Sign in
Sign in
Recover your password.
A password will be e-mailed to you.
Browsing Category
ଦେଶବିଦେଶ
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ।
Subhendu oath as the Chief Minister of West Bengal.
ଦେଶରେ ବନ୍ୟା ପରିଚାଳନା ଓ ଗ୍ରୀଷ୍ମ ପ୍ରବାହ ପ୍ରସ୍ତୁତିର ସମୀକ୍ଷା କରିବେ ଅମିତ ଶାହ
ନୂଆଦିଲ୍ଲୀ : କେନ୍ଦ୍ର ସ୍ବରାଷ୍ଟ୍ର ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ ୧୦ ମେ’ ରବିବାରଦିନ ନୂଆଦିଲ୍ଲୀରେ ଏକ ଗୁରୁତ୍ୱପୂର୍ଣ୍ଣ ଉଚ୍ଚସ୍ତରୀୟ ବୈଠକର ଅଧ୍ୟକ୍ଷତା କରି ସମ୍ଭାବ୍ୟ ବନ୍ୟା ପରିସ୍ଥିତି ଏବଂ ଗ୍ରୀଷ୍ମ ପ୍ରବାହର ମୁକାବିଲା ପ୍ରସ୍ତୁତିର ବିସ୍ତୃତ ସମୀକ୍ଷା କରିବେ। ପ୍ରଧାନମନ୍ତ୍ରୀ…
ଲେଫ୍ଟନାଣ୍ଟ ଜେନେରାଲ ଏନଏସ ରାଜା ସୁବ୍ରମଣି ହେଲେ ନୂଆ ସିଡିଏସ୍
ନୂଆଦିଲ୍ଲୀ: ଦେଶର ପରବର୍ତ୍ତୀ ପ୍ରତିରକ୍ଷା କର୍ମଚାରୀ ମୁଖ୍ୟ(ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍) ଭାବରେ ଅବସରପ୍ରାପ୍ତ ଲେଫ୍ଟନାଣ୍ଟ ଜେନେରାଲ ଏନଏସ ରାଜା ସୁବ୍ରମଣିଙ୍କୁ ନିଯୁକ୍ତ କରିଛନ୍ତି ଭାରତ ସରକାର ଅବସରପ୍ରାପ୍ତ ଲେଫ୍ଟନାଣ୍ଟ ଜେନେରାଲ ଏନଏସ ରାଜା ସୁବ୍ରମଣିଙ୍କୁ । ସେ ବର୍ତ୍ତମାନର…
କଲକାତା ଦି ହେରିଟେଜ ସ୍କୁଲ ପକ୍ଷରୁ ରବୀନ୍ଦ୍ର ନାଥ ଠାକୁରଙ୍କ ଜୟନ୍ତୀ ପାଳିତ ।
କୋଲକାତା (୯/୫) : ବିଶ୍ୱକବି ରବୀନ୍ଦ୍ରନାଥ ଠାକୁରଙ୍କ ଜନ୍ମ ଜୟନ୍ତୀ ଅବସରରେ ଦ ହେରିଟେଜ୍ ସ୍କୁଲ୍, କୋଲକାତାର ଶିକ୍ଷକ ଶିକ୍ଷୟିତ୍ରୀମାନେ ଗଭୀର ଉତ୍ସାହ ଓ ସାଂସ୍କୃତିକ ମନୋଭାବ ସହିତ ଏହି ଦିବସକୁ ପାଳନ କରିଥିଲେ।
ଏହି ଅବସରରେ କବିଗୁରୁ ରବୀନ୍ଦ୍ରନାଥ ଠାକୁରଙ୍କ ଅମର ସାହିତ୍ୟ, ସଂସ୍କୃତି…
ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ: କାଲି ଶପଥ ଗ୍ରହଣ
ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ପରିବର୍ତ୍ତନ। ବିଜେପି ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି ଶୁଭେନ୍ଦୁ ଅଧିକାରୀ। ସେ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବେ। ଆସନ୍ତାକାଲି ପୂର୍ବାହ୍ନ ୧୧ଟାରେ କୋଲକାତାର ବ୍ରିଗେଡ୍ ପରେଡ୍ ଗ୍ରାଉଣ୍ଡରେ ଆୟୋଜିତ…
Rabindranath Tagore ‘s Birth Anniversary was Celebrated by The Heritage School, Kolkata.
