Browsing Category

ଦେଶବିଦେଶ

ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ, ଆମେରିକା ଇରାନ ସହିତ ବାଣିଜ୍ୟ କରୁଥିବା ଯେକୌଣସି ଦେଶ ଉପରେ ଶୁଳ୍କ ବୃଦ୍ଧି…

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ବାଣିଜ୍ୟ କରୁଥିବା ଦେଶଗୁଡ଼ିକ ଉପରେ ୨୫% ଶୁଳ୍କ ଲଗାଇବାକୁ ଘୋଷଣା କରିଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ, ଆମେରିକା ଇରାନ ସହିତ ବାଣିଜ୍ୟ କରୁଥିବା ଯେକୌଣସି ଦେଶ ଉପରେ ଶୁଳ୍କ ବୃଦ୍ଧି କରିବ। ଏହି ପଦକ୍ଷେପକୁ…

ଅନ୍ ଲାଇନ୍ କବିତା ଆସରରେ ମାସିକ ଇ-ପତ୍ରିକା ‘ସୂର୍ଯ୍ୟପ୍ରଭା’ ଉନ୍ମୋଚିତ

କଲକାତା : ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ଓ ଜାତୀୟ ଯୁବ ଦିବସର ପାବନ ସନ୍ଧ୍ୟାରେ ଲୋକାର୍ପିତ ହେଲା ମାସିକ ଇ- ପତ୍ରିକା "ସୂର୍ଯ୍ୟପ୍ରଭା" ର ଦ୍ଵିତୀୟ ବର୍ଷ ଦ୍ଵିତୀୟ ଅଙ୍କ । ଶ୍ରୀ ଶ୍ରୀ ଜଗନ୍ନାଥାଷ୍ଟକ ପାଠ କରି ଉତ୍ସବର ଶୁଭାରମ୍ଭ କରିଥିଲେ ସମ୍ପାଦକ ଡା ବାମନ ଚନ୍ଦ୍ର ଦୀକ୍ଷିତ। ବିଶିଷ୍ଟ…

ପ୍ରଧାନମନ୍ତ୍ରୀ ମୋଦୀ-ଜର୍ମାନ ଚାନସେଲରଙ୍କ ଦ୍ୱୀପାକ୍ଷିକ ଆଲୋଚନା

ଭୁବନେଶ୍ଵର : ଗାନ୍ଧୀନଗରର ମହାତ୍ମା ମନ୍ଦିର କନଭେନସନ ସେଣ୍ଟରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି । ଆଲୋଚନା ପରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଭାରତ ଏବଂ ଜର୍ମାନୀ ଘନିଷ୍ଠ ସହଯୋଗୀ। ସେଥିପାଇଁ ଆଜି ଭାରତରେ…

ମହଙ୍ଗା ହୋଇଛି ସୁନା- ରୂପା ଦର ।

ନୂଆଦିଲ୍ଲୀ: ଯଦି ଆଜି ଆପଣ ସୁନା କିମ୍ବା ରୂପା କିଣିବାକୁ ଯୋଜନା କରିଛନ୍ତି ତେବେ ଆଜିର ଦର ଉପରେ ଟିକେ ନଜର ପକାନ୍ତୁ । କାରଣ ଆଜି ଉଭୟ ଦର ମହଙ୍ଗା ହୋଇଛି । ପ୍ରାରମ୍ଭିକ ହ୍ରାସ ପରେ ଆଜି ପୁଣି ବଢିଛି ସୁନା ଓ ରୂପା ଦାମ୍‌ । ସୁନା ଗତ ସପ୍ତାହରେ ସାମାନ୍ୟ କମିଥିବା ବେଳେ ଏବେ ପୁଣି ନୂଆ…

କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ରାଜକୋଟଠାରେ କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ, 2026 ବର୍ଷ ଆରମ୍ଭ ପରେ ଏହା ତାଙ୍କର…

