳତାର ଭବିଷ୍ୟତ” ଶୀର୍ଷକ ଅନ୍ତର୍ଜାତୀୟ ସମ୍ମିଳନୀର ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଅବସରରେ ସମ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ପ୍ରକୃତି ସହ ଭାରତର ଗଭୀର ଐତିହାସିକ ସମ୍ପର୍କ ଉପରେ…
ଏସୀୟ କ୍ରୀଡ଼ା ମହାକୁମ୍ଭ ଆଜିଠାରୁ
ନାଗୋୟା(ଜାପାନ): ବିଶ୍ବର ଅନ୍ୟତମ ସର୍ବବୃହତ କ୍ରୀଡ଼ା ମହାକୁମ୍ଭ ଏସୀୟ କ୍ରୀଡ଼ାର ବିଂଶତମ ସଂସ୍କରଣ -୨୦୨୬ର ଉଦ୍ଘାଟନୀ ଉତ୍ସବ ଶନିବାର ସନ୍ଧ୍ୟାରେ ଜାପାନର ନୋଗୋୟା ମିଜୁହୋ ଷ୍ଟାଡ଼ିୟମରେ ଆୟୋଜିତ ହେବ। ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଉକ୍ତ ପ୍ରତିଯୋଗିତା ଉଦ୍ଘାଟିତ ହେବ।…
ମଧ୍ୟପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ମଧ୍ୟପ୍ରଦେଶରେ ୩ ଶିଶୁଙ୍କ ସହ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ଦୁଃଖଦ ମୃତ୍ୟୁ
ଭୋପାଳ: ମଧ୍ୟପ୍ରଦେଶର ଆଗର ମାଲୱା ଜିଲ୍ଲା ନାଲଖେଡାସ୍ଥିତ ପ୍ରସିଦ୍ଧ ମା’ ବଗଳାମୁଖୀ ମନ୍ଦିର ନିକଟରେ ଏକ ଅତ୍ୟନ୍ତ ଦୁଃଖଦ ଦୁର୍ଘଟଣା ଘଟିଯାଇଛି। ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁଁ ରାସ୍ତା ପାର ହେଉଥିବା ବେଳେ ଏକ ଭଡ଼ା କାର୍ ବର୍ଷାଜଳର ପ୍ରବଳ ସ୍ରୋତରେ ଭାସିଯାଇଛି। ଏହି…
ଟାଟା ସନ୍ସ ବୋର୍ଡର ନିଷ୍ପତ୍ତି : ଆଉ ୫ ବର୍ଷ ପାଇଁ ଟାଟା ଗ୍ରୁପର ମଙ୍ଗ ଧରିବେ ଏନ୍. ଚନ୍ଦ୍ରଶେଖରନ
ନୂଆଦିଲ୍ଲୀ: ଦେଶର ଅନ୍ୟତମ ବୃହତ୍ତମ ଶିଳ୍ପଗୋଷ୍ଠୀ ‘ଟାଟା ଗ୍ରୁପ୍’ର ଶୀର୍ଷ ନେତୃତ୍ୱକୁ ନେଇ ଚାଲିଥିବା ଅନିଶ୍ଚିତତା ଏବଂ କଳ୍ପନାଜଳ୍ପନାରେ ଅନ୍ତ ଘଟିଛି। ଟାଟା ସନ୍ସ ବୋର୍ଡ ଏନ୍. ଚନ୍ଦ୍ରଶେଖରନ୍ଙ୍କୁ ପୁନର୍ବାର ଏକଜିକ୍ୟୁଟିଭ ଚେୟାରମ୍ୟାନ ଭାବେ ଆଗାମୀ ୫ ବର୍ଷ ପାଇଁ ନିଯୁକ୍ତି ଦେବାକୁ…
ପାସପୋର୍ଟ ନିୟମରେ ବଡ଼ ପରିବର୍ତ୍ତନ କଲେ ସରକାର: ବୃଦ୍ଧି ହେବ କି ଫି’?
