Sign in
Sign in
Recover your password.
A password will be e-mailed to you.
Browsing Category
ମହାନଗର
ଭୁବନେଶ୍ୱରରେ ଗର୍ଜିଲେ ଅନଲାଇନ୍ ଚାଳକ; ତୃତୀୟ ଦିନରେ ଆନ୍ଦୋଳନ ତୀବ୍ର
ଭୁବନେଶ୍ୱର: ରାଜଧାନୀରେ ଅନଲାଇନ୍ ଚାଳକ ମିଳିତ ମଞ୍ଚ ପକ୍ଷରୁ ଆନ୍ଦୋଳନ ତୃତୀୟ ଦିନରେ ତୀବ୍ର ହୋଇଛି। ଲୋୟର ପିଏମ୍ଜି ଓ ମାଷ୍ଟର କ୍ୟାଣ୍ଟିନ୍ ଛକରେ OLA, Uber ଓ Rapido ଚାଳକମାନେ ଏକାଠି ହୋଇ ଜୋରଦାର ପ୍ରତିବାଦ କରିଛନ୍ତି। ପ୍ରାପ୍ୟ ବୃଦ୍ଧି ସହ ସାମାଜିକ ସୁରକ୍ଷା ଦାବିରେ ଚାଳକମାନେ…
ବିଶ୍ଵସ୍ତରୀୟ ଏସସିବି ମେଗା ପ୍ରକଳ୍ପର ପୁନଃବିକାଶ କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: କଟକସ୍ଥିତ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲର ଉନ୍ନତିକରଣ ଓ ଭିତ୍ତିଭୂମି ବିକାଶ ସହିତ ଏହାକୁ ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟସେବା କେନ୍ଦ୍ରରେ ରୂପାନ୍ତରିତ କରିବା ପାଇଁ ଚାଲିଥିବା ମେଗା ପୁନଃବିକାଶ ପ୍ରକଳ୍ପ ନିର୍ମାଣ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…
ଚତୁର୍ଥ ଦିବସରେ ଅହୋରାତ୍ର ଧାରଣା: ରାଜରାସ୍ତାରେ ହଜାର ହଜାର ଅଧ୍ୟାପକ, ଶିକ୍ଷକ ଓ ଶିକ୍ଷାକର୍ମଚାରୀ
ଭୁବନେଶ୍ୱର: ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସମନ୍ୱୟ ସମିତିର ଆହ୍ୱାନ କ୍ରମେ ଭୁବନେଶ୍ୱର ଗାନ୍ଧୀମାର୍ଗରେ ଚାଲିଥିବା ଅହୋରାତ୍ର ଗଣଧାରଣା ଆଜି ଚତୁର୍ଥ ଦିବସରେ ଉପନୀତ। ତୁହାକୁ ତୁହା ବର୍ଷା, ପ୍ରବଳ ଗୁଳୁଗୁଳି ଓ ଚାଇଁଚାଇଁ ଖରାକୁ ଖାତିର ନକରି ରାଜଧାନୀର ରାଜରାସ୍ତାରେ ହଜାର ହଜାର…
ଆଶୁତୋଷ ପରିଡ଼ା ପାଇବେ ଶାରଳା ପୁରସ୍କାର
ଭୁବନେଶ୍ୱର:ଇଣ୍ଡିଆନ୍ ମେଟାଲ୍ସ ଆଣ୍ଡ୍ ଫେରୋ ଆଲଏଜ୍ ଲି. (ଇମ୍ଫା)ର ସାମାଜିକ ଶାଖା ଇଣ୍ଡିଆନ୍ ମେଟାଲ୍ସ ପବ୍ଲିକ୍ ଚାରିଟେବୁଲ୍ ଟ୍ରଷ୍ଟ୍ (ଇମ୍ପାକ୍ଟ) ପକ୍ଷରୁ ଚଳିତବର୍ଷ ‘ଶାରଳା ପୁରସ୍କାର’ ଓଡ଼ିଆ କବି, ପ୍ରାବନ୍ଧିକ ତଥା ସିଏସ୍ଆଇଆର୍-ଆଇଏମ୍ଏମ୍ଟିର ପୂର୍ବତନ ବୈଜ୍ଞାନିକ ଡ. ଆଶୁତୋଷ…
ଓଡିଶାର ଗର୍ବ: ସେନା ମେଡାଲ ପାଇଁ ମନୋନୀତ ଓଡ଼ିଆ ପୁଅ ମେଜର ସୁଧାଂଶୁ ପାଣି
ଭୁବନେଶ୍ୱର : କଳାହାଣ୍ଡି ଜିଲ୍ଲାରେ ଜନ୍ମ ମେଜର ସୁଧାଂଶୁ ପାଣିଙ୍କୁ ସାହସିକତା ପାଇଁ ପ୍ରତିଷ୍ଠିତ ‘ସେନା ମେଡାଲ (ଗ୍ୟାଲାଣ୍ଟ୍ରି)’ ପୁରସ୍କାର ପାଇଁ ମନୋନୀତ କରାଯାଇଛି। ୨୦୨୫ ସେପ୍ଟେମ୍ବରରେ ଜମ୍ମୁ-କଶ୍ମୀରରେ ହୋଇଥିବା ‘ଅପରେସନ ଗୁଡ୍ଡର’ ସମୟରେ ଲଶ୍କର-ଏ-ତୋଏବାର ଜଣେ ବରିଷ୍ଠ ଆତଙ୍କବାଦୀ…
