Browsing Category

ଦେଶବିଦେଶ

ଦିଲ୍ଲୀରେ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ : ଓଡ଼ିଶା ସ୍ବାଧୀନତା ସଂଗ୍ରାମର ମହାନ ଜନନାୟକ, ଦୀନ, ଦରିଦ୍ର ଓ ଦୁର୍ଗତ ମାନବର ବନ୍ଧୁ, ପ୍ରଥିତଯଶା ସାହିତ୍ୟିକ, ସାଲିସବିହୀନ ସାମ୍ବାଦିକ, ସେବା ଓ ସମର୍ପଣର ସମର୍ପିତ ପ୍ରତିଭୂ, ଶିକ୍ଷା ସଂସ୍କାରର ଅନ୍ୟତମ କାଣ୍ଡାରୀ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ଦିଲ୍ଲୀରେ ଅମିତ ଶାହ ଓ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର:ଦିଲ୍ଲୀ ଗସ୍ତରେ ଥିବା ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସାକ୍ଷାତ କରି ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ବିଶେଷ କରି ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି, ସୁରକ୍ଷା ବ୍ୟବସ୍ଥା ଏବଂ କେନ୍ଦ୍ର-ରାଜ୍ୟ…

କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ବଡ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର।

ନୂଆଦିଲ୍ଲୀ : କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ବଡ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। କେନ୍ଦ୍ର ସରକାର ଚାଷୀ, ଶକ୍ତି, କ୍ରୀଡା ଏବଂ ତୈଳ ଏବଂ ଗ୍ୟାସ କ୍ଷେତ୍ର ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁକ୍ରବାର ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ…

ରାଷ୍ଟ୍ରପତି ଭବନରେ ବସ୍ତରର ପରମ୍ପରାର ଝଲକ: ପାରମ୍ପରିକ ପୋଷାକରେ ପହଞ୍ଚିଲେ ବସ୍ତରବାସୀ

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବସ୍ତରର ସାମାଜିକ ପରମ୍ପରାର ପ୍ରମୁଖ ପ୍ରତିନିଧି ତଥା ବସ୍ତର ପାଣ୍ଡୁମର ବିଜେତା ମାଞ୍ଝି-ଚାଲାକିଙ୍କ ସହ ଭାବ ବିନିମୟ କରିଛନ୍ତି। ଏକ୍ସରେ ଏକ ପୋଷ୍ଟରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ…

ବୈଧ ଡ୍ରାଇଭିଂ ଲାଇସେନ୍ସ ନଥିଲେ ବୀମା କମ୍ପାନୀ ଦାୟୀ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ:ଦୁର୍ଘଟଣା କ୍ଷତିପୂରଣକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଯଦି ଦୁର୍ଘଟଣା ସମୟରେ ଗାଡ଼ି ଚାଳକଙ୍କ ପାଖରେ ବୈଧ ଡ୍ରାଇଭିଂ ଲାଇସେନ୍ସ ନଥାଏ କିମ୍ବା ଲାଇସେନ୍ସର ନବୀକରଣ ହୋଇନଥାଏ,ତେବେ କ୍ଷତିପୂରଣ ଦେବା ପାଇଁ ବୀମା କମ୍ପାନୀକୁ ବାଧ୍ୟ କରାଯାଇପାରିବ…

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ CCS ବୈଠକ: NSA ଡୋଭାଲ ମଧ୍ୟ ସାମିଲ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ସଂସଦ ଭବନ ପରିସରରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟି (CCS) ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଛି। ଜାତୀୟ ସୁରକ୍ଷା ସହିତ ଜଡିତ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଗୁଡ଼ିକ ଉପରେ ଆଲୋଚନା…

କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଓ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଲୋଚନା

ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀଠାରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସି. ଆର. ପାଟିଲଙ୍କ ଅଧ୍ୟକ୍ଷତାରେ ମହାନଦୀ ଜଳ ବିବାଦ ସମ୍ପର୍କରେ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଛନ୍ତି। ଏଥିରେ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ, ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବ, କେନ୍ଦ୍ର…

ଲୋକସଭାରେ ଗୋପାଳପୁର-ରାୟଗଡ଼ା ନୂଆ ରେଳ ଲାଇନ ସମ୍ପର୍କରେ ସୂଚନା ଦେଲେ ରେଳ ମନ୍ତ୍ରୀ

ନୂଆଦିଲ୍ଲୀ: ଗୋପାଳପୁରରୁ ରାୟଗଡ଼ାକୁ ସିଧାସଳଖ ରେଳ ପଥ ଯୋଗେ ଯୋଡ଼ିବା ଲାଗି ୨୫୦ କିଲୋମିଟର ବିଶିଷ୍ଟ ରେଳ ଲାଇନକୁ ମଞ୍ଜୁରି ମିଳିଛି। ଏହି ରେଳ ଲାଇନର ଚୁଡ଼ାନ୍ତ କ୍ଷେତ୍ର ସର୍ବେକ୍ଷଣକୁ ମଞ୍ଜୁରି ଦିଆସରିଛି। ବିସ୍ତୃତ ପ୍ରକଳ୍ପ ରିପୋର୍ଟ ବା ଡିପିଆର ପ୍ରସ୍ତୁତି ଲାଗି କ୍ଷେତ୍ର ସର୍ବେକ୍ଷଣ…