Browsing Category

କୃଷି

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ

ଭୁବନେଶ୍ୱର : ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ସହ ନୂତନ ଉତ୍ପାଦ ପ୍ରସ୍ତୁତ କ୍ଷେତ୍ରରେ ଓମ୍ଫେଡ୍ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛି। ଏହି କଥା କହିଛନ୍ତି କେନ୍ଦ୍ର ସମବାୟ ବିଭାଗ ଶାସନ ସଚିବ ଡକ୍ଟର ଆଶିଶ କୁମାର। ଓଡିଶା ଗସ୍ତରେ ଆସିଥିବା ଡକ୍ଟର ଆଶିଶ କୁମାର ଆଜି ସହିଦ ନଗରସ୍ଥିତ ଓମ୍ଫେଡ୍…

୧୦ ମିନିଟ୍‌ରେ ଆସିବ କିଷାନ କ୍ରେଡିଟ୍ କାର୍ଡ ଟଙ୍କା

ଆଜମଗଡ଼: ଚାଷୀମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ପାଇଁ ସରକାର ଅନେକ ଯୋଜନା ଚଳାଇଛନ୍ତି। ଚାଷୀମାନେ ସେମାନଙ୍କ ଫସଲ ଉପରେ ଆଧାରିତ ବ୍ୟାଙ୍କ ଏବଂ ସମବାୟ ସମିତି ଗୁଡ଼ିକରୁ ଆର୍ଥିକ ସହାୟତା ପାଇବାକୁ ନିଶ୍ଚିତ କରିବା ପାଇଁ କିଷାନ କ୍ରେଡିଟ୍ କାର୍ଡ ବ୍ୟବସ୍ଥା ହୋଇଛି। ଏହି ଯୋଜନା…

ଉଚ୍ଚ ମୂଲ୍ୟର କୃଷିଜାତ ଦ୍ରବ୍ୟକୁ ଗୁରୁତ୍ୱ

ନୂଆଦିଲ୍ଲୀ : ଆସିଲା କେନ୍ଦ୍ରୀୟ ବଜେଟ୍ । ମୋଦି ସରକାରଙ୍କ ତୃତୀୟ ପାଳିର ପୂର୍ଣ୍ଣାଙ୍ଗ ବଜେଟ୍ ସଂସଦରେ ଉପସ୍ଥାପନ ହୋଇଛି । ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ସଂସଦରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି। ଲଗାତର ନବମ ଥର ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି…

ମରୁଡ଼ି ପ୍ରଶମନ ପ୍ରକଳ୍ପ ପାଇଁ ୧୪୧.୫୦ କୋଟିର ବୁଝାମଣା ସ୍ୱାକ୍ଷର କଲା ଓଡିଶା

ଭୁବନେଶ୍ଵର : ଓଡିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ (DAFE) ଓ ଜାତୀୟ ମରୁଡ଼ି ପ୍ରଶମନ ପ୍ରକଳ୍ପ (NDMP) ଅନ୍ତର୍ଗତ ‘ଓଡିଶା କୃଷି ମରୁଡ଼ି ପ୍ରଶମନ କାର୍ଯ୍ୟକ୍ରମ (OADMP)’ ଉପରେ NDMA ଓ OSDMA ସହାୟତା ଏବଂ ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି (NDMF) ମାଧ୍ୟମରେ ପାଣ୍ଠି…

ବିଶ୍ୱର ସର୍ବବୃହତ ଦୁଗ୍ଧ ଉତ୍ପାଦନକାରୀ ଏବଂ ସର୍ବବୃହତ ଚାଉଳ ରପ୍ତାନିକାରୀ ପାଲଟିଲା ଭାରତ

ନୂଆଦିଲ୍ଲୀ: ଭାରତର କୃଷି କ୍ଷେତ୍ର ଜାତୀୟ ଆୟରେ 19.73% ଯୋଗଦାନ ଦେଉଛି। ଏଥିରେ ଦେଶର ମୋଟ୍‌ ଶ୍ରମଶକ୍ତିର 46% ଶ୍ରମିକ ନିୟୋଜିତ ରହିଛନ୍ତି ଏବଂ ଏମାନଙ୍କ ମଧ୍ୟରୁ 64% ମହିଳା। ସମାବେଶୀ ବିକାଶ ସୁନିଶ୍ଚିତ କରିବା ଏବଂ ସବକା ବିକାଶର ଲକ୍ଷ୍ୟକୁ ସାକାର କରିବାରେ କୃଷି କ୍ଷେତ୍ର…

