Browsing Category

ମହାନଗର

ବଢ଼ିଲା ଛେନା, ପନିର୍ ଦର

ଭୁବନେଶ୍ୱର : କ୍ଷୀର ଦର ବୃଦ୍ଧି ଯୋଗୁଁ ଛେନା ଓ ପନିର୍ ଦର ବୃଦ୍ଧି ହୋଇଛି। ଏନେଇ ଭୁବନେଶ୍ବର ଦୁଗ୍ଧଜାତୀୟ ବ୍ୟବସାୟୀ ସୁରକ୍ଷା ସଂଘ ପକ୍ଷରୁ ଅତିରିକ୍ତ ଜିଲାପାଳଙ୍କୁ ଲିଖିତ ଭାବେ ଅବଗତ କରାଯାଇଥିବା ବେଳେ ବିଭିନ୍ନ ବ୍ୟବସାୟୀ ତଥା ମିଷ୍ଟାନ୍ନ ଦୋକାନକୁ ସୂଚିତ କରାଯାଇଛି। ଆସନ୍ତା ୧୫…

ସଡ଼କ ସୁରକ୍ଷା ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ; ୧୦,୯୮୮ ଇ-ଚାଲାଣ, ୨୮ ଗାଡ଼ି ଜବତ

ଭୁବନେଶ୍ୱର: ସଡ଼କ ସୁରକ୍ଷା ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ପରିବହନ ବିଭାଗ ପକ୍ଷରୁ ଯାଞ୍ଚ ଜୋରଦାର କରାଯାଇଛି। ଅଗଷ୍ଟ ୧୧ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ଯାଞ୍ଚ ସମୟରେ ମୋଟ ୧୦,୯୮୮ଟି ଇ-ଚାଲାଣ କଟାଯାଇଥିବା ବେଳେ ୨୮ଟି ଗାଡ଼ି ଜବତ କରାଯାଇଛି। ଏହି ଯାଞ୍ଚରେ ବିନା ହେଲମେଟ୍‌ରେ…

ପୁରୀ ଗୋବର୍ଦ୍ଧନ ପୀଠ ଓ ସ୍ୱର୍ଗଦ୍ୱାର ବେଳାଭୂମିର ଉନ୍ନତିକରଣ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ଭୁବନେଶ୍ୱର : ୧୨ ଅଗଷ୍ଟ ୨୦୨୬ ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନ ଠାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ପୁରୀର ଆଧ୍ୟାତ୍ମିକ…

ଓଡିଶା ବିଧାନସଭାର ବିଭାଗୀୟ ସ୍ଥାୟୀ କମିଟି – ୭ ର ସଦସ୍ୟମାନଙ୍କ ତାମିଲନାଡ଼ୁ ଗସ୍ତ

ଭୁବନେଶ୍ୱର: ଓଡିଶା ବିଧାନସଭାର ବିଭାଗୀୟ ସ୍ଥାୟୀ କମିଟି – ୭ ର ଅଧ୍ୟକ୍ଷ ସୁଧୀର ରଂଜନ ପାଟ୍ଟଯୋଶୀଙ୍କ ଅଧ୍ୟକ୍ଷତାରେ ୭ ଜଣିଆ କମିଟିର ସଦସ୍ୟମାନେ ଅଗଷ୍ଟ ୬ରୁ ତେଲେଙ୍ଗାନା ଓ ତାମିଲନାଡ଼ୁ ରାଜ୍ୟ ଗସ୍ତରେ ଯାଇଛନ୍ତି। ଷ୍ଟାଣ୍ଡିଂ କମିଟିର ସଦସ୍ୟ ତୁଷାରକାନ୍ତି ବେହେରା, ଟଙ୍କଧର ତ୍ରୀପାଠୀ,…

