Sign in
Sign in
Recover your password.
A password will be e-mailed to you.
Browsing Category
ଦେଶବିଦେଶ
ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ
ନୂଆଦିଲ୍ଲୀ: ଆଜି ୟେମେନ ଜଳସୀମାରେ ଏକ ଭାରତୀୟ ଜାହାଜକୁ ଆକ୍ରମଣ ହୋଇଛି, ଯାହା ଫଳରେ ଏହା ଓଲଟି ପଡ଼ିଛି। ୟେମେନ ତଟରକ୍ଷୀ ବାହିନୀ ଏଥିରେ ଥିବା ସମସ୍ତ ୧୪ ଭାରତୀୟ ନାବିକଙ୍କୁ ସୁରକ୍ଷିତ ଭାବରେ ଉଦ୍ଧାର କରିଛି। ଭାରତର ଜାହାଜ ଚଳାଚଳ ମନ୍ତ୍ରୀ ଇନଷ୍ଟାଗ୍ରାମରେ ଏକ ପୋଷ୍ଟରେ ଏହି ସୂଚନା…
ପ୍ରସିଦ୍ଧ ‘ପ୍ରାଇଡ୍ ଅଫ୍ ଇଣ୍ଡିଆ” ସମ୍ମାନରେ ସମ୍ମାନିତ ଓଡ଼ିଶାର ଜଳବାୟୁ କର୍ମୀ ମୋକ୍ଷା ଧୃତି
ଭୁବନେଶ୍ଵର: ଗ୍ରୀନ୍ ଉଦ୍ୟୋଗ ଓ ପରିବେଶ ସୁରକ୍ଷା କ୍ଷେତ୍ରରେ ନିଜର ଅସାଧାରଣ ଯୋଗଦାନ ପାଇଁ ଓଡ଼ିଶାର ୧୩ ବର୍ଷୀୟା ଜଳବାୟୁ କର୍ମୀ ମୋକ୍ଷା ଧୃତି ପାଣିଗ୍ରାହୀଙ୍କୁ ପ୍ରସିଦ୍ଧ ‘ପ୍ରାଇଡ୍ ଅଫ୍ ଇଣ୍ଡିଆ ୨୦୨୬” ସମ୍ମାନରେ ସମ୍ମାନିତ କରାଯାଇଛି। ‘ଗ୍ରୀନ୍ ଷ୍ଟାର୍ଟ-ଅପ୍’ ବର୍ଗରେ ତାଙ୍କୁ ଏହି…
ପ୍ରତି ୬ ଦିନରେ ୧ ଲକ୍ଷ ପରିବାରଙ୍କୁ ଯୋଡ଼ୁଛି ‘ପିଏମ୍ ସୂର୍ଯ୍ୟ ଘର: ମାଗଣା ବିଜୁଳି ଯୋଜନା’
ନୂଆଦିଲ୍ଲୀ: ସାରା ଦେଶରେ ୫୦.୦୬ ଲକ୍ଷରୁ ଅଧିକ ପରିବାର ଏବେ ଛାତଉପରେ ସୌର ବିଜୁଳି ସ୍ଥାପନ କରି ଲାଭାନ୍ୱିତ ହେବା ସହ “ପିଏମ୍ ସୂର୍ଯ୍ୟ ଘର- ମାଗଣା ବିଜୁଳି ଯୋଜନା” ଦେଶରେ ଏକ ଐତିହାସିକ ମାଇଲଖୁଣ୍ଟ ଅତିକ୍ରମ କରିଛି।
ଏହାର ଶୁଭାରମ୍ଭର ମାତ୍ର ଦୁଇ ବର୍ଷରୁ ସାମାନ୍ୟ ଅଧିକ ସମୟ ମଧ୍ୟରେ…
ମନ୍ତ୍ରୀ ପଦ ନ ମିଳିବାରୁ ୨ ବିଧାୟକଙ୍କ ଇସ୍ତଫା
ବେଙ୍ଗାଲୁରୁ : କର୍ଣ୍ଣାଟକ କଂଗ୍ରେସ କଳି ଥମିବାର ନା ଧରୁନି। ଡିକେ ଶିବକୁମାର ନୂଆ ମୁଖ୍ୟମନ୍ତ୍ରୀ ହେବା ପରେ ବି ସମସ୍ୟା ସମାଧାନ ହେଉନାହିଁ। କ୍ୟାବିନେଟରେ ସ୍ଥାନ ନ ପାଇବା ପରେ କଂଗ୍ରେସର ଦୁଇ ବିଧାୟକ ବିଧାନସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ତେବେ ମୁଖ୍ୟମନ୍ତ୍ରୀ ଶିବକୁମାର ଏହାକୁ…
୨୦୦୦ରୁ ଅଧିକ ଟଙ୍କାର ପେମେଣ୍ଟ ପାଇଁ ଦେବାକୁ ପଡ଼ିପାରେ ଶୁଳ୍କ
ନୂଆଦିଲ୍ଲୀ: ଭାରତର ମାଗଣା ୟୁପିଆଇ ପେମେଣ୍ଟ ସିଷ୍ଟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। କେନ୍ଦ୍ର ସରକାର ପେମେଣ୍ଟ ଏବଂ ସେଟେଲମେଣ୍ଟ ସିଷ୍ଟମ୍ ଆଇନରେ ସଂଶୋଧନ ଆଣିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଏହି ବିଲ୍ ଉପସ୍ଥାପନ କରିଛନ୍ତି। ଭବିଷ୍ୟତରେ ନିର୍ଦ୍ଦିଷ୍ଟ ୟୁପିଆଇ…
