Sign in
Sign in
Recover your password.
A password will be e-mailed to you.
Browsing Category
ଦେଶବିଦେଶ
ଟ୍ରମ୍ପଙ୍କ ବଡ଼ ଘୋଷଣା: ଆତ୍ମସମର୍ପଣ କଲା ହମାସ, ଗାଜାରୁ ବାହାରିବ ଇସ୍ରାଏଲୀ ସେନା
ନୂଆଦିଲ୍ଲୀ: ଗାଜା ଯୁଦ୍ଧ ସମ୍ପର୍କରେ ଏକ ବଡ କୂଟନୈତିକ ଘଟଣାକ୍ରମ ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସର ସମ୍ପୂର୍ଣ୍ଣ ନିରସ୍ତ୍ରୀକରଣ (ଅସ୍ତ୍ର ଆତ୍ମସମର୍ପଣ) ଏବଂ ଗାଜା ଷ୍ଟ୍ରିପରୁ ଇସ୍ରାଏଲୀ ସେନାର ପର୍ଯ୍ୟାୟକ୍ରମେ ପ୍ରତ୍ୟାହାର ପାଇଁ ଏକ…
ରାଷ୍ଟ୍ରପତି ଭବନରେ ନିଜର ଅଭିନବ ଉତ୍ପାଦ ପ୍ରଦର୍ଶନ କଲେ ଓଡ଼ିଶାର ୩ ଷ୍ଟାର୍ଟଅପ୍
ଭୁବନେଶ୍ୱର: ଓଡ଼ିଶାର ଷ୍ଟାର୍ଟଅପ୍ ଇକୋସିଷ୍ଟମ ପାଇଁ ଏକ ଗୌରବମୟ ମୁହୂର୍ତ୍ତ। ‘ଷ୍ଟାର୍ଟଅପ୍ ଓଡ଼ିଶା’ ସହଯୋଗରେ ଆଗକୁ ବଢ଼ୁଥିବା ତିନିଟି ଷ୍ଟାର୍ଟଅପ୍ ଶୁକ୍ରବାର ଦିନ ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନର କଲଚରାଲ ସେଣ୍ଟରଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ପ୍ରଦର୍ଶନୀରେ ଭାଗନେଇ ନିଜର ଅଭିନବ ଉତ୍ପାଦ…
‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୨୬ ଅଗଷ୍ଟ ୨ ତାରିଖରେ ‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବ’ କାର୍ଯ୍ୟକ୍ରମ ଅଧୀନରେ ଦେଶବ୍ୟାପୀ ଯୁବବର୍ଗଙ୍କୁ ଭର୍ଚୁଆଲ୍ ମଧ୍ୟମରେ ସମ୍ବୋଧିତ କରିବେ। ଏହା ମାଇଁ ଭାରତ, ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରଣାଳୟର ଏକ…
ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍
ନୂଆଦିଲ୍ଲୀ: ଦେଶସାରା ପ୍ରତିଯୋଗିତାମୂଳକ ପରୀକ୍ଷାଗୁଡ଼ିକୁ ପେପର୍ ଲିକ୍, ଠକେଇ ଏବଂ ଅନ୍ୟାନ୍ୟ ଅନିୟମିତତାରୁ ମୁକ୍ତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। “ସାର୍ବଜନୀନ ପରୀକ୍ଷା (ଅନ୍ୟାୟ ଉପାୟ ନିବାରଣ) ସଂଶୋଧନ ଆଇନ, ୨୦୨୬” ରାଷ୍ଟ୍ରପତିଙ୍କ ଅନୁମୋଦନ ପାଇଛି। ଏହା…
ଦିଲ୍ଲୀରେ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ କରିବେ ରାଷ୍ଟ୍ରପତି
ନୂଆଦିଲ୍ଲୀ : ଓଡ଼ିଶା ସ୍ବାଧୀନତା ସଂଗ୍ରାମର ମହାନ ଜନନାୟକ, ଦୀନ, ଦରିଦ୍ର ଓ ଦୁର୍ଗତ ମାନବର ବନ୍ଧୁ, ପ୍ରଥିତଯଶା ସାହିତ୍ୟିକ, ସାଲିସବିହୀନ ସାମ୍ବାଦିକ, ସେବା ଓ ସମର୍ପଣର ସମର୍ପିତ ପ୍ରତିଭୂ, ଶିକ୍ଷା ସଂସ୍କାରର ଅନ୍ୟତମ କାଣ୍ଡାରୀ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…
ଦିଲ୍ଲୀରେ ଅମିତ ଶାହ ଓ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର:ଦିଲ୍ଲୀ ଗସ୍ତରେ ଥିବା ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସାକ୍ଷାତ କରି ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ବିଶେଷ କରି ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି, ସୁରକ୍ଷା ବ୍ୟବସ୍ଥା ଏବଂ କେନ୍ଦ୍ର-ରାଜ୍ୟ…
କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ବଡ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର।
ନୂଆଦିଲ୍ଲୀ : କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ବଡ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। କେନ୍ଦ୍ର ସରକାର ଚାଷୀ, ଶକ୍ତି, କ୍ରୀଡା ଏବଂ ତୈଳ ଏବଂ ଗ୍ୟାସ କ୍ଷେତ୍ର ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁକ୍ରବାର ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ…
Dr. Suresh Kumar Agarwal Honoured with Bharat Kesari Sammaan 2026
Kolkata (31/7): Dr. Suresh Kumar Agarwal was conferred the prestigious Bharat Kesari Sammaan 2026 by the International Society for Skill Education and Research on July 29, 2026, at Surendranath Evening College, Kolkata, in recognition of…
ରାଷ୍ଟ୍ରପତି ଭବନରେ ବସ୍ତରର ପରମ୍ପରାର ଝଲକ: ପାରମ୍ପରିକ ପୋଷାକରେ ପହଞ୍ଚିଲେ ବସ୍ତରବାସୀ
ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବସ୍ତରର ସାମାଜିକ ପରମ୍ପରାର ପ୍ରମୁଖ ପ୍ରତିନିଧି ତଥା ବସ୍ତର ପାଣ୍ଡୁମର ବିଜେତା ମାଞ୍ଝି-ଚାଲାକିଙ୍କ ସହ ଭାବ ବିନିମୟ କରିଛନ୍ତି।
ଏକ୍ସରେ ଏକ ପୋଷ୍ଟରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ…
ବୈଧ ଡ୍ରାଇଭିଂ ଲାଇସେନ୍ସ ନଥିଲେ ବୀମା କମ୍ପାନୀ ଦାୟୀ ନୁହେଁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ:ଦୁର୍ଘଟଣା କ୍ଷତିପୂରଣକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଯଦି ଦୁର୍ଘଟଣା ସମୟରେ ଗାଡ଼ି ଚାଳକଙ୍କ ପାଖରେ ବୈଧ ଡ୍ରାଇଭିଂ ଲାଇସେନ୍ସ ନଥାଏ କିମ୍ବା ଲାଇସେନ୍ସର ନବୀକରଣ ହୋଇନଥାଏ,ତେବେ କ୍ଷତିପୂରଣ ଦେବା ପାଇଁ ବୀମା କମ୍ପାନୀକୁ ବାଧ୍ୟ କରାଯାଇପାରିବ…