Kolkata (9/5) : On the occasion of the birth anniversary of Rabindranath Tagore, the teachers of the Heritage School celebrated the day with great enthusiasm and cultural spirit in Kolkata on May 8.
The celebration paid tribute to the…
ଗୁଜୁରାଟ ରେ ଓଡିଶା ମୁଖ୍ୟମନ୍ତ୍ରୀ ଙ୍କୁ ସାକ୍ଷାତ କଲେ ବରୋଦା ପ୍ରବାସୀ ଓଡିଆ ସଂଗଠନ( ଉତ୍କଳିକା )ର କର୍ମକର୍ତା
ଗୁଜୁରାଟ : ଉତ୍କଳିକା ଓଡିଶା ସେବା ଟ୍ରଷ୍ଟ, ବରୋଦା ର (ସଭାପତି , ପୂର୍ବତନ ସଭାପତି । ପୂର୍ବତନ ଉପ ସଭାପତି , ଜେନେରାଲ ସଚିବ ଏବଂ ଅନ୍ୟ କିଛି ସଦସ୍ୟ) ଉପସ୍ଥିତ ଥିଲେ ଏବଂ ମାନ୍ୟବର ଓଡିଶା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ଶିଳ୍ପ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ,…
କଏଦୀଙ୍କୁ ବିବାହ କଲେ ଜେଲର
ଭୋପାଳ : ମଧ୍ୟପ୍ରଦେଶର ସତନା ଜିଲାରେ ଏକ ବିଚିତ୍ର ଘଟଣା ଦେଖିବାକୁ ମିଳିଛି। ହତ୍ୟା ଅଭିଯୋଗରେ ଆଜୀବନ କାରାଦଣ୍ଡାଦେଶ ଭୋଗିସାରିଥିବା ଜଣେ କଏଦୀଙ୍କୁ ଉକ୍ତ ଜେଲ୍ ଦାୟିତ୍ବରେ ଥିବା ଜଣେ ମହିଳା ଜେଲର ବିବାହ କରିଥିବା ଘଟଣା ବର୍ତ୍ତମାନ ଆଲୋଚନାର ବିଷୟ ପାଲଟିଛି।
ସୂଚନାଯୋଗ୍ୟ ଜଣେ…
ବିହାରରେ ସମ୍ରାଟଙ୍କ କ୍ୟାବିନେଟ୍ ବିସ୍ତାର: ମନ୍ତ୍ରୀ ହେଲେ ନୀତିଶଙ୍କ ପୁଅ
ପାଟନା: ବିହାରର ନବନିଯୁକ୍ତ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ କ୍ୟାବିନେଟ୍ ବିସ୍ତାର କରାଯାଇଛି। ପାଟନାର ଐତିହାସିକ ଗାନ୍ଧୀ ମଇଦାନରେ ଅନୁଷ୍ଠିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ସୟଦ ଅତା ହସନେନ୍ ବିଜୟ ସିହ୍ନା, ଦିଲୀପ ଜୟସ୍ଵାଲ, ଶ୍ରବଣ କୁମାର, ନିଶାନ୍ତ କୁମାର ଏବଂ ଲେସି ସିଂହଙ୍କୁ…
ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ
କଲକତା: ମମତା ବାନାର୍ଜୀ ଇସ୍ତଫା ଦେବାକୁ ମନା କରିବା ପରେ ରାଜ୍ୟପାଳ ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କରିଛନ୍ତି। ବଙ୍ଗଳା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ମମତା ବାନାର୍ଜୀ ଇସ୍ତଫା ଦେବାକୁ ମନା କରି ଦେଇଥିଲେ, ଯାହା ଫଳରେ ରାଜ୍ୟପାଳଙ୍କ ନିଷ୍ପତ୍ତି ନିଆଯାଇଥିଲା।
ତୃଣମୂଳ…