ତ୍ରିଶାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଚେନ୍ନାଇ: ଅଭିନେତ୍ରୀ ତ୍ରିଶାଙ୍କୁ ନେଇ ଅରୁଚିକର ମନ୍ତବ୍ୟ ଦେବା ପରେ ଡିଏମକେ ନେତା ଉଦୟନିଧି ଷ୍ଟାଲିନ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ଏଫଆଇଆର ରୁଜୁ ହେବା ପରେ ଚେନ୍ନାଇସ୍ଥିତ ବାସଭବନରୁ ପୋଲିସ ତାଙ୍କୁ ଗିରଫ କରିଛି।
ସୂଚନା ଅନୁସାରେ, କାବେରୀ ଜଳ ବିବାଦକୁ ନେଇ ତାଞ୍ଜାଭୁରରେ…
ଦିଲ୍ଲୀରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ଅନାବରଣ କଲେ ମହାମହିମ ରାଷ୍ଟ୍ରପତି
ନୂଆଦିଲ୍ଲୀ, ୪ ଅଗଷ୍ଟ (କୃଷ୍ଣ କୁମାର ମହାନ୍ତି): ରାଜଧାନୀ ଦିଲ୍ଲୀର ଲଜପତ ଭବନ ପରିସରରେ ସୋମବାର ଏକ ଐତିହାସିକ ଅଧ୍ୟାୟର ଶୁଭାରମ୍ଭ ହୋଇଛି। ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିକୁ ଭାରତର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଅନାବରଣ…
ବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କ ଗଡରେ ଜିତିଲେ ପ୍ରଶାନ୍ତ କିଶୋର
ବିହାର : ଜାତୀୟ ରାଜନୀତିରେ ବିହାର ଉପନିର୍ବାଚନ ଏକ ହଲଚଲ ସୃଷ୍ଟି କରିଛି। ତାହା ହେଲା ବାଙ୍କିପୁର ଉପନିର୍ବାଚନରେ ବିଜୟ ଲାଭ କରିଛନ୍ତି ଜନ ସ୍ବରାଜ ପାର୍ଟିର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର। ପୂର୍ବରୁ ପ୍ରଶାନ୍ତ ବିଭିନ୍ନ ପ୍ରାର୍ଥୀ ତଥା ଦଳକୁ ବିଜୟୀ କରିଆସୁଥିବା ବେଳେ ଏଥର ସେ ନିଜେ…
ନିଟ୍-ପିଜି ୨୦୨୬ର ପ୍ରସ୍ତୁତି ସମୀକ୍ଷା କଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା
ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ଜଗତ ପ୍ରକାଶ ନଡ୍ଡା ଆସନ୍ତା ୩୦ ଅଗଷ୍ଟରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟ ଡାକ୍ତରୀ ସ୍ନାତକୋତ୍ତର ଯୋଗ୍ୟତା-ସହ-ପ୍ରବେଶ ପରୀକ୍ଷା (ନିଟ୍-ପିଜି) ୨୦୨୬ ପାଇଁ ଆଜି ପ୍ରସ୍ତୁତି ସମୀକ୍ଷା କରିଛନ୍ତି । ପରୀକ୍ଷାର ସୁଗମ,…
“ବାଣିଜ୍ୟିକ ଜାହାଜକୁ ଟାର୍ଗେଟ କରନ୍ତୁ ନାହିଁ,”: ଇରାନର ବୈଦେଶିକ ମନ୍ତ୍ରୀଙ୍କୁ କହିଲେ ଜୟଶଙ୍କର
ନୂଆଦିଲ୍ଲୀ: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଅରାଘଚିଙ୍କ ସହ ଫୋନ୍ ଯୋଗେ କଥା ହୋଇଛନ୍ତି। ସେ ଏହି ଅଞ୍ଚଳରେ ଭାରତୀୟ ନାବିକଙ୍କ ଉପରେ ଆକ୍ରମଣ ସମ୍ପର୍କରେ ସ୍ପଷ୍ଟ ବାର୍ତ୍ତା ମଧ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ, ଭାରତୀୟ ନାବିକଙ୍କ ଉପରେ ଆକ୍ରମଣ…