Browsing Category

ଦେଶବିଦେଶ

ଭାରତ ବିଷୟରେ EU ମୁଖ୍ୟଙ୍କ ବଡ଼ ବୟାନ:

ନୂଆଦିଲ୍ଲୀ: ଭାରତ ଏବଂ ୟୁରୋପୀୟ ସଂଘ (EU) ମଧ୍ୟରେ ଏକ ଐତିହାସିକ ବାଣିଜ୍ୟ ଚୁକ୍ତିନାମାକୁ ଚୂଡ଼ାନ୍ତ କରିବା ଦିଗରେ ଏକ ପ୍ରମୁଖ ପଦକ୍ଷେପ ନିଆଯାଇଥିବା ପରି ମନେ ହେଉଛି। ଏହି ପରିପ୍ରେକ୍ଷୀରେ, ଭାରତ ଗସ୍ତରେ ଥିବା EU ଅଧ୍ୟକ୍ଷ ଉର୍ସୁଲା ୱାନ୍ ଡେର୍ ଲେଏନ୍ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ…

ଦିଲ୍ଲୀର କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ନୂଆଦିଲ୍ଲୀ : ଦିଲ୍ଲୀରୁ ପଲ୍ଲୀ ସବୁଠି ଗଣତନ୍ତ୍ର ଦିବସର ଉତ୍ସାହ । ଆଜି ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ । ଚାରି ଆଡେ ଫର ଫର ହୋଇ ଉଡୁଛି ଜାତୀୟ ପତାକା ତ୍ରିରଙ୍ଗା । ଦେଶର ରାଜଧାନୀ ଦିଲ୍ଲୀର କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି…

ତେଜସ୍ୱୀ ଯାଦବ ଆରଜେଡିର କାର୍ଯ୍ୟକାରୀ ସଭାପତି

ପାଟନା : ବିହାର ବିଧାନସଭା ନିର୍ବାଚନରେ ପରାଜୟ ପରେ ରାଷ୍ଟ୍ରୀୟ ଜନତା ଦଳ ଏକ ବଡ ନିଷ୍ପତ୍ତି ନେଇଛି ।ତେଜସ୍ୱୀ ଯାଦବଙ୍କୁ ଦଳର କାର୍ଯ୍ୟକାରୀ ସଭାପତି ନିଯୁକ୍ତ କରାଯାଇଛି। ପାଟନାରେ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସର୍ବସମ୍ମତି କ୍ରମେ ଏହି ନିଷ୍ପତ୍ତି ନିଆଯାଇଛି। ତେଜସ୍ୱୀ ଯାଦବଙ୍କ…

ନେତାଜୀଙ୍କ ପରାକ୍ରମ, ସୌର୍ଯ୍ୟ ଆମକୁ ପ୍ରେରଣା ଦିଏ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩/୦୧; ପରାକ୍ରମ ଦିବସ ଅବସରରେ ବିଶେଷ କରି ନେତାଜୀ ସୁଭାସ ଚନ୍ଦ୍ର ବୋଷଙ୍କ ଜନ୍ମଜୟନ୍ତୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଅଭିଭାଷଣ ରଖିଛନ୍ତି । ସମସ୍ତ ଦେଶବାସୀଙ୍କୁ ପରାକ୍ରମ ଦିବସର ଶୁଭେଚ୍ଛା ଜଣାଇ ଭିଡ଼ିଓ ବାର୍ତ୍ତା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।…

