Browsing Category

ଦେଶବିଦେଶ

ସେପ୍ଟେମ୍ବର ୧୯ରୁ ଜାପାନରେ ଆରମ୍ଭ ହେବ ଏସୀୟ କ୍ରୀଡ଼ା-୨୦୨୬: ଭାରତ ପଠାଇବ ୭୦୦ କ୍ରୀଡ଼ାବିତ

ନୂଆଦିଲ୍ଲୀ : ସେପ୍ଟେମ୍ବର ମାସ ୧୯ ତାରିଖରୁ ଜାପାନର ଆଇଚି-ନାଗୋୟାରେ ଆୟୋଜିତ ହେବ ଏସୀୟ କ୍ରୀଡ଼ା-୨୦୨୬ । ଭାରତ ଏଥର ଏକ ବୃହତ ଦଳ ପଠାଇବାର ଯୋଜନା କରୁଛି । ଜାତୀୟ ଗଣମାଧ୍ୟମରୁ ଯାହା ଜଣା ପଡ଼ିଛି ୭୦୦ ଖେଳାଳି ଏଥର ଏସୀୟ କ୍ରୀଡ଼ାରେ ଭାରତରୁ ପ୍ରତିନିଧିତ୍ୱ କରିବେ । ଏସିଆର ଏହି ବୃହତ…

ରାଡାରରୁ ଗାଏବ ପରେ ପାହାଡ଼ରେ ପିଟି ହୋଇ ସୁଖୋଇ-୩୦ କ୍ରାସ୍

ନୂଆଦିଲ୍ଲୀ : ଆସାମ ଆକାଶରେ ଅଘଟଣ, ଦୁର୍ଘଟଣାଗ୍ରସ୍ତ ହେଲା ସୁଖୋଇ ଯୁଦ୍ଧ ବିମାନ । ଭାରତୀୟ ବାୟୁସେନାର ସୁଖୋଇ Su-30MKI ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣା ଆସାମର କାର୍ବି ଆଂଲୋଙ୍ଗ ଅଞ୍ଚଳରେ ଘଟିଥିବା ବାୟୁସେନା ପକ୍ଷରୁ ସୂଚନା ମିଳିଛି । ବିମାନଟି ଏକ ଟ୍ରେନିଂ…

ରୁଷୀୟ ତୈଳ କ୍ରୟ ସମ୍ପର୍କରେ ଆଶ୍ଚର୍ଯ୍ୟଜନକ ଘୋଷଣା କଲେ ଟ୍ରମ୍ପ!

ନୂଆଦିଲ୍ଲୀ : ରୁଷୀୟ ଜଳସୀମାରେ ଫସି ରହିଥିବା ତୈଳ ଜାହାଜଗୁଡ଼ିକୁ ଭାରତ ପଠାଇବା ପାଇଁ ଆମେରିକା ଅନୁମତି ଦେଇଛି। ଏହା କେବଳ ୩୦ ଦିନ ପାଇଁ ଏକ ଅସ୍ଥାୟୀ ଛାଡ। ଦୁଇ ବରିଷ୍ଠ ଆମେରିକୀୟ ଅଧିକାରୀ ରଏଟର୍ସଙ୍କୁ କହିଛନ୍ତି ଯେ, ଏହି ନିଷ୍ପତ୍ତି ବିଶ୍ୱ ତୈଳ ବଜାର ଉପରେ ଚାପ କମ କରିବ ଏବଂ ତୈଳ…

ବିଜୁ ବାବୁ ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ପ୍ରେରଣାର ଉତ୍ସ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।

ଭୁବନେଶ୍ୱର : ଓଡ଼ିଆ ସ୍ୱାଭିମାନର ପ୍ରତୀକ ବିଜୁ ପଟ୍ଟନାୟକ ରାଜନୀତିରୁ ଊର୍ଦ୍ଧ୍ୱରେ ରହି ଓଡ଼ିଶାର ବିକାଶ ପାଇଁ ବ୍ରତୀ ଥିଲେ । ବିଜୁ ବାବୁ ଯେଉଁ କ୍ଷେତ୍ରରେ ହାତ ରଖୁଥିଲେ, ତାହା ସୁନା ପାଲଟି ଯାଉଥିଲା । ଅତୀତର ନାୟକ ନୁହେଁ, ବରଂ ଆଧୁନିକ ଓଡ଼ିଶାର ନିର୍ମାତା ଭାବେ ବିଜୁ ବାବୁ…

