Sign in
Sign in
Recover your password.
A password will be e-mailed to you.
Browsing Category
କୃଷି
ବିଶ୍ୱର ସର୍ବବୃହତ ଦୁଗ୍ଧ ଉତ୍ପାଦନକାରୀ ଏବଂ ସର୍ବବୃହତ ଚାଉଳ ରପ୍ତାନିକାରୀ ପାଲଟିଲା ଭାରତ
ନୂଆଦିଲ୍ଲୀ: ଭାରତର କୃଷି କ୍ଷେତ୍ର ଜାତୀୟ ଆୟରେ 19.73% ଯୋଗଦାନ ଦେଉଛି। ଏଥିରେ ଦେଶର ମୋଟ୍ ଶ୍ରମଶକ୍ତିର 46% ଶ୍ରମିକ ନିୟୋଜିତ ରହିଛନ୍ତି ଏବଂ ଏମାନଙ୍କ ମଧ୍ୟରୁ 64% ମହିଳା। ସମାବେଶୀ ବିକାଶ ସୁନିଶ୍ଚିତ କରିବା ଏବଂ ସବକା ବିକାଶର ଲକ୍ଷ୍ୟକୁ ସାକାର କରିବାରେ କୃଷି କ୍ଷେତ୍ର…
ନୂତନ କିସମ ୩ ବର୍ଷ ମଧ୍ୟରେ ଚାଷୀଙ୍କ ପାଖରେ ପହଞ୍ଚିବା ଦରକାର;
ନୂଆଦିଲ୍ଲୀ : କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ଆଜି ନୂଆଦିଲ୍ଲୀର ଏନଏଏସସି କମ୍ପ୍ଲେକ୍ଟର ଏ.ପି. ସିନ୍ଦେ ଅଡିଟୋରିୟମରେ ଭାରତୀୟ କୃଷି ଗବେଷଣା ପରିଷଦ ଦ୍ବାରା ବିକଶିତ ୨୫ ଟି ଫସଲର ୧୮୪ ଟି ଉନ୍ନତ କିସମକୁ ଉନ୍ମୋଚନ କରିଛନ୍ତି । ଏହି ଅବସରରେ ଶ୍ରୀ…
ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ଧାନକିଣା
ଭୁବନେଶ୍ୱର: ଆସନ୍ତାକାଲି ଠାରୁ ରାଜ୍ୟରେ ଆରମ୍ଭ ହେବ ଧାନ କିଣା । ଏନେଇ ସୂଚନା ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ । ମନ୍ତ୍ରୀ କହିଛନ୍ତି ଚାଷୀଙ୍କ ପାଇଁ ମଣ୍ଡି ଗୁଡିକରେ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ମଣ୍ଡିରେ ଖାଦ୍ୟ, ପାନୀୟ, ଶୌଚାଳୟ ଭଳି ସବୁ ବ୍ୟବସ୍ଥା…
ଚାଷ ଓ ଚାଷୀର ଉନ୍ନତି ମୋ ସରକାରର ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାମ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଭୁବନେଶ୍ୱରରେ ‘କୃଷି ଓଡ଼ିଶା’ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଛରେ ପାଣି ଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଛୋଟ ଗଛ ପ୍ରଦାନ କରାଯାଇଥିଲା। ଆଜିଠାରୁ ତିନି…
ବାଟବଣା ହେଉଛି କୃଷି ଯୋଜନା
ଭୁବନେଶ୍ବର : କେବଳ ରାଜ୍ୟ ନୁହେଁ କେନ୍ଦ୍ର ସରକାର ମଧ୍ୟ ଚାଷୀଙ୍କ ପ୍ରତି ଅବହେଳା କରୁଛନ୍ତି। ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ରୀୟ ବଜେଟ୍ରେ ବ୍ୟୟ ବରାଦ କରାଯାଉଛି, ହେଲେ ଏ ଅର୍ଥ ଠିକ୍ ସମୟରେ ଆସୁନାହିଁ। ଏଣୁ ଅର୍ଥ ଖର୍ଚ୍ଚରେ ସମସ୍ୟା ସୃଷ୍ଟି ହେଉଛି। ଜଣାପଡ଼ିଛି ଯେ ତିନି ବର୍ଷ ମଧ୍ୟରେ…
