Browsing Category

ଦେଶବିଦେଶ

ବାଂଲାଦେଶରେ ହିନ୍ଦୁ ପରିବାରର ୪ ଜଣଙ୍କୁ ନିର୍ମମ ହତ୍ୟା

ଢାକା: ବାଂଲାଦେଶରେ ଜଣେ ହିନ୍ଦୁ ପରିବାରର ୪ ଜଣ ସଦସ୍ୟଙ୍କୁ ନିର୍ମମ ହତ୍ୟା କରାଯାଇଥିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏକ ବନ୍ଦ ଘର ଭିତରୁ ବାପା, ମାଆ ଓ ସେମାନଙ୍କ ଦୁଇ ସନ୍ତାନଙ୍କ ମୃତଦେହ ଉଦ୍ଧାର ହୋଇଛି। ହତ୍ୟାକାଣ୍ଡର କାରଣ ଏଯାଏଁ ସ୍ପଷ୍ଟ ହୋଇନଥିବାବେଳେ ଘଟଣାର ତଦନ୍ତ ଆରମ୍ଭ…

ବିଜେପିର ନୂଆ ଟିମ୍‌ ସହ ମୋଦୀଙ୍କ ମନ୍ଥନ;ଯୁବପିଢ଼ିଙ୍କ ସହ ଯୋଡ଼ିହେବା ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ସନ୍ଧ୍ୟାରେ ନୂଆଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ପହଞ୍ଚି ଦଳର ନବନିଯୁକ୍ତ ଜାତୀୟ ପଦାଧିକାରୀଙ୍କ ସହ ବୈଠକ କରିଛନ୍ତି। ନୂତନ ଟିମ୍‌ ଘୋଷଣା ହେବା ପରେ ପ୍ରଧାନମନ୍ତ୍ରୀଙ୍କ ସହ ଏହା ପ୍ରଥମ ସାକ୍ଷାତ୍‌କାର।ବୈଠକ ପରେ ପ୍ରଧାନମନ୍ତ୍ରୀ…

୩୧ ପର୍ଯ୍ୟନ୍ତ ବଢ଼ିଲା ପ୍ରଧାନମନ୍ତ୍ରୀ ଫସଲ ବୀମା ପଞ୍ଜୀକରଣ ଅବଧି

ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଖରିଫ-୨୦୨୬ ପାଇଁ ଚାଲିଥିବା ପଞ୍ଜୀକରଣ ଅବଧି ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପ୍ରାକୃତିକ ବିପର୍ଯ୍ୟୟ ଏବଂ ଅନ୍ୟାନ୍ୟ ଅନିଶ୍ଚିତତା ହେତୁ ହେଉଥିବା ଫସଲ ହାନିରୁ…

ଭାଗବତଙ୍କ ଗସ୍ତକୁ ଆମେରିକା ଧାର୍ମିକ ସଂଗଠନର ବିରୋଧ

ୱାଶିଂଟନ : ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସ୍ଏସ୍) ମୁଖ୍ୟ ମୋହନ ଭାଗବତଙ୍କ ପ୍ରସ୍ତାବିତ ଆମେରିକା ଗସ୍ତକୁ ଦେଶର ଧାର୍ମିକ ସଂଗଠନ ବିରୋଧ କରିଛି। ଶ୍ରୀ ଭାଗବତ ଅଗଷ୍ଟ ୨୫ରୁ ଆମେରିକା, କାନାଡା ଓ ବ୍ରିଟେନ୍ ଗସ୍ତରେ ଯିବାକୁ ଥିବାବେଳେ ଆମେରିକାର ଧାର୍ମିକ ସଂଗଠନ ଦ ୟୁନାଇଟେଡ୍ ଷ୍ଟେଟସ୍‌…

ବିକଶିତ ଭାରତ କୁଇଜ୍‌ ସହ ଆରମ୍ଭ ହେଲା ‘ବିକଶିତ ଭାରତ ୟଙ୍ଗ୍ ଲିଡର୍ସ ଡାଏଲଗ୍ ୨୦୨୭’

ନୂଆଦିଲ୍ଲୀ: ‘ବିକଶିତ ଭାରତ କୁଇଜ୍’ର ଶୁଭାରମ୍ଭ ସହିତ ‘ବିକଶିତ ଭାରତ ୟଙ୍ଗ୍ ଲିଡର୍ସ ଡାଏଲଗ୍ ୨୦୨୭’ ଆରମ୍ଭ ହୋଇଯାଇଛି। ଏହା ଦେଶର ଯୁବପିଢ଼ିଙ୍କ ପାଇଁ ନେତୃତ୍ୱ, ନବସୃଜନ ଏବଂ ରାଷ୍ଟ୍ର ନିର୍ମାଣର ଏକ ସୁସଂଗଠିତ ଓ ଯୋଗ୍ୟତା-ଭିତ୍ତିକ ଅଭିଯାନରେ ଭାଗନେବା ପାଇଁ ଏକ ଦେଶବ୍ୟାପୀ ସୁଯୋଗ…

ଆମେରିକା ରାଷ୍ଟ୍ରଦୂତଙ୍କ ଟିପ୍ପଣୀ ‘କାଶ୍ମୀର ଭାରତର ଗୁରୁତ୍ବପୂର୍ଣ୍ଣ ଅଂଶ’

ଶ୍ରୀନଗର: ଆମେରିକା ରାଷ୍ଟ୍ରଦୂତ ସର୍ଗିଓ ଗୋର ଜାମ୍ମୁ-କାଶ୍ମୀର ଗସ୍ତ କରିଛନ୍ତି। ବୁଧବାର ସେ ଶ୍ରୀନଗରରେ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କୁ ଭେଟି ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କାଶ୍ମୀରକୁ ଭାରତର ଗୁରୁତ୍ବପୂର୍ଣ୍ଣ ଅଂଶ ବୋଲି କହିଛନ୍ତି। ଖାଲି ସେତିକି ନୁହେଁ, ଏହି କେନ୍ଦ୍ରଶାସିତ…

୧୪ ଦିନିଆ ଜେଲ୍‌ ହାଜତକୁ ଗଲେ ସତ୍ୟେନ୍ଦ୍ର

ନୂଆଦିଲ୍ଲୀ: ଦୁର୍ନୀତି ମାମଲାରେ ଗିରଫ ଦିଲ୍ଲୀର ପୂର୍ବତନ ମନ୍ତ୍ରୀ ତଥା ଆପ୍ ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବୁଧବାର ୧୪ ଦିନ ପାଇଁ ଜେଲ୍‌ ହାଜତକୁ ପଠାଯାଇଛି। ଏହି ଘଟଣାରେ ଗିରଫ ହୋଇଥିବା ଅନ୍ୟ ୪ଜଣଙ୍କୁ ମଧ୍ୟ ୧୪ ଦିନ ପାଇଁ ଜେଲ୍‌ ହାଜତକୁ ପଠାଯାଇଛି। ଅନ୍ୟ ଜଣଙ୍କୁ ୨ଦିନ ପାଇଁ ପୁଲିସ…

ଓଡ଼ିଶାର ୩ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର କ୍ୟାବିନେଟ କମିଟି ଆଜି ରେଳ ମନ୍ତ୍ରଣାଳୟର ପ୍ରାୟ ୯,୪୫୦ କୋଟି ଟଙ୍କା ମୂଲ୍ୟର ଚାରୋଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ରହିଛି: କ.)  ଖଡ଼ଗପୁର – ଭଦ୍ରକ…