Browsing Category

ଦେଶବିଦେଶ

ସାଂସଦ ପଦରୁ ଇସ୍ତଫା ଦେଲେ ବିଜେପିର ୧୦ ନିର୍ବାଚିତ ବିଧାୟକ

ଡେସ୍କ: ସଦ୍ୟତମ ବିଧାନସଭା ନିର୍ବାଚନରେ ବିଧାୟକ ଭାବେ ନିର୍ବାଚିତ ହୋଇଥିବା ୧୦ ଜଣ ସାଂସଦ ଇସ୍ତଫା ଦେଇଛନ୍ତି। ସେହି ସାଂସଦ ମାନେ ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ ବିଧାନସଭା ନିର୍ବାଚନରେ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଅଧିକାଂଶ ସାଂସଦ ବିଜେପି ଦଳର ଅଟନ୍ତି।…

ରେବନ୍ତ ରେଡ୍ଡୀ ତେଲଙ୍ଗାନାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

ହାଇଦ୍ରାବାଦ: ରେବନ୍ତ ରେଡ୍ଡୀ ତେଲଙ୍ଗାନାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ବିଧାୟକ ଦଳ ବୈଠକ ପରେ ସର୍ବସମ୍ମତିକ୍ରମେ କଂଗ୍ରେସ ହାଇକମାଣ୍ଡ ଏହି ନିଷ୍ପତ୍ତି ନେଇଛନ୍ତି। ଡିସେମ୍ବର ୭ରେ ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି। ସୂଚନାଯୋଗ୍ୟ, ରେବନ୍ତ ୨୦୨୧ ଜୁଲାଇରେ ତେଲେଙ୍ଗାନା…

ପୁରନ୍ଦର ମିଶ୍ର ଛତିଶଗଡ଼ ବିଧାନସଭାକୁ ନିର୍ବାଚିତ

ରାୟପୁର/ଭୁବନେଶ୍ବର ତା ୩.୧୨ରିଖ ଛତିଶଗଡ଼ ରାଜ୍ୟର ବୃହତ ଓଡ଼ିଆ ସମାଜର ସଭାପତି ଏବଂ ଭାରତୀୟ ଜନତା ପାର୍ଟି ର ପାର୍ଥୀ ପୁରନ୍ଦର ମିଶ୍ର, ରାୟପୁର ନଗର ଉତ୍ତର ଆସନ ରୁ ବିଜୟ ଲାଭ କରିଛନ୍ତି। ଶ୍ରୀ ମିଶ୍ର ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସ ର ପାର୍ଥୀ କୂଳଦୀପ ସିଂହ…

ବିହାର ବିଧାନସଭାରେ ସର୍ବସମ୍ମତିକ୍ରମେ ପାରିତ ହେଲା ସଂରକ୍ଷଣ ସଂଶୋଧନ ବିଲ୍

ପାଟନା: ବିହାର ବିଧାନସଭାରେ ସଂରକ୍ଷଣ ସଂଶୋଧନ ବିଧେୟକ ଗୁରୁବାର ସର୍ବସମ୍ମତିକ୍ରମେ ପାରିତ ହୋଇଛି। ଏଥିସହ ଜାତିଗତ ସଂରକ୍ଷଣ ସୁପ୍ରିମକୋର୍ଟଙ୍କ ଦ୍ବାରା ଧାର୍ଯ୍ୟ ସୀମା ଅତିକ୍ରମ କରିଛି। ଅନୁସୂଚିତ ଜାତି ଓ ଜନଜାତି, ଅନ୍ୟାନ୍ୟ ପଛୁଆ ବର୍ଗ ଓ ଅତ୍ୟନ୍ତ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣକୁ ୫୦ରୁ…

ତେଲେଙ୍ଗାନା ଡିଜିପି ନିଲମ୍ବିତ

ହାଇଦ୍ରାବାଦ: ତେଲେଙ୍ଗାନାରେ କଂଗ୍ରେସର ବିଜୟ ମଧ୍ୟରେ ନିର୍ବାଚନ ଆୟୋଗ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିବା ଅଭିଯୋଗରେ ତେଲେଙ୍ଗାନା ଡିଜିପି ନିଲମ୍ବିତ ହୋଇଛନ୍ତି। ଡିଜିପି ଅଞ୍ଜନୀ କୁମାରଙ୍କୁ ନିର୍ବାଚନ ଆୟୋଗ ଚାକିରୀରୁ ନିଲମ୍ବନ କରିଛନ୍ତି। ରାଜ୍ୟ…

ଏ ବିଜୟ ଐତିହାସିକ, ଅଭୂତପୂର୍ବ : ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ୩ ରାଜ୍ୟରେ ବିଜେପିର ଦମ୍‌ଦାର ବିଜୟ ପରେ ଦିଲ୍ଲୀସ୍ଥିତ ମୁଖ୍ୟାଳୟରେ ବିଜୟ ଉତ୍ସବ ପାଳନ କରିଛି ଦଳ। ଏହି ଅବସରରେ ଦେଶବାସୀଙ୍କୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ‘‘ଆଜିର ବିଜୟ ଐତିହାସିକ, ଅଭୂତପୂର୍ବ। ଆଜି ସବକା ସାଥ, ସବକା ବିକାଶର ବିଜୟ ହୋଇଛି।…

ବଦଳିବ ଇଂରେଜଙ୍କ ଯୁଗର ଆଇନ, ଏଥିପାଇଁ ସଂସଦରେ ଆସିବ ୧୯ଟି ବିଧେୟକ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସର୍ବଦଳୀୟ ବୈଠକର ଆୟୋଜନ କରାଯାଇଥିଲା। ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଆୟୋଜନ କରାଯାଇଥିଲା । ଏଥିରେ ଶୀତକାଳୀନ ଅଧିବେଶନରେ ଚର୍ଚ୍ଚା ହେବାକୁ ଥିବା ବିଭିନ୍ନ ପ୍ରସଙ୍ଗ…

ବିଶ୍ୱ ଜଳବାୟୁ କ୍ରିୟାନୁଷ୍ଠାନ ଶିଖର ବୈଠକରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ :  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ଦୁବାଇ ଗସ୍ତରେ। ଏଠାରେ ସେ ବିଶ୍ୱ ଜଳବାୟୁ କ୍ରିୟାନୁଷ୍ଠାନ ଶିଖର ବୈଠକ, ସମ୍ମିଳନୀ ସିଓପି-୨୮ରେ ଯୋଗ ଦେଇ କହିଛନ୍ତି, ଜଳବାୟୁ ପରିବର୍ତ୍ତନ ବିରୋଧରେ ବିଶ୍ୱସ୍ତରୀୟ ସହଯୋଗର ଆବଶ୍ୟକତା ରହିଛି । ଏହି ସମ୍ମିଳନୀ ସିଓପି-୨୮ର ଏକ…

ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ

ନୂଆଦିଲ୍ଲୀ ତା ୨୭/୧୧, ନୂଆଦିଲ୍ଲୀର ହାଉଜଖାସ ସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ପର୍ବ ଓ ବୋଇତ ବନ୍ଦାଣ ଉତ୍ସବ ମହା ସମାରୋହରେ ପାଳନ କରାଯାଇଥିବା ଜଣାଯାଇଛି ।ମନ୍ଦିର ପରିଚାଳନା କମିଟି ଶ୍ରୀ ନୀଳାଚଳ ସେବା ସଂଘ ଦ୍ୱାରା ଆୟୋଜିତ ଏହି ମହୋତ୍ସବ ରେ ଦିଲ୍ଲୀ…