Sign in
Sign in
Recover your password.
A password will be e-mailed to you.
Browsing Category
ଦେଶବିଦେଶ
ଇରାନ ବିରୁଦ୍ଧରେ ଯୁଦ୍ଧରେ ସାମିଲ ହେବାକୁ ଘୋଷଣା କଲା ତୁର୍କୀ: ମୁତୟନ କଲା ଯୁଦ୍ଧଜାହାଜ
ନୂଆଦିଲ୍ଲୀ : ଇରାନ-ଇସ୍ରାଏଲ ଯୁଦ୍ଧରେ ତୁର୍କୀ ଏବେ ଇରାନ ବିରୁଦ୍ଧରେ ସକ୍ରିୟ ଭାବରେ ଯୁଦ୍ଧରେ ସାମିଲ ହେବାକୁ ଘୋଷଣା କରିଛି। ତୁର୍କୀ ଭୂମଧ୍ୟସାଗରରେ ଏକ ଇରାନୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ନିକ୍ଷେପ କରିବା ପରେ ଏହି ଘୋଷଣା କରାଯାଇଛି।
ତୁର୍କୀ ପ୍ରତିରକ୍ଷା ମନ୍ତ୍ରଣାଳୟ ଇରାନକୁ ଧମକ…
ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ
ନୂଆଦିଲ୍ଲୀ ତା ୦୮.୦୩ରିଖ ; ୱାର୍ଲଡ ଓଡ଼ିଶା ସୋସାଇଟି (ୱାଓସୋ) ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସକୁ 'ଶକ୍ତି ଉତ୍ସବ' ନାମରେ ନୂଆଦିଲ୍ଲୀଠାରେ ପାଳନ କରାଯାଇଛି। ଦିଲ୍ଲୀର ଏକ ନମ୍ବର ରାଇସୀନା ମାର୍ଗ ସ୍ଥିତ ପ୍ରେସ କ୍ଲବ ଅଫ ଇଣ୍ଡିଆର ସମ୍ମିଳନୀ କକ୍ଷରେ ଏହି ଭବ୍ୟ ସମାରୋହ ହାଇବ୍ରିଡ ଢଙ୍ଗରେ…
କଲକାତାରେ “ଓଡିଶା ଉତ୍ସବ ୨୦୨୬” ଅନୁଷ୍ଠିତ।
କଲକାତା (୮/୫): ଓଡ଼ିଶା ସରକାରଙ୍କର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓ ଉତ୍କଳୀୟ ମିଳିତ ମଞ୍ଚ ସହଯୋଗରେ "ଓଡ଼ିଶା ଉତ୍ସବ -୨୦୨୬" କୋଲକାତାର ଜାତୀୟ ପାଠାଗାରଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହରେ ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି…
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ରର ଉତ୍ତର ରଖିଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ
ନୂଆଦିଲ୍ଲୀ : ସମ୍ବଲପୁରରେ ଏକ ନୂତନ କେନ୍ଦ୍ର ସରକାରୀ ସ୍ୱାସ୍ଥ୍ୟ ଯୋଜନା (CGHS) ୱେଲନେସ୍ ସେଣ୍ଟର ପ୍ରତିଷ୍ଠା ପାଇଁ କେନ୍ଦ୍ର ସରକାର ସବୁପ୍ରକାର ଅନୁମୋଦନ ପ୍ରଦାନ କରି ସାରିଛନ୍ତି। ଏହା ଖୁବ ଶୀଘ୍ର ସମ୍ବଲପୁରରେ ସ୍ଥାପନା ହେବାକୁ ଯାଉଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର…
ମାନେକଶା ସେଣ୍ଟରଠାରେ ଅନ୍ତର୍ଜାତୀୟ ମହିଳା ଦିବସ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ : ଭାରତ ସରକାରଙ୍କ ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନୂଆଦିଲ୍ଲୀର ମାନେକଶା ସେଣ୍ଟରଠାରେ ଏକ ଜାତୀୟ ସ୍ତରର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି।
ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେଇଥିଲେ।…
‘ଭାରତୀ-ନାରୀ ସେ ନାରାୟଣୀ’ର ଉଦଯାପନୀ ଅଧିବେଶନରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ନୂଆଦିଲ୍ଲୀ : ବିଚାରଗତ ଭ୍ରାନ୍ତି ଦୂର କରି ମାତୃଶକ୍ତିର ସଶକ୍ତିକରଣ ବର୍ତ୍ତମାନ ସମୟର ଆହ୍ୱାନ ବୋଲି ଆଜି ନୂଆଦିଲ୍ଲୀ ଠାରେ ‘ଭାରତୀ-ନାରୀ ସେ ନାରାୟଣୀ’ର ଉଦଯାପନୀ ଅଧିବେଶନ ‘କୃତି’ରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
‘ଅନ୍ତର୍ଜାତୀୟ ମହିଳା ଦିବସ’…
ଜେଡିୟୁରେ ଯୋଗଦେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ
ନୂଆଦିଲ୍ଲୀ : ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ସଭାପତି ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର(୫୦) ଆଜି ଆନୁଷ୍ଠାନିକ ଭାବରେ ଦଳରେ ଯୋଗ ଦେଇଛନ୍ତି। ତାଙ୍କ ପିତା ଦୁଇ ଦଶନ୍ଧିରୁ ଅଧିକ ସମୟ ମୁଖ୍ୟମନ୍ତ୍ରୀ ରହିବା ପରେ ରାଜ୍ୟସଭାକୁ ଯିବାକୁ ପ୍ରସ୍ତୁତ ହେଉଥିବା ବେଳେ ନିଶାନ୍ତ ତାଙ୍କର…
ପଶ୍ଚିମବଙ୍ଗରେ ରାଷ୍ଟ୍ରପତିଙ୍କ ଅପମାନ ଏବଂ ସାନ୍ତାଳ ସଂସ୍କୃତିର ଅନାଦରକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ରାଷ୍ଟ୍ରପତିଙ୍କୁ ଅପମାନିତ କରାଯିବା ଏବଂ ସାନ୍ତାଳ ସଂସ୍କୃତି ପ୍ରତି ଅବହେଳା ପ୍ରଦର୍ଶନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୃଢ଼ ନିନ୍ଦା କରିଛନ୍ତି।
ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏହି ଘଟଣା ଲଜ୍ଜାଜନକ ଏବଂ ପୂର୍ବରୁ କେବେ ଏଭଳି…
ଫଟୋରେ ଖବର
କଲକାତା : (୭/୩) : ଉତ୍କଳ ଶିକ୍ଷା ସଂସଦ ପକ୍ଷରୁ ଆଗାମୀ ଅପ୍ରେଲ ମାସ ୧ ତାରିଖରେ ହେବାକୁ ଥିବା ଉତ୍କଳ ଦିବସ ଓ ସଂସଦର ବାର୍ଷିକ ଉତ୍ସବର ରୂପରେଖ ନିଦ୍ଧାର୍ରଣ ନିମିତ୍ତ ଏକ ପ୍ରସ୍ତୁତ ପର୍ବ ସ୍ଥାନୀୟ ସର୍କିଟ ହାଉସ୍ ଠାରେ ଅନୁଷ୍ଠିତ ହୋଇଯାଇଛି। ସଂସଦର କାର୍ଯ୍ୟ ନିର୍ବାହି ସଦସ୍ଯଙ୍କ…
କଲିକତାରେ ଓଡିଶା ପରବ ଆୟୋଜିତ
କଲିକତା : ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଏକ ଅଭିନବ ପ୍ରୟାସ । କୋଲକାତା ସ୍ଥିତ ନ୍ୟାସନାଲ ଲାଇବ୍ରେରୀ ଅଡିଟୋରିୟମରେ ମାର୍ଚ୍ଚ ୮ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି 'ଓଡ଼ିଶା ଉତ୍ସବ-୨୦୨୬'। ଓଡ଼ିଶାର ପାରମ୍ପରିକ ଖାଦ୍ୟ ଠାରୁ ଆରମ୍ଭ କରି ସାହିତ୍ୟ,…