ଗାଈ ପିଛା ପ୍ରତିଦିନ ଖର୍ଚ୍ଚ ହେବ ୪୦ ଟଙ୍କା:କେଜ୍ରିୱାଲ
ନୂଆଦିଲ୍ଲୀ: ଗୁଜୁରାଟ ବିଧାନସଭା ନିର୍ବାଚନ ପୂର୍ବରୁ ଗୁଜୁରାଟରେ ଅନେକ ଗ୍ୟାରେଣ୍ଟି ଘୋଷଣା କରୁଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜି ଆଉ ଏକ ଗ୍ୟାରେଣ୍ଟି ଦେଇଛନ୍ତି । ଏଥର ସେ ଗାଈଙ୍କୁ ନେଇ ଏକ ଗ୍ୟାରେଣ୍ଟି ଦେଇଛନ୍ତି। କେଜ୍ରିୱାଲ କହିଛନ୍ତି ଯେ ଯଦି ଆମ୍ ଆଦମୀ ପାର୍ଟି…
ବ୍ରଏଲର କୁକୁଡ଼ା ଚାଷର ବିକାଶ ନିମନ୍ତେ କୁକୁଡ଼ା ଚାଷୀ ଏବଂ ଇଣ୍ଟିଗ୍ରେଟରଙ୍କ ମଧ୍ୟରେ ଉତ୍ତମ ବାତାବରଣ ବଜାୟ ରହିବା…
ଭୁବନେଶ୍ୱର: ରାଜ୍ୟରେ ବ୍ରଏଲର କୁକୁଡ଼ା ଚାଷର ବିକାଶ ନିମନ୍ତେ କୁକୁଡ଼ା ଚାଷୀ ଏବଂ ଇଣ୍ଟିଗ୍ରେଟରମାନଙ୍କ ମଧ୍ୟରେ ଉତ୍ତମ ବାତାବରଣ ବଜାୟ ରଖିବା ଆବଶ୍ୟକ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି । ଆଜି ଏହି…
ମହାନଦୀରେ ମତ୍ସ୍ୟସମ୍ପଦ ବିକାଶ ଓ ଉତ୍ପାଦନ ବୃଦ୍ଧି ନିମନ୍ତେ ଉନ୍ନତ ମାଛ ଜାଆଁଳା ଛାଡିବା କାର୍ଯ୍ୟକ୍ରମ
ସୁବର୍ଣ୍ଣପୁର : ଜିଲ୍ଲାର ମତ୍ସ୍ୟଜୀବି ଙ୍କ ଜୀବନ ଜୀବିକାର ଉନ୍ନତି ତଥା ଆର୍ଥିକ ପ୍ରଗତିରେ ବିକାଶ ଆଣିବା ଲକ୍ଷ୍ୟ ରେ ଓଡିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ଆନୁକୂଲ୍ୟରେ ଜିଲ୍ଳା ମତ୍ସ୍ୟ ବିଭାଗ ସୁବର୍ଣ୍ଣପୁର ତରଫରୁ ଆଜି ମହାନଦୀର ରାମେଶ୍ୱର ସଙ୍ଗମ ତଥା ତେନ୍ତୁଳିଘାଟ ରେ…
ପ୍ରଥମ ଓଡିଆ ହକି ଇଣ୍ଡିଆର ସଭାପତି ହେଲେ ଦିଲୀପ ତିର୍କୀ
ଦିଲୀପ ତିର୍କୀ ହକି ଇଣ୍ଡିଆର ନୂତନ ସଭାପତି ଭାବରେ ନିର୍ବାଚିତ ହୋଇଛନ୍ତି। ନାମାଙ୍କନ ପତ୍ର ଦାଖଲ ଥିବା ଅନ୍ୟ ୨ ଜଣ ପ୍ରତିନିଧି ନିଜନିଜର ନାମାଙ୍କନ ପ୍ରତ୍ୟାହାର କଲେ। ଦିଲୀପ ତିର୍କୀ ବିନା ପ୍ରତିଦ୍ୱନ୍ଦ୍ୱିତାରେ ହକି ଇଣ୍ଡିଆର ସଭାପତି ଭାବରେ ନିର୍ବାଚିତ ହେଲେ।…
ବନ୍ୟାରେ କ୍ଷତିଗ୍ରସ୍ତ ମତ୍ସ୍ୟଜିବୀ ଙ୍କ ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଓ ।
ସୁବର୍ଣ୍ଣପୁର :(ବିବି ନିୟୁଜ ବ୍ୟୁରୋ) ସୁବର୍ଣ୍ଣପୁର ଜିଲ୍ଲା ମହାନଦୀ କୂଳିଆ ବିଭିନ୍ନ ଗାଁର ମତ୍ସ୍ୟଜିବୀମାନେ ଚଳିତ ବନ୍ୟା କ୍ଷୟ କ୍ଷତି ଭରଣା ପାଇଁ ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରିବା ସହିତ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଏଥର ମହାନଦୀରେ ବନ୍ୟାପାଣି ସାତ ଆଠ ଦିନ…