Browsing Category

ଦେଶବିଦେଶ

ବଡ଼ ଖବର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା

ନିୟୁଦିଲ୍ଲୀ : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। ନିଟ୍ ପ୍ରଶ୍ନପତ୍ର ଲିକ୍ ଯୋଗୁଁ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ବିରୋଧୀ ଦଳମାନେ ତାଙ୍କ ଇସ୍ତଫା ଦାବି କରୁଥିବା ବେଳେ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର।

ନଭିମୁମ୍ବାଇର ଖାରଘରଠାରେ ବାହୁଡା଼ ଯାତ୍ରାର ଆୟୋଜନ

ନଭି ମୁମ୍ବାଇ ତା ୨୪.୦୭ ରିଖ ; ନଭି ମୁମ୍ବାଇର ଖାରଘରଠାରେ ଅବସ୍ଥିତ ଏକମାତ୍ର ଜଗନ୍ନାଥ ମନ୍ଦିରରେ ପବିତ୍ର ବାହୁଡା଼ ଯାତ୍ରା ପର୍ବ ଆଧ୍ୟାତ୍ମିକ ଉତ୍ସ୍ୱାସ ଓ ଭକ୍ତିପୂତ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ମହାରାଷ୍ଟ୍ର ଓଡ଼ିଆ କଲ୍ୟାଣ ସଙ୍ଘ (ମୋୱା) ଦ୍ୱାରା ଆୟୋଜିତ ଏହି ଭବ୍ୟ…

ଇନଷ୍ଟାଗ୍ରାମରେ ସକ୍ରିୟ ରୁହନ୍ତୁ, ଯୁବପିଢ଼ିଙ୍କ ସହ ଯୋଡ଼ିହୁଅନ୍ତୁ: ମନ୍ତ୍ରୀଙ୍କୁ ମୋଦୀଙ୍କ ପରାମର୍ଶ

ନୂଆଦିଲ୍ଲୀ:କେନ୍ଦ୍ର ମନ୍ତ୍ରୀମାନେ ସୋସିଆଲ ମିଡିଆ, ବିଶେଷକରି ଇନଷ୍ଟାଗ୍ରାମରେ ଅଧିକ ସକ୍ରିୟ ରହି ଯୁବପିଢ଼ିଙ୍କ ସହ ସିଧାସଳଖ ସମ୍ପର୍କ ସ୍ଥାପନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପରାମର୍ଶ ଦେଇଛନ୍ତି। ଶୁକ୍ରବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ସେ ମନ୍ତ୍ରୀମାନଙ୍କୁ ସରକାରୀ…

୨୦୨୮ ପୂର୍ବରୁ ପଦ ଛାଡ଼ିଲେ ବାଂଲାଦେଶ ରାଷ୍ଟ୍ରପତି

ଢାକା:ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ବିଧାନର ଧାରା ୫୦(୩) ଅନୁଯାୟୀ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ କାର୍ଯ୍ୟକାଳ ୨୦୨୮ ପର୍ଯ୍ୟନ୍ତ ଥିବା ସତ୍ତ୍ୱେ ସେ ନିର୍ଦ୍ଧାରିତ ସମୟ ପୂର୍ବରୁ ପଦ ଛାଡ଼ିଛନ୍ତି। ବଙ୍ଗଭବନର ଲେଟରହେଡ୍‌ରେ ବଙ୍ଗାଳୀ ଭାଷାରେ ଲେଖା ଇସ୍ତଫାପତ୍ରରେ…

କେନ୍ଦ୍ର ମନ୍ତ୍ରୀ ପଦରୁ ରବନୀତ ସିଂ ବିଟ୍ଟୁଙ୍କ ଇସ୍ତଫା

ନୂଆଦିଲ୍ଲୀ:କେନ୍ଦ୍ର ରେଳ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ ଶୁକ୍ରବାର କେନ୍ଦ୍ର ମନ୍ତ୍ରୀ ପରିଷଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ  ରାଷ୍ଟ୍ରମନ୍ତ୍ରୀ ବିଟ୍ଟୁଙ୍କ ଇସ୍ତଫାପତ୍ରକୁ ଇସ୍ତଫା ଗ୍ରହଣ କରିଛନ୍ତି ରାଷ୍ଟ୍ରପତି। ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ…