ୱାର୍ଲଡ ଓଡ଼ିଶା ସୋସାଇଟି ବିଶ୍ୱ ୧୫ ବିଶ୍ୱଭରି ଓଡ଼ିଆଙ୍କ ପାଇଁ ସମର୍ପିତ

ନୂଆଦିଲ୍ଲୀ  ; ୱାର୍ଲଡ ଓଡ଼ିଶା ସୋସାଇଟି (ୱାଓସୋ) ବିଶ୍ୱଭରି ଓଡ଼ିଆଙ୍କର ସାମଗ୍ରିକ କଲ୍ୟାଣ ପାଇଁ ସଦା ସମର୍ପିତ ବୋଲି ବିଶିଷ୍ଟ ବ୍ୟକ୍ତିମାନେ ମତ ପ୍ରକାଶ କରିଛନ୍ତି। ୱାଓସୋର ପଞ୍ଚମ ପ୍ରତିଷ୍ଠା ଦିବସ ଉପଲକ୍ଷେ ନୂଆଦିଲ୍ଲୀର ସିଭିଲ ସର୍ଭିସ ଅଫିସର୍ସ ଇନଷ୍ଟିଚ୍ୟୁଟଠାରେ ଆୟୋଜିତ ଉତ୍କଳ…

ନୂଆଦିଲ୍ଲୀ ଗସ୍ତରେ ୟୁଏଇ ରାଷ୍ଟ୍ରପତି

ନୂଆଦିଲ୍ଲୀ : ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରାଷ୍ଟ୍ରପତି ଶେଖ୍ ମହମ୍ମଦ ବିନ୍ ଜାଏଦ ଅଲ୍ ନାହ୍ୟାନ ସୋମବାର ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରୋଟୋକଲ ଭାଙ୍ଗିବା ପୂର୍ବକ ବିମାନବନ୍ଦରରେ ଉପସ୍ଥିତ ରହି ଶେଖ ମହମ୍ମଦଙ୍କୁ ସ୍ବାଗତ କରିଥିଲେ। ବିମାନବନ୍ଦର…

ବିଜେପି ଜାତୀୟ ସଭାପତି ଭାବରେ ନିର୍ବାଚିତ ହେଲେ ନୀତିନ ନବୀନ

ନୂଆଦିଲ୍ଲୀ: ନୀତିନ ନବୀନ ଭାରତୀୟ ଜନତା ପାର୍ଟିର ଜାତୀୟ ସଭାପତି ଭାବରେ ନିର୍ବାଚିତ ହୋଇଛନ୍ତି। ବିଜେପିର ଜାତୀୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ଜାରି ଏକ ବିବୃତ୍ତିରେ କୁହାଯାଇଛି ଯେ, ନୀତିନ ନବୀନ ଜାତୀୟ ସଭାପତି ପଦ ପାଇଁ ପ୍ରସ୍ତାବିତ ଏକମାତ୍ର ପ୍ରାର୍ଥୀ ଥିଲେ। ମୋଟ ୩୭ ଟି ଆସନ ପାଇଁ…

ସାହିତ୍ୟ ପତ୍ରିକା ” ଉତ୍କଳ ବିଳାସ ” ଲୋକାର୍ପଣ ଉତ୍ସବ ଅନୁଷ୍ଠିତ।

କଲକାତା  : ରବିବାରର ପାବନ ସନ୍ଧ୍ୟା ଲୋକାର୍ପିତ ହେଲା ସାହିତ୍ୟ ପତ୍ରିକା ଉତ୍କଳ ବିଳାସ । କରୁଣାକର ବେହେରା ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସସମାରୋହର ଶୁଭାରମ୍ଭ ଡା ବାମନ ଚନ୍ଦ୍ର ଦୀକ୍ଷିତଙ୍କ ଦ୍ୱାରା ସରସ୍ୱତୀ ବନ୍ଦନା ରୁ ଆରମ୍ଭ ହୋଇଥିଲା । ମୁଖ୍ୟ ଅତିଥି ଅନୁପ ଶତପଥୀ , ମୁଖ୍ୟ ବକ୍ତା ଡା…

ଗୁଜୁରାଟରେ ରିଲାଏନ୍ସର ନିବେଶ ବୃଦ୍ଧି ପାଇ ୭ ଲକ୍ଷ କୋଟି ହେବ ।

ଗୁଜରାଟ: ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଗୁଜରାଟ ପାଇଁ ଏକ ପ୍ରମୁଖ ପୁଞ୍ଜିନିବେଶ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ରବିବାର ରାଜକୋଟରେ ବାଣିଜ୍ୟ ପ୍ରଦର୍ଶନୀର ଉଦଘାଟନ ଅବସରରେ ଅମ୍ବାନୀ…