Sign in
Sign in
Recover your password.
A password will be e-mailed to you.
Browsing Category
ମହାନଗର
ଅମୃତକାଳ ପାଇଁ ମୂଳଦୁଆ ପକାଇବ ଚଳିତ ବର୍ଷ ବଜେଟ୍: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
ଭୁବନେଶ୍ଵର: ଅମୃତକାଳ ପାଇଁ ମୂଳଦୁଆ ପକାଇବ ଚଳିତ ବର୍ଷ ବଜେଟ। ଭୁବନେଶ୍ଵରରେ ବଜେଟ ପରବର୍ତ୍ତୀ ଆଲୋଚନାଚକ୍ରରେ ଯୋଗ ଦେଇ ଏହା କହିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଅର୍ଥମନ୍ତ୍ରୀ କହିଛନ୍ତି, ୨୦୨୩-୨୪ ବଜେଟ ଅମୃତକାଳର ପ୍ରଥମ ବଜେଟ। ଏଥିରେ କ୍ୟାପିଟାଲ ଇନଭେଷ୍ଟମେଣ୍ଟ ପାଇଁ…
ସଡ଼କ ସୁରକ୍ଷାରେ ଓଡ଼ିଶାକୁ ୬୭% ମାର୍କ
ଭୁବନେଶ୍ବର : ସୁପ୍ରିମକୋର୍ଟ ସଡ଼କ ସୁରକ୍ଷା କମିଟିର ସଚିବ ସଞ୍ଜୟ ମିତ୍ତଲଙ୍କ ନେତୃତ୍ବରେ ଏକ ଟିମ୍ ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ଆଜି ଲୋକସେବା ଭବନରେ ମୁଖ୍ୟସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ରାଜ୍ୟ ସରକାର ସଡ଼କ ସୁରକ୍ଷା ନେଇ କି…
ଅତ୍ୟାଚାର ମୋ ଉପରେ ହେବ, ମୁଁ କାହିଁକି କ୍ଷମା ମାଗିବି? : ଜୟନାରାୟଣ ମିଶ୍ର
ଭୁବନେଶ୍ବର: ବିଜେଡି ନେତା ଅରୁପ ପଟ୍ଟନାୟକଙ୍କ ଧମକ ପରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ବରିଷ୍ଠ ବିଜେପି ନେତା ଜୟନାରାୟଣ ମିଶ୍ର କହିଛନ୍ତି, ଅରୁପ ପଟ୍ଟନାୟକ ବ୍ୟବହାର ଜାଣି ନାହାନ୍ତି। ତୁ ତା କରି ବ୍ୟବହାର କରୁଛନ୍ତି। କେମିତି ବ୍ୟବହାର କରଯାଏ, ସେ ଜାଣି…
ଚାଷ ଓ ଚାଷୀର ଉନ୍ନତି ମୋ ସରକାରର ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାମ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଭୁବନେଶ୍ୱରରେ ‘କୃଷି ଓଡ଼ିଶା’ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଛରେ ପାଣି ଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଛୋଟ ଗଛ ପ୍ରଦାନ କରାଯାଇଥିଲା। ଆଜିଠାରୁ ତିନି…
କଂଗ୍ରେସରେ ଯୋଗଦେଲେ ପ୍ୟାରୀ ମହାପାତ୍ରଙ୍କ ଝିଅ
ଭୁବନେଶ୍ବର : ପୂର୍ବତନ ସାଂସଦ ସ୍ବର୍ଗତ ପ୍ୟାରୀମୋହନ ମହାପାତ୍ରଙ୍କ ଝିଅ ସିକ୍ତା ପତି ବୁଧବାର ଦିନ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। ପ୍ୟାରୀେମାହନଙ୍କ ମୃତ୍ୟୁର କିଛି ମାସ ପରେ ସିକ୍ତା ବିଜେଡିରେ ମିଶିଥିବାବେଳେ ବୁଧବାର ଦିନ ସେ ବିଜେଡି ଛାଡ଼ି କଂଗ୍ରେସରେ ମିଶିଛନ୍ତି।…