ଅର୍ଥ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ପୁଞ୍ଜିବ୍ୟୟ ଆହୁରି ବୃଦ୍ଧି କରିବାକୁ ଦେଲେ ପରାମର୍ଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଅର୍ଥ ବିଭାଗର ସମୀକ୍ଷା କରି ରାଜସ୍ୱ ଆଦାୟ ବ୍ୟବସ୍ଥାକୁ ଆହୁରି ଦକ୍ଷ କରିବା ସହିତ ପୁଞ୍ଜି ଓ କାର୍ଯ୍ୟକ୍ରମ ବ୍ୟୟକୁ ଆହୁରି ବୃଦ୍ଧି କରିବା ନିମନ୍ତେ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର…

ତ୍ରିରଙ୍ଗା ଯାତ୍ରାରେ ଛାତ୍ରଛାତ୍ରୀଙ୍କୁ ସାମିଲ ନେଇ ମାନବାଧିକାର କମିଶନଙ୍କ ନିକଟରେ ଅଭିଯୋଗ କଲା କଂଗ୍ରେସ

ଭୁବନେଶ୍ୱର: 10 ଅଗଷ୍ଟ 26 ମୁଖ୍ୟମନ୍ତ୍ରୀଙ୍କ ତ୍ରିରଙ୍ଗା ଶୋଭାଯାତ୍ରାରେ ତିନି ଗୋଟି ସ୍କୁଲ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡ଼ିବା ବିଷୟକୁ ନେଇ କଂଗ୍ରେସ ଭବନଠାରେ ଏକ ପ୍ରେସ ବିବୃତ୍ତି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ଓପିସିସି ମୁଖପାତ୍ର ଆଡ଼ଭୋକେଟ ଲଲାଟେନ୍ଦୁ ଦାସ କହିଛନ୍ତି ଯେ,…

ସୁନୀଲ ଡ୍ୟାନ୍ସ ଏକାଡେମୀର ୧୬ତମ ବାର୍ଷିକ ଉତ୍ସବ ଶିକ୍ଷା ସହିତ ସହଶିକ୍ଷା କାର୍ଯ୍ୟକଳାପ ଶିଶୁଙ୍କ ସାମଗ୍ରିକ ବିକାଶରେ…

ଭୁବନେଶ୍ୱର, ୧୧/୦୮:ଶୈଳେଶ୍ରୀବିହାର, ଚନ୍ଦ୍ରଶେଖରପୁର ସ୍ଥିତ ସୁନୀଲ ଡ୍ୟାନ୍ସ ଏକାଡେମୀର ୧୬ତମ ବାର୍ଷିକ ଉତ୍ସବ ନିକଟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରସ୍ଥିତ ଉତ୍କଳ ରଙ୍ଗମଞ୍ଚଠାରେ ଆଡ଼ମ୍ବରପୂର୍ଣ୍ଣ ଭାବେ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଭୁବନେଶ୍ୱର ମହାନଗର ନିଗମର …

ସ୍ୱାଧୀନତା ଦିବସ ପାଇଁ ବଡ଼ ପ୍ରସ୍ତୁତି: ଜାଣନ୍ତୁ କିଏ କେଉଁଠି କରିବେ ପତାକା ଉତ୍ତୋଳନ

ଭୁବନେଶ୍ୱର: ଆସନ୍ତା ସ୍ୱାଧୀନତା ଦିବସକୁ ନେଇ ସାରା ରାଜ୍ୟରେ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ରାଜଧାନୀ ଭୁବନେଶ୍ୱରଠାରୁ ଆରମ୍ଭ କରି ସମସ୍ତ ଜିଲ୍ଲା ମୁଖ୍ୟାଳୟରେ ଆୟୋଜିତ ହେବ ସ୍ୱାଧୀନତା ଦିବସ ସମାରୋହ। ଏନେଇ ସରକାରଙ୍କ ପକ୍ଷରୁ ଜିଲ୍ଲାୱାରୀ କାର୍ଯ୍ୟକ୍ରମ ସହ ମନ୍ତ୍ରୀମାନଙ୍କ ଦାୟିତ୍ୱ…