ଇସ୍ତଫା ଦେଲେ ପଶ୍ଚିମବଙ୍ଗ ରାଜ୍ୟପାଳ

ନୂଆଦିଲ୍ଲୀ : ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ହଠାତ୍ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ତାଙ୍କର ଏହି ପଦକ୍ଷେପକୁ ଏକ ପ୍ରମୁଖ ରାଜନୈତିକ ଘଟଣା ବୋଲି ବିବେଚନା କରାଯାଉଛି। ସିଭି ଆନନ୍ଦ ବୋଷ ୧୭ ନଭେମ୍ବର ୨୦୨୨ରେ ବଙ୍ଗଳାର ରାଜ୍ୟପାଳ ଭାବରେ ଦାୟିତ୍ୱ…

ଖାମେନେଇଙ୍କ ମୃତ୍ୟୁରେ ଭାରତର ଶୋକ, ଅର୍ଦ୍ଧନମିତ ହେଲା ପତାକା

ନୂଆଦିଲ୍ଲୀ : ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନିଙ୍କ ମୃତ୍ୟୁରେ ଭାରତ ଶୋକ ପ୍ରକାଶ କରିଛି। ଅଲି ଖାମେନିଙ୍କ ମୃତ୍ୟୁ ପରେ ଦିଲ୍ଲୀରେ ଥିବା ଇରାନ ଦୂତାବାସ ଏହାର ପତାକା ଅର୍ଦ୍ଧନମିତ କରିଛି। ଇସ୍ରାଏଲ ଏବଂ ଆମେରିକାରେ ହୋଇଥିବା ଆକ୍ରମଣରେ ତାଙ୍କର ମୃତ୍ୟୁ ହୋଇଥିଲା। ଭାରତ…

ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ନୀତିଶ କୁମାର

ନୂଆଦିଲ୍ଲୀ: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ସଭାପତି ନୀତିନ ନବୀନ ଏବଂ ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ରାଜ୍ୟସଭାରେ…

ରାଜ୍ୟ ସଭା ଯିବେ ନୀତୀଶ କୁମାର

ପାଟନା :ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାରେ ପ୍ରବେଶ କରିବାକୁ ତାଙ୍କର ଇଚ୍ଛା ଘୋଷଣା କରିଛନ୍ତି। ସେ ସୋସିଆଲ ମିଡିଆରେ କହିଛନ୍ତି, ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ନିରନ୍ତର ଭାବରେ ଲୋକଙ୍କର ବିଶ୍ୱାସ ଏବଂ ସମର୍ଥନ ବଜାୟ ରଖିଛି। ସେହି ଶକ୍ତିରେ, ଆମେ ସମ୍ପୂର୍ଣ୍ଣ ବିଶ୍ୱସ୍ତତାର ସହିତ…

ଦୁବାଇରେ ଫସିରହିଥିବା ଭାରତୀୟ ଯାତ୍ରୀ ସୁରକ୍ଷିତ ଭାବେ ପହଞ୍ଚିଲେ

ବି.ବି.ନିୟୁଜ : ଗତ କିଛି ଦିନ ଧରି ଆମେରିକା-ଇସ୍ରାଏଲ ବନାମ ଇରାନ ବିବାଦ ଯୋଗୁଁ ଉଡ଼ାଣ ବ୍ୟାଘାତ ସୃଷ୍ଟି ହୋଇଥିବା ବେଳେ ଗୁରୁବାର ଦିନ ଦୁବାଇରୁ ଭାରତୀୟ ଯାତ୍ରୀମାନେ ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଅନ୍ତର୍ଜାତୀୟ  ବିମାନବନ୍ଦରରେ ଅବତରଣ କରିଛନ୍ତି। ବ୍ୟାପକ ବାତିଲ ଏବଂ…