ନୂଆଦିଲ୍ଲୀ: କେନ୍ଦ୍ରର ମୋଦି ସରକାର ପାସପୋର୍ଟ ନିୟମରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ୧୫ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ପାସପୋର୍ଟ ବୈଧତା ଏବେ ପାଞ୍ଚ ବର୍ଷ ହେବ। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ନୂତନ ନିୟମ ଅନୁଯାୟୀ, ୧୫ ବର୍ଷରୁ କମ୍ ବୟସର ପିଲାଙ୍କୁ…
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ
ଲଣ୍ଡନ, ତା ୧୭.୦୯. ରିଖ;ବିଶ୍ୱର ସାଂସ୍କୃତିକ ରାଜଧାନୀ ଲଣ୍ଡନଠାରେ ନିକଟରେ “ଯୋଗ ଦ୍ୱାରା ଶାନ୍ତି କାମନା” ଶୀର୍ଷକ ଏକ ଅନନ୍ୟ ଓ ନବୀନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ମହା ସମାବେଶକୁ ସ୍ୱାମୀ ଚିଦାନନ୍ଦ ବିଶ୍ୱ ଶାନ୍ତି ଫାଉଣ୍ଡେସନ, ବ୍ରହ୍ମ ବିଦ୍ୟା, ଶ୍ରୀ ଜଗନ୍ନାଥ ସୋସାଇଟି,…
ଜମ୍ମୁ କାଶ୍ମୀରରେ ସେନା ଏବଂ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ଦୁଇ ଆତଙ୍କବାଦୀ ନିହତ
ଶ୍ରୀନଗର: ଜମ୍ମୁ କାଶ୍ମୀରର ଉଧମପୁର ଜିଲ୍ଲାରୁ ସେନା, ସିଆରପିଏଫ ଏବଂ ପୋଲିସର ଏକ ବଡ଼ ମିଳିତ ଅଭିଯାନର ଖବର ଆସିଛି। ସୂଚନା ଅନୁଯାୟୀ, ସେନାର ଏନକାଉଣ୍ଟରରେ ଦୁଇ ଜୈଶ-ଏ-ମହମ୍ମଦ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଆତଙ୍କବାଦୀଙ୍କ ଉପସ୍ଥିତି ବିଷୟରେ ସୂଚନା ପାଇବା ପରେ ବୁଧବାର ସନ୍ଧ୍ୟାରେ…
ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ୱତନ୍ତ୍ର ଉପାୟରେ ଶୁଭେଚ୍ଛା ଜଣାଇଲେ ପୁଟିନ ; କହିଲେ ଆପଣଙ୍କ ଜ୍ଞାନ ଏବଂ ଦୃଷ୍ଟିକୋଣ…
ନୂଆଦିଲ୍ଲୀ : ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ତାଙ୍କ ୭୬ତମ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି। ସେ ଏକ ଅଭିନନ୍ଦନ ବାର୍ତ୍ତା ପଠାଇଛନ୍ତି। ଭାରତରେ ଥିବା ରୁଷ ଦୂତାବାସ ପୁଟିନଙ୍କ ଚିଠିକୁ ସେୟାର କରିଛି। ଏଥିରେ ପୁଟିନ କହିଛନ୍ତି, “କେବଳ ଆମ ଦେଶର…
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ
ଲଣ୍ଡନ, ତା ୧୭.୦୯. ରିଖ; ବିଶ୍ୱର ସାଂସ୍କୃତିକ ରାଜଧାନୀ ଲଣ୍ଡନଠାରେ ନିକଟରେ “ଯୋଗ ଦ୍ୱାରା ଶାନ୍ତି କାମନା” ଶୀର୍ଷକ ଏକ ଅନନ୍ୟ ଓ ନବୀନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ମହା ସମାବେଶକୁ ସ୍ୱାମୀ ଚିଦାନନ୍ଦ ବିଶ୍ୱ ଶାନ୍ତି ଫାଉଣ୍ଡେସନ, ବ୍ରହ୍ମ ବିଦ୍ୟା, ଶ୍ରୀ ଜଗନ୍ନାଥ ସୋସାଇଟି,…
UPI ଶୁଳ୍କ ପ୍ରସଙ୍ଗରେ କେନ୍ଦ୍ରକୁ ସମର୍ଥନ କଲେ ଓମାର ଅବଦୁଲ୍ଲା: ଜାଣନ୍ତୁ କ’ଣ କହିଲେ?
ନୂଆଦିଲ୍ଲୀ: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪% MDR ପ୍ରସଙ୍ଗ ଏକ ଚର୍ଚ୍ଚାର ବିଷୟ ପାଲଟିଛି। ଅନେକ ଦଳର ବିରୋଧ ମଧ୍ୟରେ ଜମ୍ମୁ ଏବଂ କାଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଏହି ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ସମର୍ଥନରେ ଠିଆ ହୋଇଥିବା ଦେଖାଯାଉଛନ୍ତି। ମୁଖ୍ୟମନ୍ତ୍ରୀ ଓମାର…