Sign in
Sign in
Recover your password.
A password will be e-mailed to you.
Browsing Category
ଦେଶବିଦେଶ
ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ: ୭ ମୃତ
ରାଞ୍ଚି : ସୋମବାର ସନ୍ଧ୍ୟାରେ ରାଞ୍ଚିରୁ ଦିଲ୍ଲୀ ଯାଉଥିବା ଏକ ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇ ଖସିପଡ଼ିବାରୁ ସମସ୍ତ ୭ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ଏହି ବିମାନରେ ୪୧ ବର୍ଷୀୟ ରୋଗୀ ସଞ୍ଜୟ କୁମାରଙ୍କ ସମେତ ତାଙ୍କର ୨ ଆଟେଣ୍ଡାଣ୍ଟ, ଜଣେ ଡାକ୍ତର, ଜଣେ ଫାର୍ମାଶିଷ୍ଟ ଏବଂ ଦୁଇ…
ପୂର୍ବତନ ରେଳମନ୍ତ୍ରୀ ମୁକୁଲ ରାୟଙ୍କର ପରଲୋକ ।
ନୂଆଦିଲ୍ଲୀ : ପଶ୍ଚିମବଙ୍ଗ ରାଜନୀତିର ଜଣେ ପ୍ରବୀଣ ନେତା ଏବଂ ପୂର୍ବତନ ରେଳମନ୍ତ୍ରୀ ମୁକୁଲ ରାୟଙ୍କର ପରଲୋକ ଘଟିଛି। ଗତକାଲି ରାତି ପ୍ରାୟ ୧ଟା ୩୦ ମିନିଟ୍ ରେ କୋଲକାତାର ଏକ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। ତାଙ୍କ ପୁଅ ଶୁଭ୍ରାଂଶୁ…
ସାହିତ୍ୟ ଅକାଦେମି ପକ୍ଷରୁ ଆନ୍ତର୍ଜାତିକ ମାତୃଭାଷା ଦିବସ ଉପଲକ୍ଷେ ଆଲୋଚନାଚକ୍ର ମାତୃଭାଷାରେ ଶିକ୍ଷା
କୋଲକାତା, (୨୧/୨)ରିପୋର୍ଟ- ସନାତନ ମହାକୁଡ଼। ସ୍ଥାନୀୟ ମହାରାଜା ଶ୍ରୀଶଚନ୍ଦ୍ର ମହାବିଦ୍ୟାଳୟ ପରିସରରେ ସାହିତ୍ୟ ଅକାଦେମି ଏବଂ ଶ୍ରୀଶଚନ୍ଦ୍ର ମହାବିଦ୍ୟାଳୟର ମିଳିତ ଉଦ୍ୟମରେ ଆନ୍ତର୍ଜାତିକ ମାତୃଭାଷା ଦିବସ ପାଳିତ ହୋଇଯାଇଛି l ଏହି ଅବସରରେ ଆୟୋଜିତ ମାତୃଭାଷାରେ ଶିକ୍ଷା ଶୀର୍ଷକ…
ଭୁବନେଶ୍ୱରରେ ଖୋଲିବ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର
ନୂଆଦିଲ୍ଲୀ : ଆସନ୍ତା ୧ ଏପ୍ରିଲ ୨୦୨୬ ଅର୍ଥାତ୍ ‘ଓଡ଼ିଶା ଦିବସ’ ଅବସରରେ ଭୁବନେଶ୍ୱରରେ ଏକ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ କାର୍ଯ୍ୟକ୍ଷମ ହେବାକୁ ଯାଉଛି ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପତ୍ର ଲେଖି ଭିଏଫଏସ ଗ୍ଲୋବାଲ ଗ୍ରୁପର ପ୍ରତିଷ୍ଠାତା ତଥା…
ସୁପ୍ରିମକୋର୍ଟରୁ ଝଟକା ପରେ ଟ୍ରମ୍ପଙ୍କ ପ୍ରତିଶୋଧ! ବିଶ୍ବବ୍ୟାପୀ ୧୦% ଟାରିଫ୍
ନୂଆଦିଲ୍ଲୀ : ସୁପ୍ରିମକୋର୍ଟରେ ଟ୍ରମ୍ପଙ୍କ ପରାଜୟ ପରେ, ଆମେରିକା ରାଷ୍ଟ୍ରପତି ତାଙ୍କର ବାଣିଜ୍ୟ ନୀତିକୁ ଆହୁରି ତୀକ୍ଷ୍ଣ କରିଛନ୍ତି । ବିଦେଶୀ ସାମଗ୍ରୀ ଉପରେ ଟ୍ରମ୍ପ୍ଙ୍କ ୧୦% ନୂଆ ଟାରିଫ୍ ଘୋଷଣା କରିଛନ୍ତି । ଏହି ଶୁଳ୍କ ଆଗାମୀ ପାଞ୍ଚ ମାସ ପାଇଁ କାର୍ଯ୍ୟକାରୀ ହେବ । ଏହି ଅତିରିକ୍ତ…