୫୭ ମାମଲାରେ ନିର୍ଦୋଷ ସାବ୍ୟସ୍ତ ମୁକୁଳିଲେ ମାଓନେତା ଆଜାଦ
ଭୁବନେଶ୍ବର:ବିଶ୍ବହିନ୍ଦୁ ପରିଷଦ ନେତା ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କୁ ହତ୍ୟା, ନୟାଗଡ଼ ଅସ୍ତ୍ରାଗାର ଲୁଟ୍ ଓ ପୁଲିସକୁ ହତ୍ୟା ଭଳି ୫୭ଟି ସଂଗିନ୍ ମାମଲାର ଅଭିଯୁକ୍ତ ମାଓନେତା ଡୁନା କେଶବ ରାଓ ଓରଫ୍ ଆଜାଦ କାରାଗାରରୁ ମୁକୁଳିଛନ୍ତି। ଦୀର୍ଘ ୧୫ବର୍ଷ ଧରି ସେ ବନ୍ଦୀ ଜୀବନ…
ହର୍ମୁଜ ପ୍ରଣାଳୀକୁ ଆମେରିକାର ଭୂଖଣ୍ଡ ଘୋଷଣା କଲେ ଟ୍ରମ୍ପ
ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ଆମେରିକାର ନୂତନ ଭୂଖଣ୍ଡ ଭାବେ ଘୋଷଣା କରିଛନ୍ତି। ଟ୍ରମ୍ପ ନିଜ ସୋସିଆଲ ମିଡିଆ ଆକାଉଣ୍ଟ ‘ଟ୍ରୁଥ ସୋସିଆଲ’ରେ ହର୍ମୁଜ ପ୍ରଣାଳୀର ମାନଚିତ୍ର ପୋଷ୍ଟ କରି ଏହାକୁ ଆମେରିକାର ଭୂଖଣ୍ଡ ଭାବେ ଦର୍ଶାଇଛନ୍ତି। ସେ କହିଛନ୍ତି ଯେ…
ଟ୍ୱିନ୍ ସିଟି ଟ୍ରାଫିକ୍ ସମସ୍ୟାର ସ୍ଥାୟୀ ସମାଧାନ ଓ ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ
ଭୁବନେଶ୍ଵର: ଟ୍ୱିନ୍ ସିଟି ଭୁବନେଶ୍ୱର ଓ କଟକରେ ଦିନକୁ ଦିନ ବୃଦ୍ଧି ପାଉଥିବା ଯାତାୟାତ ସମସ୍ୟାର ସ୍ଥାୟୀ ସମାଧାନ ଏବଂ ସହରଦ୍ୱୟର ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ଏକ ସମୀକ୍ଷା ବୈଠକ କରିଛନ୍ତି। ଅନୁଷ୍ଠିତ ବୈଠକରେ ଟ୍ୱିନ୍ ସିଟିର ଟ୍ରାଫିକ୍…
ବନ୍ୟା ପ୍ରଭାବିତ ଜିଲ୍ଲାକୁ ରେଡକ୍ରସର ରିଲିଫ ସାମଗ୍ରୀ ପଠାଇଲେ ରାଜ୍ୟପାଳ
ଭୁବନେଶ୍ଵର: ବନ୍ୟା ପ୍ରଭାବିତ ଲୋକଙ୍କୁ ସହାୟତା ପହଞ୍ଚାଇବା ଲକ୍ଷ୍ୟରେ ଭାରତୀୟ ରେଡକ୍ରସ ସୋସାଇଟି, ଓଡ଼ିଶା ରାଜ୍ୟ ଶାଖା (IRCS-OSB) ପକ୍ଷରୁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲା ପାଇଁ ପ୍ରଦତ୍ତ ରିଲିଫ ସାମଗ୍ରୀକୁ ମଙ୍ଗଳବାର ଦିନ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି…
ଖୁବ ଶୀଘ୍ର ପୂରଣ ହେବ ହାଇକୋର୍ଟ ବିଚାରପତି ପଦବୀ
ଭୁବନେଶ୍ୱର: ହାଇକୋର୍ଟରେ ବିଚାରପତିଙ୍କ ଅଭାବ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ହାଇକୋର୍ଟରେ ଖାଲି ପଡ଼ିଥିବା ବିଚାରପତି ପଦବୀ ସମ୍ପର୍କରେ ସରକାର ଅବଗତ ଅଛନ୍ତି ଏବଂ ଏହାର ସମାଧାନ ପାଇଁ କେନ୍ଦ୍ର ସହ ଆଲୋଚନା ହୋଇଥିବା ସେ କହିଛନ୍ତି।
ମନ୍ତ୍ରୀଙ୍କ କହିବା…