Browsing Category

ମହାନଗର

ଭୁବନେଶ୍ବରରେ ଅଗ୍ନିକାଣ୍ଡ, ୨ ଆହତ

ଭୁବନେଶ୍ବର: ଭୁବନେଶ୍ବର ତମାଣ୍ଡୋ ଅଞ୍ଚଳରେ ଅଗ୍ନିକାଣ୍ଡ ଘଟିଛି। ତମାଣ୍ଡୋ ପଞ୍ଚାୟତ ନିକଟରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଏହି ଅଗ୍ନିକାଣ୍ଡରେ ୨ଜଣ ଆହତ ହୋଇଛନ୍ତି ଏବଂ ସେମାନଙ୍କୁ ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ପଞ୍ଚାୟତ ଅଫିସ ପାଖରେ ଥିବା ଏକ ଘରୋଇ…

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ଦାୟିତ୍ବରେ ସୁଜାତା

ଭୁବନେଶ୍ବର : ମିଶନଶକ୍ତି ବିଭାଗ ସଚିବ ସୁଜାତା ରାଉତ କାର୍ତ୍ତିକେୟନ (୨୦୦୦ ବ୍ୟାଚ ଆଇଏଏସ୍‌)ଙ୍କୁ ବୁଧବାର ରାଜ୍ୟ ସରକାର ଅତିରିକ୍ତ ଦାୟିତ୍ବ ପ୍ରଦାନ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଶ୍ରୀମତୀ କାର୍ତ୍ତିକେୟନଙ୍କୁ ମିଶନ ଶକ୍ତି ବିଭାଗ ସହିତ ଓଡ଼ିଆ…

ବିଏମ୍‌ସିର ବଡ଼ ପଦକ୍ଷେପ: ଭୁବନେଶ୍ବରରେ ଟ୍ରାଫିକ୍‌ ସିଗନାଲ ନିକଟରେ ଭିକ ମାଗିଲେ ନେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଧୀନ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଆଉ ଭିକାରୀମାନେ ଚଳପ୍ରଚଳ କରିପାରିବେ ନାହିଁ। ପେନ୍‌, କଣ୍ଢେଇ ହେଉ ବା ଅନ୍ୟ ଜିନିଷ ବିକ୍ରି କରିବା ବାହାନାରେ ଭିକାରୀମାନେ ଟ୍ରାଫିକ୍‌ ସିଗନାଲ୍‌ ନିକଟରେ ରହିପାରିବେ ନାହିଁ। ବିଏମ୍‌ସି ପକ୍ଷରୁ ଏନେଇ…

ଓଡ଼ିଶାରେ ତିଆରି ହେବ ଇଭି ବ୍ୟାଟେରି ପାଇଁ ଆଲୁମିନିୟମ ଫଏଲ୍‌

ଭୁବନେଶ୍ବର: ଇଲେକ୍ଟ୍ରିକ୍ ଗାଡ଼ିର ସବୁଠୁ ଗୁରୁତ୍ବପୂର୍ଣ୍ଣ ଉପକରଣ ବ୍ୟାଟେରି ଲାଗି ଓଡ଼ିଶାରେ ଆଲୁମିନିୟମ ଫଏଲ୍‌ ତିଆରି ହେବ। ଆଦିତ୍ୟ ବିର୍ଲା ଗ୍ରୁପ୍‌ର କଂପାନି ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରିଜ୍‌ ପକ୍ଷରୁ ସମ୍ବଲପୁରର ଲପଙ୍ଗାରେ ଏହି କାରଖାନା ସ୍ଥାପିତ ହେବ ବୋଲି କଂପାନିର ପରିଚାଳନା…

