Browsing Category

ଦେଶବିଦେଶ

ପୁଣି ରାଜ୍ୟସଭାର ଉପାଧ୍ୟକ୍ଷ ହେଲେ ହରିବଂଶ ନାରାୟଣ ସିଂହ

ନୂଆଦିଲ୍ଲୀ : ପୁଣି ରାଜ୍ୟସଭାର ଉପାଧ୍ୟକ୍ଷ ହେଲେ ହରିବଂଶ ନାରାୟଣ ସିଂହ। ଶୁକ୍ରବାର ଦିନ ରାଜ୍ୟସଭାରେ ଏକ ଐତିହାସିକ ଘଟଣା ରେକର୍ଡ କରାଯାଇଛି। ପ୍ରଥମ ଥର ପାଇଁ ଜଣେ ମନୋନୀତ ସାଂସଦଙ୍କୁ ଉପାଧ୍ୟକ୍ଷ ପଦର ଦାୟିତ୍ୱ ଦିଆଯାଇଛି। ଏହି ଦାୟିତ୍ୱ ହରିବଂଶ ନାରାୟଣ ସିଂହଙ୍କୁ ଦିଆଯାଇଛି, ଯାହାଙ୍କୁ…

ସରଣ୍ଡାରେ ଏନ୍‌କାଉଣ୍ଟର : ୫ ଯବାନ ଆହତ

ରାଞ୍ଚି :  ସରଣ୍ଡା ଜଙ୍ଗଲରେ ବୁଧବାର ଦିନ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ପୁଣି ଗୁଳି ବିନିମୟ ଘଟିଛି। ଏହି ସଂଘର୍ଷରେ ୨୦୫ କୋବ୍ରା ବାଟାଲିୟନର ଇନ୍ସପେକ୍ଟର ସତ୍ୟ ପ୍ରକାଶଙ୍କ ସହ ୫ ଯବାନ ଗୁରୁତର ଆହତ ହୋଇଛନ୍ତି। ରାଞ୍ଚି ପୁଲିସ ଅଧୀକ୍ଷକ ଅମିତ ରେଣୁ ଏହି ମୁହାଁମୁହିଁ ଘଟଣାକୁ…

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!

ନୂଆଦିଲ୍ଲୀ : ପଞ୍ଜାବର ଆମ୍ ଆଦମୀ ପାର୍ଟି ସରକାର ରାଘବ ଚଢାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଛି। କିନ୍ତୁ ଏବେ ଆଲୋଚନା ହେଉଛି ଯେ, କେନ୍ଦ୍ର ସରକାର ତାଙ୍କୁ Z ସୁରକ୍ଷା ପ୍ରଦାନ କରିପାରନ୍ତି। ଚଢାଙ୍କୁ ଦିଲ୍ଲୀ ଏବଂ ପଞ୍ଜାବରେ Z ସୁରକ୍ଷା ମିଳିବାର ସମ୍ଭାବନା ଥିବାବେଳେ ଅନ୍ୟତ୍ର Y-ପ୍ଲସ୍…

ପ୍ରକାଶ ପାଇଲା ସିବିଏସଇ ଦଶମ ବୋର୍ଡ ପରୀକ୍ଷା ଫଳ

ନୂଆଦିଲ୍ଲୀ : ପ୍ରକାଶ ପାଇଲା ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ । ଛାତ୍ରଛାତ୍ରୀ ମାନେ CBSE ଅଫିସିଆଲ୍ ୱେବସାଇଟରୁ ନିଜର ପରୀକ୍ଷା ଫଳ ପାଇ ପାରିବେ । cbse.gov.in, results.cbse.nic.in, results.digilocker.gov.in ଓ ଉମଙ୍ଗରେ  ରେଜଲ୍ଟ ଉପଲବ୍ଧ । ଚଳିତବର୍ଷ ସାରା ଦେଶରୁ ୨୫ ଲକ୍ଷ…

ବିହାରରେ ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ପାଟନା : ଆଜିଠୁ ବିହାରରେ ସମ୍ରାଟ ଶାସନ। ଆଜି ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ସମ୍ରାଟ ଚୌଧୁରୀ। ରାଜ୍ୟପାଳ ସୟଦ ଅତା ହସ୍‌ନୈନ୍ ତାଙ୍କୁ ପଦ ଓ ଗୋପନୀୟତାର ସହ ଶପଥ ପାଠ କରାଇଛନ୍ତି। ସମ୍ରାଟଙ୍କ ସହ ଜେଡୁୟୁର ଦୁଇ ନେତା ବିଜୟ ଚୌଧୁରୀ ଏବଂ ବିଜେନ୍ଦ୍ର ଯାଦବ…

ନରେନ୍ଦ୍ର ମୋଦୀ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ୪୦ ମିନିଟ୍ ଧରି ଫୋନ୍ ମାଧ୍ୟମରେ ଆଲୋଚନା

ନୂଆଦିଲ୍ଲୀ : ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ୪୦ ମିନିଟ୍ ଧରି ଫୋନ୍ ମାଧ୍ୟମରେ ଆଲୋଚନା ହୋଇଥିଲା। ଏହି ଆଲୋଚନା ସମୟରେ ପଶ୍ଚିମ ଏସିଆ ସଙ୍କଟ ଏବଂ ହର୍ମୁଜ୍ ପ୍ରଣାଳୀ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

ବିହାରର ନୂଆ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ନାମ ସର୍ବାଗ୍ରେ !

ବିହାର : ରାଜ୍ୟସଭା ସାଂସଦ ନୀତୀଶ କୁମାର ମଙ୍ଗଳବାର ବିହାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ଯାଉଛନ୍ତି। ନୀତୀଶଙ୍କ ନେତୃତ୍ବରେ ବିହାର ରାଜ୍ୟ କ୍ୟାବିନେଟ୍‌ରେ ଶେଷ ବୈଠକ ଅନୁଷ୍ଠିତ ହେବା ପରେ ସେ ତାଙ୍କ ପଦରୁ ଇସ୍ତଫା ଦେବେ। ନୀତୀଶଙ୍କ ଇସ୍ତଫା ପରେ ବିହାରରେ ବିଜେପି ନେତୃତ୍ବରେ ନୂଆ…

ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା କସ୍ମିକ ସିମ୍ଫୋନୀ ପୁସ୍ତକର ଲୋକାର୍ପଣ

ନୂଆଦିଲ୍ଲୀ ତା୦୮.୦୪ ରିଖ ; ଲଣ୍ଡନରେ ଅବସ୍ଥାପିତ ହାର୍ଭାର୍ଡ ଓ ଅକ୍ସଫୋର୍ଡ ବିଶ୍ୱ ବିଦ୍ୟାଳୟରେ ଶିକ୍ଷାପ୍ରାପ୍ତ ମ୍ୟାନେଜମେଣ୍ଟ ବିଶେଷଜ୍ଞ ଡ଼ଃ. ସ୍ମୃତି ରଞ୍ଜନ ନାୟକଙ୍କ ଦ୍ୱାରା ଲିଖିତ ପୁସ୍ତକ 'କସ୍ମିକ ସିମ୍ଫୋନୀ'ର ଲୋକାର୍ପଣ ଉତ୍ସବ ଏଠାରେ ଏକ ମନୋଜ୍ଞ ପରିବେଶ ମଧ୍ୟରେ ଅନୁଷ୍ଠିତ…