୧୦ ଜିଲ୍ଲାରେ ହେବ ଘନ କୁହୁଡ଼ି
ଭୁବନେଶ୍ବର : ୧୬ ଓ ୧୭ ତାରିଖରେ ଉପକୂଳବର୍ତ୍ତୀ ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ୧୬ ତାରିଖରେ କଟକ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଖୋର୍ଦ୍ଧା ଓ ଢେଙ୍କାନାଳ ଏବଂ ୧୭ ତାରିଖ ଭୋର ସମୟରେ ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ,…
ସଫ୍ଟୱେର୍ ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀଙ୍କ ଆତ୍ମହତ୍ୟା ମାମଲା: ବୟଫ୍ରେଣ୍ଡ ସୌମ୍ୟଜିତ୍ ଗିରଫ
ଭୁବନେଶ୍ୱର: ସଫ୍ଟୱେର୍ ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀଙ୍କ ଆତ୍ମହତ୍ୟା ମାମଲାରେ ବୟଫ୍ରେଣ୍ଡ ସୌମ୍ୟଜିତ୍ ମହାପାତ୍ର ଗିରଫ ହୋଇଥିବାର ଖବର ମିଳିଛି। ବିଳମ୍ବିତ ରାତିରେ ସମ୍ବଲପୁର ବଂଶୀଧରନଗରସ୍ଥିତ ଘରୁ ସୌମ୍ୟଜିତକୁ ଉଠାଇଥିଲା କମିଶନରେଟ୍ ପୁଲିସ। ଆଉ କିଛି ସମୟ ପରେ ପୁଲିସ…
ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି: ରାଜଭବନ ସମ୍ମୁଖରେ ବିଜେପିର ବିକ୍ଷୋଭ ପ୍ରଦର୍ଶନ
ଭୁବନେଶ୍ବର: ମନ୍ତ୍ରୀ ନବ ଦାସ ହତ୍ୟା ଘଟଣା ଏବଂ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ନେଇ ରାଜଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛି ବିଜେପି। ମୁଖ୍ୟମନ୍ତ୍ରୀ ଗାଦି ଛାଡ଼, ମନ୍ତ୍ରୀ ହତ୍ୟାକାରୀ ମୁଖ୍ୟମନ୍ତ୍ରୀ ଲେଖାଥିବା ପ୍ଲାକାର୍ଡ ଧରି ଧାରଣାରେ ବସିଛନ୍ତି ବିଜେପି ନେତା ଓ କର୍ମୀ । ଦଳ…
ଆନ୍ତର୍ଜାତିକ ଶୋଭନୀୟ ଉତ୍ସବ-୨୦୨୩ ଆୟୋଜିତ
ଉଦୟଗିରି / ଭୁବନେଶ୍ୱର: ଆଜିର ସମାଜରେ ଅଶୋଭନୀୟତା, ଅସହିଷ୍ଣୁତା ଏବଂ ଅସାମାଜିକତାର ମାତ୍ରାଧିକ ବୃଦ୍ଧି ନେଇ ଘୋର ଉଦ୍ବେଗ ପ୍ରକାଶ କରାଯାଇଛି । ଏହି ପୃଷ୍ଠଭୂମିରେ ଆନ୍ତର୍ଜାତିକ ସ୍ତରରେ ଶୋଭନୀୟ ଆନ୍ଦୋଳନର ପ୍ରଚାର, ପ୍ରସାର ଓ ଏନେଇ ସଚେତନତାର ପ୍ରାସଙ୍ଗିକତା ଓ ଆବଶ୍ୟକତା ଯଥେଷ୍ଟ…
ନବମ ଶ୍ରେଣୀରେ ପଢ଼ୁଥିବା ଦୁଇ ଭାଇଙ୍କ ପ୍ରଶଂସନୀୟ ପ୍ରୟାସ
କଟକ: ମୋମୋ ଓ ସୁପ୍ ବ୍ୟବସାୟ କରୁଛନ୍ତି ନବମ ଶ୍ରେଣୀର ଛାତ୍ର ତଥା ଦୁଇ ଭାଇ ଦର୍ଶିନୀ ପ୍ରଧାନ ଓ ଧ୍ରୁବ ପ୍ରଧାନ। ପାଠପଢ଼ା ବଜାୟ ରଖିବା ସହ ଦୁଇ ପଇସା ରୋଜଗାର କରି ନିଜ ମା’ଙ୍କୁ ସହାୟତା କରିବା ପାଇଁ ଅଣ୍ଟା ଭିଡ଼ିଛନ୍ତି ଏହି ଦୁଇ ଭାଇ। ନିଜ ସଞ୍ଚୟ ଅର୍ଥରୁ ପ୍ରଥମ କରି ଏହି ମୋମୋ ଓ…