ସୀମାଞ୍ଚଳ ଗ୍ରାମକୁ ‘ଭାରତର ପ୍ରଥମ ଗ୍ରାମ’ ଭାବେ ପରିଭାଷିତ କରିବାର ନିଷ୍ପତ୍ତି
ନୂଆଦିଲ୍ଲୀ : କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ ଆସାମର ନାଥନପୁର ଗ୍ରାମରେ ୬,୮୩୯ କୋଟି ଟଙ୍କା ବ୍ୟୟରେ ଭାଇବ୍ରାଣ୍ଟ ଭିଲେଜ୍ ପ୍ରୋଗ୍ରାମ୍-୨(ଭିଭିପି-୨)ର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ, ଆସାମ ମୁଖ୍ୟମନ୍ତ୍ରୀ ଡକ୍ଟର ହିମନ୍ତ ବିଶ୍ୱ ଶର୍ମା, କେନ୍ଦ୍ର ଗୃହ ସଚିବ ଏବଂ ଅନେକ…
ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ
ନୂଆଦିଲ୍ଲୀ : ରିଲାଏନ୍ସ ଫାଉଣ୍ଡେସନ୍ର ନେତୃତ୍ୱରେ ୧୭୦ କୋଟି ଟଙ୍କାର ବହୁ-ସହଭାଗୀ ଶିକ୍ଷା ପ୍ରୟାସ ଶିକ୍ଷାନେକ୍ସଟ୍ (ShikshaNext) ଆରମ୍ଭ କରାଯାଇଛି। ତିନି ବର୍ଷ ଅବଧି ବିଶିଷ୍ଟ ଏହି ପ୍ରୟାସର ଲକ୍ଷ୍ୟ ହେଉଛି ୨୦୨୯ ସୁଦ୍ଧା ଦେଶବ୍ୟାପୀ ୧.୩ କୋଟିରୁ ଅଧିକ ପିଲାଙ୍କୁ, ବିଶେଷକରି…
ଦିଲ୍ଲୀରେ ହାଇଆଲର୍ଟ: ଲାଲକିଲ୍ଲା ନିକଟରେ ବିସ୍ଫୋରଣ ଷଡଯନ୍ତ୍ର କରୁଛି ଲସ୍କର-ଏ-ତୈବା
ନିଉ ଦିଲ୍ଲୀ : ରାଜଧାନୀ ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ନେଇ ହାଇଆଲର୍ଟ ଜାରି କରାଯାଇଛି। ସୁରକ୍ଷା ଏଜେନ୍ସିଗୁଡ଼ିକୁ ସୂଚନା ମିଳିଛି ଯେ ଲସ୍କର-ଏ-ତୈବା ଲାଲକିଲ୍ଲା ସମ୍ମୁଖରେ ଏକ ବଡ ଧରଣର ବିସ୍ଫୋରଣ କରିବାକୁ ଯୋଜନା କରୁଛି। ଏହି ସତର୍କତା ପରେ, ଦିଲ୍ଲୀ ପୁଲିସ କାର୍ୟ୍ୟାନୁଷ୍ଠାନ…
ଛାତ୍ର କଂଗ୍ରେସର ନୂତନ ସଭାପତି ହେଲେ ବିନୋଦ ଜାଖଡ
ନିଉ ଦିଲ୍ଲୀ : ଭାରତୀୟ ଜାତୀୟ କଂଗ୍ରେସର ଛାତ୍ର ଶାଖା NSUI ଶୁକ୍ରବାର ବିନୋଦ ଜାଖଡଙ୍କୁ ନୂତନ ଜାତୀୟ ସଭାପତି ଭାବରେ ନିଯୁକ୍ତ କରିଛି। ଦଳର ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳଙ୍କ ଦ୍ୱାରା ଜାରି ଏକ ପ୍ରେସ୍ ବିଜ୍ଞପ୍ତି ମାଧ୍ୟମରେ ଏହି ଘୋଷଣା କରାଯାଇଛି।
କଂଗ୍ରେସ ରାଷ୍ଟ୍ରୀୟ…
ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର
ନୂଆଦିଲ୍ଲୀ : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟର ସନ୍ତୁଳିତ ଆର୍ଥିକ ବିକାଶକୁ ତ୍ୱରାନ୍ୱିତ କରିବା ଦିଗରେ ଆଜି ସମ୍ବଲପୁର-ସୁନ୍ଦରଗଡ଼-ଝାରସୁଗୁଡ଼ା-ବରଗଡ଼ କ୍ଲଷ୍ଟର ଏବଂ ଅନୁଗୋଳ-ଢେଙ୍କାନାଳ କ୍ଲଷ୍ଟରକୁ ଦୁଇଟି ପୃଥକ ‘ସିଟି ଇକୋନୋମିକ ରିଜିୟନ’ ଭାବରେ ବିକଶିତ କରିବା ପାଇଁ…