ଡିସେମ୍ବର ୧୦ରୁ ଆରମ୍ଭ ହେବାକୁ ଯାଉଛି ଓଡ଼ିଶା ଷ୍ଟାର୍ଟଅପ୍ କାର୍ନିଭାଲ

ଭୁବନେଶ୍ୱର: ଭାରତ ସରକାରଙ୍କ ନିତି ଆୟୋଗର ଅଟଳ ଇନୋଭେସନ ମିସନ ସମର୍ଥିତ ଏଆଇସି-ନାଳନ୍ଦା ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଫାଉଣ୍ଡେସନ ପକ୍ଷରୁ ସେବିରେ ପଞ୍ଜୀକୃତ ଭେଂଚର କ୍ୟାପିଟାଲ୍ ଫଣ୍ଡ୍ ଫ୍ଲୁଇଡ୍ ଭେଂଚର୍ସ ସହିତ ମିଶି ଓଡ଼ିଶା ଷ୍ଟାର୍ଟଅପ୍ କାର୍ନିଭାଲ ୨୦୨୩ ଆୟୋଜନ କରାଯିବ ବୋଲି ଘୋଷଣା…

କଟକ ଜିଲା ମହାନଦୀରେ ବୈଦେଶ୍ବର ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୩୫୦ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କଟକ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ  ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ପ୍ରକଳ୍ପଟି ହେଉଛି – ମହାନଦୀରେ ବୈଦେଶ୍ବର ନଦୀଗର୍ଭ ଜଳାଶୟ ପ୍ରକଳ୍ପ ।…

ବିଧାନସଭା ପରିସରରେ ଡ.ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: ବିଶିଷ୍ଟସ୍ୱାଧୀନତାସଂଗ୍ରାମୀ, ଓଡ଼ିଶାରେ ଗଡ଼ଜାତ ରାଜ୍ୟଗୁଡ଼ିକର ମିଶ୍ରଣ ଏବଂ ଏକତ୍ରୀକରଣର ମୁଖ୍ୟ କର୍ଣ୍ଣଧାର ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ଅବସରରେ ବିଧାନସଭା ପରିସରରେ ଥିବା ଉତ୍କଳ କେଶରୀ ଡ. ମହତାବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ…

୨୯ରୁ ଉପକୂଳ ଓ ଦକ୍ଷିଣରେ ବଢ଼ିବ ବର୍ଷା

ଭୁବନେଶ୍ବର: ରାଜ୍ୟରେ ଏବେ କାଁ ଭାଁ ବର୍ଷା ହେଉଥିବାବେଳେ ଆସନ୍ତା ୨୯ ତାରିଖରୁ ଉପକୂଳ ଓ ଦକ୍ଷିଣରେ ବର୍ଷା ପରିମାଣ ବଢ଼ିବ। ବିଶେଷ କରି ୨ ତାରିଖରୁ ଅଧିକ ବର୍ଷା ହେବ। ଅନ୍ୟପକ୍ଷରେ ରାଜ୍ୟର କେତୋଟି ସ୍ଥାନରେ ଆସନ୍ତା ଦୁଇଦିନ ଯାଏଁ ବିଜୁଳି ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବ।…

ବିଶ୍ବ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀଙ୍କୁ ଟାଟା ଷ୍ଟିଲରେ ନିଯୁକ୍ତି

ଭୁବନେଶ୍ୱର: ବିଶ୍ବ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀଙ୍କୁ ଟାଟା ଷ୍ଟିଲରେ ନିଯୁକ୍ତି । ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ପାଠ୍ୟକ୍ରମ ଶେଷ କରିଥିବା ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ଜାତୀୟ ତଥା ଅନ୍ତର୍ଜାତୀୟ କମ୍ପାନିରେ ନିଯୁକ୍ତି…

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା: ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଅପସାରଣ ପ୍ରକ୍ରିୟା ଦେଶରୁ ୮ ଦିନ ବିଳମ୍ବରେ ଆରମ୍ଭ ହୋଇଛି। ସ୍ୱାଭାବିକ ତାରିଖ ୧୭ ସେପ୍ଟେମ୍ବର ବଦଳରେ ଗତକାଲି (ସୋମବାର) ଠାରୁ ଦକ୍ଷିଣ ରାଜସ୍ଥାନରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି କାରଣରୁ ଓଡ଼ିଶାରୁ ମଧ୍ୟ…