ଭାରତ ମଣ୍ଡପମ୍‌ ଠାରେ ‘ନୂଆଦିଲ୍ଲୀ ବିଶ୍ୱ ପୁସ୍ତକ ମେଳା (ଏନଡିଡବ୍ଲୁବିଏଫ) ୨୦୨୬’ର ଉଦଘାଟନ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭାରତ ମଣ୍ଡପମ୍‌ ଠାରେ ‘ନୂଆଦିଲ୍ଲୀ ବିଶ୍ୱ ପୁସ୍ତକ ମେଳା (ଏନଡିଡବ୍ଲୁବିଏଫ) ୨୦୨୬’ର ଉଦଘାଟନ କରିଛନ୍ତି। ଏହି ବର୍ଷର ମେଳାରେ ଓଡ଼ିଶାର ୧୮୫୭ ସଂଗ୍ରାମର ଅନାଲୋଚିତ ଅଧ୍ୟାୟ ‘କୁଦୋପାଲି’କୁ ବିଶେଷ ପ୍ରାଧାନ୍ୟ ଦିଆଯାଇଛି।…

ବିଶ୍ୱର ସର୍ବବୃହତ ଦୁଗ୍ଧ ଉତ୍ପାଦନକାରୀ ଏବଂ ସର୍ବବୃହତ ଚାଉଳ ରପ୍ତାନିକାରୀ ପାଲଟିଲା ଭାରତ

ନୂଆଦିଲ୍ଲୀ: ଭାରତର କୃଷି କ୍ଷେତ୍ର ଜାତୀୟ ଆୟରେ 19.73% ଯୋଗଦାନ ଦେଉଛି। ଏଥିରେ ଦେଶର ମୋଟ୍‌ ଶ୍ରମଶକ୍ତିର 46% ଶ୍ରମିକ ନିୟୋଜିତ ରହିଛନ୍ତି ଏବଂ ଏମାନଙ୍କ ମଧ୍ୟରୁ 64% ମହିଳା। ସମାବେଶୀ ବିକାଶ ସୁନିଶ୍ଚିତ କରିବା ଏବଂ ସବକା ବିକାଶର ଲକ୍ଷ୍ୟକୁ ସାକାର କରିବାରେ କୃଷି କ୍ଷେତ୍ର…

ପାଟନା ହାଇକୋର୍ଟ ର ମୁଖ୍ୟ ବିଚାରପତି ହେଲେ ଶ୍ରୀଯୁକ୍ତ ସଙ୍ଗମ କୁମାର ସାହୁ…

ପାଟନା : ପାଟନା ହାଇକୋର୍ଟ ର ମୁଖ୍ୟ ବିଚାରପତି ହେଲେ ଶ୍ରୀଯୁକ୍ତ ସଙ୍ଗମ କୁମାର ସାହୁ ।  ଓଡ଼ିଶାର ସଙ୍ଗମ କୁମାର ସାହୁ ପାଟନା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କଲେ| ସେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମର ବାସିନ୍ଦା।ସେ ଓଡ଼ିଶା…

ଭାରତ ଉପରେ ୫୦୦% ଶୁଳ୍କ ଲାଗୁ କରିବେ ଟ୍ରମ୍ପ!:

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିଲ୍ ମଞ୍ଜୁର କରିଛନ୍ତି, ଯାହା ରୁଷରୁ ତେଲ କିଣୁଥିବା ଦେଶମାନଙ୍କ ଉପରେ କଠୋର କଟକଣା ଲଗାଇବ। ଏହା ପରେ ଭାରତ ଏବଂ ଚୀନ୍ ଉପରେ ଆମେରିକା ଶୁଳ୍କ ଉଲ୍ଲେଖନୀୟ ଭାବରେ ବୃଦ୍ଧି ପାଇପାରେ, କିଛି କ୍ଷେତ୍ରରେ ୫୦୦% ପର୍ଯ୍ୟନ୍ତ…