ନୂତନ କିସମ ୩ ବର୍ଷ ମଧ୍ୟରେ ଚାଷୀଙ୍କ ପାଖରେ ପହଞ୍ଚିବା ଦରକାର;

ନୂଆଦିଲ୍ଲୀ : କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ଆଜି ନୂଆଦିଲ୍ଲୀର ଏନଏଏସସି କମ୍ପ୍ଲେକ୍ଟର ଏ.ପି. ସିନ୍ଦେ ଅଡିଟୋରିୟମରେ ଭାରତୀୟ କୃଷି ଗବେଷଣା ପରିଷଦ ଦ୍ବାରା ବିକଶିତ ୨୫ ଟି ଫସଲର ୧୮୪ ଟି ଉନ୍ନତ କିସମକୁ ଉନ୍ମୋଚନ କରିଛନ୍ତି । ଏହି ଅବସରରେ ଶ୍ରୀ…

ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ଧାନକିଣା

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ରାଜ୍ୟରେ ଆରମ୍ଭ ହେବ ଧାନ କିଣା । ଏନେଇ ସୂଚନା ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ । ମନ୍ତ୍ରୀ କହିଛନ୍ତି ଚାଷୀଙ୍କ ପାଇଁ ମଣ୍ଡି ଗୁଡିକରେ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ମଣ୍ଡିରେ ଖାଦ୍ୟ, ପାନୀୟ, ଶୌଚାଳୟ ଭଳି ସବୁ ବ୍ୟବସ୍ଥା…

ଚାଷ ଓ ଚାଷୀର ଉନ୍ନତି ମୋ ସରକାରର ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାମ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭୁବନେଶ୍ୱରରେ ‘କୃଷି ଓଡ଼ିଶା’ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଛରେ ପାଣି ଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଛୋଟ ଗଛ ପ୍ରଦାନ କରାଯାଇଥିଲା। ଆଜିଠାରୁ ତିନି…

ବାଟବଣା ହେଉଛି କୃଷି ଯୋଜନା

ଭୁବନେଶ୍ବର : କେବଳ ରାଜ୍ୟ ନୁହେଁ କେନ୍ଦ୍ର ସରକାର ମଧ୍ୟ ଚାଷୀଙ୍କ ପ୍ରତି ଅବହେଳା କରୁଛନ୍ତି। ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ରୀୟ ବଜେଟ୍‌ରେ ବ୍ୟୟ ବରାଦ କରାଯାଉଛି, ହେଲେ ଏ ଅର୍ଥ ଠିକ୍ ସମୟରେ ଆସୁନାହିଁ। ଏଣୁ ଅର୍ଥ ଖର୍ଚ୍ଚରେ ସମସ୍ୟା ସୃଷ୍ଟି ହେଉଛି। ଜଣାପଡ଼ିଛି ଯେ ତିନି ବର୍ଷ ମଧ୍ୟରେ…

ଗାଈ ପିଛା ପ୍ରତିଦିନ ଖର୍ଚ୍ଚ ହେବ ୪୦ ଟଙ୍କା:କେଜ୍ରିୱାଲ

ନୂଆଦିଲ୍ଲୀ: ଗୁଜୁରାଟ ବିଧାନସଭା ନିର୍ବାଚନ ପୂର୍ବରୁ ଗୁଜୁରାଟରେ ଅନେକ ଗ୍ୟାରେଣ୍ଟି ଘୋଷଣା କରୁଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜି ଆଉ ଏକ ଗ୍ୟାରେଣ୍ଟି ଦେଇଛନ୍ତି । ଏଥର ସେ ଗାଈଙ୍କୁ ନେଇ ଏକ ଗ୍ୟାରେଣ୍ଟି ଦେଇଛନ୍ତି। କେଜ୍ରିୱାଲ କହିଛନ୍ତି ଯେ ଯଦି ଆମ୍ ଆଦମୀ ପାର୍ଟି…