Browsing Category

ମହାନଗର

ଅଗଷ୍ଟ ୧୭ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଆସନ୍ତା ସୋମବାର ଅଗଷ୍ଟ ୧୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଭୁବନେଶ୍ୱର ୟୁନିଟ ୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଆସନ୍ତା ସୋମବାର ଜନ ଅଭିଯୋଗ ଶୁଣାଣି ବନ୍ଦ…

ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ

କଟକ,ତାରିଖ: ୧୪.୦୮.୨୦୨୬ :ସମାଜରେ ବଢ଼ୁଥିବା ସାଇବର ଅପରାଧର ମୁକାବିଲା କରିବା ସହ ଛାତ୍ରଛାତ୍ରୀ ଓ ଯୁବପିଢ଼ିଙ୍କୁ ସୁରକ୍ଷିତ, ସଚେତନ ଓ ଦାୟିତ୍ୱବାନ ଡିଜିଟାଲ୍ ନାଗରିକ ଭାବେ ଗଢ଼ି ତୋଳିବା ଉଦ୍ଦେଶ୍ୟରେ ଓଡ଼ିଶା ପୋଲିସ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗର ମିଳିତ…

ବିମାନ ବିଳମ୍ବ ନେଇ ଭୁବନେଶ୍ବର ବିମାନ ବନ୍ଦରରେ ଯାତ୍ରୀଙ୍କ ହାଙ୍ଗାମା

ଭୁବନେଶ୍ବର : ଆଜି ସକାଳେ ଭୁବନେଶ୍ବର ବିମାନବନ୍ଦର ଭିତରେ ଯାତ୍ରୀମାନଙ୍କର ହାଙ୍ଗାମା ଦେଖିବାକୁ ମିଳିଛି। ଆଜି ଭୁବନେଶ୍ବରରୁ କୋଲକାତା ଯିବାକୁ ଥିବା ଇଣ୍ଡିଗୋ ବିମାନ ବାତିଲ ହେବାରୁ ଯାତ୍ରୀମାନେ ତାତିଯାଇଥିଲେ। ଫଳରେ ସେଠାରେ ଥିବା ଇଣ୍ଡିଗୋ ବିମାନ କର୍ମଚାରୀଙ୍କୁ ସେମାନେ ଗାଳି କରିବା ସହ…

ସରକାରୀ ଜମିରେ ଗଞ୍ଜେଇ ଚାଷ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ; ୬ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ୱ ସଚିବ

ଭୁବନେଶ୍ୱର: ଓଡ଼ିଶାରେ ସରକାରୀ ଜମିରେ ଅବୈଧ ଗଞ୍ଜେଇ ଚାଷକୁ ସମ୍ପୂର୍ଣ୍ଣ ରୋକିବା ପାଇଁ କ୍ଷେତ୍ରସ୍ତରରେ ନିରନ୍ତର ଓ ସମନ୍ୱିତ ନିରୀକ୍ଷଣ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରାଯିବ। ଏ ସଂକ୍ରାନ୍ତରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ ଓ ଗଜପତି ଜିଲ୍ଲାର କ୍ଷେତ୍ରସ୍ତରୀୟ…

କୋହଳ ହେଲା ଅନୁକମ୍ପାମୂଳକ ନିଯୁକ୍ତି ନିୟମ

ଭୁବନେଶ୍ବର: କାର୍ଯ୍ୟରତ ସମୟରେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ସେମାନଙ୍କ ପରିବାର ସଦସ୍ୟଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ଉଦ୍ଦିଷ୍ଟ ନିୟମକୁ ସରଳ ତଥା କର୍ମଚାରୀ ଅନୁକୂଳ କରାଯାଇଛି। ଏଥିପାଇଁ ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଭୁବନେଶ୍ୱରର ଦୁଇ ପ୍ରମୁଖ କରିଡରରେ ପାଇଲଟ୍ ଭିତ୍ତିରେ ‘ବସ୍ ପ୍ରାଥମିକତା ଲେନ୍’ ପାଇଁ ଯୋଜନା ଆରମ୍ଭ

ଭୁବନେଶ୍ୱର: ସହରାଞ୍ଚଳ ଯାତାୟାତ ବ୍ୟବସ୍ଥାକୁ ଅଧିକ ସୁଦୃଢ଼, ଦକ୍ଷ ଓ ଯାତ୍ରୀ ଅନୁକୂଳ କରିବା ସହ ଜନପରିବହନ ବ୍ୟବସ୍ଥାରେ ଉନ୍ନତି ଆଣିବା ଦିଗରେ ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ଅଧୀନସ୍ଥ କ୍ରୁଟ୍ ପକ୍ଷରୁ ଭୁବନେଶ୍ୱରର ଦୁଇଟି ପ୍ରମୁଖ କରିଡରରେ ପାଇଲଟ୍ ଭିତ୍ତିରେ…

ପୁଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ପୁଲିସ କର୍ମଚାରୀ ପାଇବେ ସମ୍ମାନ

ଭୁବନେଶ୍ୱର: ଘୋଷଣା ହୋଇଛି ପୁଲିସ ସେବା ପୁରସ୍କାର-୨୦୨୬। ଚଳିତ ବର୍ଷ ଓଡ଼ିଶାର ୧୭ ଜଣ ପୁଲିସ ଅଧିକାରୀ ଓ କର୍ମଚାରୀଙ୍କୁ ସେମାନଙ୍କର ଉଲ୍ଲେଖନୀୟ ସେବା, ସାହସିକତା ଓ କର୍ତ୍ତବ୍ୟନିଷ୍ଠା ପାଇଁ ପୁରସ୍କୃତ କରାଯିବ। ଏହି ତାଲିକାରେ ୫ ଜଣଙ୍କୁ ସାହସିକତା ପଦକ, ୨ ଜଣଙ୍କୁ ରାଷ୍ଟ୍ରପତି ପଦକ ଏବଂ…

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ସାକ୍ଷାତ କଲେ ବିଶିଷ୍ଟ ଶିଳ୍ପପତି କରଣ ଆଦାନୀ

ଭୁବନେଶ୍ୱର: ବିଶିଷ୍ଟ ଶିଳ୍ପପତି କରଣ ଆଦାନୀ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଶିଳ୍ପ ଓ ନିବେଶ ସମ୍ପର୍କିତ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ବୈଠକରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ଅଧିକାରୀମାନେ ମଧ୍ୟ…

ଉତ୍କଳ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେଲା ‘ବିକଶିତ ଭାରତ ଯୁବ କନେକ୍ଟ’ ଓ ‘ନିଶାମୁକ୍ତ ଯୁବ’ କାର୍ଯ୍ୟକ୍ରମ 

ଭୁବନେଶ୍ୱର, ୧୨ ଅଗଷ୍ଟ (କୃଷ୍ଣ କୁମାର ମହାନ୍ତି):ଉତ୍କଳ ବିଶ୍ୱବିଦ୍ୟାଳୟର ଏନ୍.ଏସ୍.ଏସ୍. ବ୍ୟୁରୋ ପକ୍ଷରୁ ‘ବିକଶିତ ଭାରତ ଯୁବ କନେକ୍ଟ’ ଏବଂ ‘ନିଶାମୁକ୍ତ ଯୁବ - ବିକଶିତ ଭାରତ’ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି ସଭାରେ ବିଶ୍ୱବିଦ୍ୟାଳୟର ପି.ଜି. କାଉନ୍ସିଲ୍ ଅଧ୍ୟକ୍ଷ…