ରାୟପୁର ଜଗନ୍ନାଥ ମନ୍ଦିରରେ ବାହୁଡ଼ା ଯାତ୍ରା ସମ୍ପନ୍ନ

ରାୟପୁର ତା ୨୪.୦୭. ରିଖ; ରାୟପୁରର ଗାୟତ୍ରୀ ନଗରରେ ଥିବା ଛତିଶଗଡ଼ର ସର୍ବବୃହତ ଜଗନ୍ନାଥ ମନ୍ଦିରଠାରେ ପବିତ୍ର ବାହୁଡ଼ା ଯାତ୍ରା ପ୍ରବଳ ଆନନ୍ଦ, ଉତ୍ସାହ, ଉଲ୍ଲାସ ଓ ଉଦ୍ଦୀପନା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଚତୁର୍ଦ୍ଧାମୂର୍ତ୍ତି ବିରାଜମାନ କରୁଥିବା ମାଉସୀ ମା' ଘରର ଆଡ଼ପ…

NTAରେ ବଡ଼ଧରଣର ପରିବର୍ତ୍ତନ: ୪୭ ଅଧିକାରୀ ବହିସ୍କୃତ

ନୂଆଦିଲ୍ଲୀ: ଶିକ୍ଷା ସଂସ୍କାର ଏବଂ ଛାତ୍ର ପ୍ରତିବାଦ ପ୍ରତି ଗମ୍ଭୀର ମନେ ହେଉଥିବା ନରେନ୍ଦ୍ର ମୋଦି ସରକାର ଏବେ ଜାତୀୟ ଶିକ୍ଷା ସଂସ୍ଥା (NTA)ରେ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ସରକାର ଏବେ ସାଂରଚନିକ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ସୂଚନାରୁ…

ଦିଲ୍ଲୀର ହାଉଜଖାସ ଜଗନ୍ନାଥ ମନ୍ଦିରରେ ବାହୁଡା଼ ଯାତ୍ରା ସମ୍ପନ୍ନ

ନୂଆଦିଲ୍ଲୀ, ତା ୨୪. ୦୭. ରିଖ ; ନୂଆଦିଲ୍ଲୀର ହାଉଜଖାସସ୍ଥିତ ଜାତୀୟ ରାଜଧାନୀ କ୍ଷେତ୍ରର ପ୍ରମୁଖ ଜଗନ୍ନାଥ ମନ୍ଦିରଠାରେ ୪୮ତମ ପବିତ୍ର ବାହୁଡା଼ ଯାତ୍ରା ପର୍ବ ଆଧ୍ୟାତ୍ମିକ ଉତ୍ସ୍ୱାସ ଓ ଭକ୍ତିପୂତ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ମହୋତ୍ସବ ଉପଲକ୍ଷେ ବଢ଼ି ଭୋରରୁ ଶ୍ରୀ…

ବିଶାଖାପାଟଣା ଜଗନ୍ନାଥ ମନ୍ଦିରରେ ବାହୁଡା଼ ଯାତ୍ରା ସମ୍ପନ୍ନ

ବିଶାଖାପାଟଣା, ତା ୨୪. ୦୭. ରିଖ ; ବିଶାଖାପାଟଣାଠାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ପବିତ୍ର ବାହୁଡା଼ ଯାତ୍ରା ପ୍ରବଳ ଆନନ୍ଦ, ଉତ୍ସାହ, ଉଲ୍ଲାସ ଓ ଉଦ୍ଦୀପନା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଲସନସ ବେ କଲୋନୀସ୍ଥିତ ଶ୍ରୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପ ଉପରେ ବିରାଜମାନ…