Browsing Category

ମହାନଗର

ନିବେଶର ନୂଆ ଦିଗନ୍ତ: ଦିଲ୍ଲୀରୁ ଓଡ଼ିଶାକୁ ୬୬,୩୯୨ କୋଟିର ପୁଞ୍ଜିନିବେଶ ପ୍ରସ୍ତାବ, ୫୪ ହଜାରରୁ ଅଧିକ ନିଯୁକ୍ତି ଆଶା

ଭୁବନେଶ୍ୱର: ଶିଳ୍ପ ଓ ନିବେଶ କ୍ଷେତ୍ରରେ ଓଡ଼ିଶା ପାଇଁ ଆସିଛି ବଡ଼ ସଫଳତା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂଆଦିଲ୍ଲୀରେ ଆୟୋଜିତ ଦୁଇଦିନିଆ ନିବେଶ ଅଭିଯାନ ଶନିବାର ଶେଷ ହୋଇଛି। ଏହି ଅଭିଯାନରେ ଶିଳ୍ପ ଜଗତରୁ ମିଳିଛି ବିପୁଳ ସକାରାତ୍ମକ ପ୍ରତିକ୍ରିୟା। ଦୁଇ ଦିନରେ ମୋଟ…

ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପବିତ୍ର ଅଗଷ୍ଟ କ୍ରାନ୍ତି ଦିବସ ଅବସରରେ ଭୁବନେଶ୍ୱରଠାରେ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନର ଐତିହାସିକ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ। ଏହି ଅବସରରେ ଅଗଷ୍ଟ ୯ ରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ପ୍ରତ୍ୟେକ ଗ୍ରାମ, ପଞ୍ଚାୟତ, ସହର, ଘର,…

ଜଣେ ଶିକ୍ଷକ ଥିବା ସ୍କୁଲରେ ତୁରନ୍ତ ଅତିରିକ୍ତ ଶିକ୍ଷକ ନିଯୁକ୍ତି ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ଜଣେ ଶିକ୍ଷକ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ଅତିରିକ୍ତ ଶିକ୍ଷକଙ୍କୁ ତୁରନ୍ତ ନିଯୁକ୍ତି ଦେବା ପାଇଁ ଓଡ଼ିଶା ସରକାର ସମସ୍ତ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶନାମା ଅନୁଯାୟୀ…

‘ସପ୍ତାହକୁ ଥରେ ହାତବୁଣା ବସ୍ତ୍ର ପିନ୍ଧ’ ; ରାଜ୍ୟସ୍ତରୀୟ ହସ୍ତତନ୍ତ ଦିବସରେ ରାଜ୍ୟପାଳଙ୍କ ଆହ୍ବାନ

ଭୁବନେଶ୍ୱର : ହସ୍ତତନ୍ତକୁ ଜୀବନଶୈଳୀର ଅଂଶ କରିବା ସହ ସପ୍ତାହକୁ ଅନ୍ତତଃ ଥରେ ହାତବୁଣା ବସ୍ତ୍ର ପରିଧାନ କରି ବୁଣାକାରଙ୍କୁ ସମର୍ଥନ ଦେବା ପାଇଁ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ରାଜ୍ୟବାସୀଙ୍କୁ ଆହ୍ୱାନ ଜଣାଇଛନ୍ତି। ଭୁବନେଶ୍ୱରସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଦ୍ୱାଦଶ…

ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷାମନ୍ତ୍ରୀଙ୍କ ତ୍ରୟୋଦଶ ବୈଠକ

ଭୁବନେଶ୍ଵର : ବ୍ରିକ୍ସ ସହଯୋଗରେ ଜନ କୈନ୍ଦ୍ରିକ ଏବଂ ମାନବତା ପ୍ରଥମ ଆଭିମୁଖ୍ୟ ପାଇଁ ଭାରତର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ। ଶ୍ରୀ ଯୋଶୀ ଆଜି ଭୁବନେଶ୍ୱରରେ ଅନୁଷ୍ଠିତ ବ୍ରିକ୍ସ ଶିକ୍ଷାମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକରେ ଅଧ୍ୟକ୍ଷତା କରିଥିଲେ।…

ଏଣିକି ମୁଖ୍ୟରାସ୍ତା କଡରେ ନିର୍ମାଣ ହେବ ଯାତ୍ରୀ ସୁବିଧା କେନ୍ଦ୍ର, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଲେ ସମୀକ୍ଷା

ଭୁବନେଶ୍ବର: ଏଣିକି ଜାତୀୟ ରାଜପଥ, ଏକ୍ସପ୍ରେସ୍‌ୱେ, ରାଜ୍ୟ ରାଜପଥ ଏବଂ ଜିଲ୍ଲା ମୁଖ୍ୟ ସଡ଼କର ପ୍ରତି ୫୦ କିଲୋମିଟର ଅନ୍ତରରେ ୱେ-ସାଇଡ୍ ଆମିନିଟିସ୍ ସେଣ୍ଟର (ସଡ଼କ ପାର୍ଶ୍ୱ ସୁବିଧା କେନ୍ଦ୍ର) ପ୍ରତିଷ୍ଠା ହେବ। ଏ ନେଇ ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଛି…

ବରିଷ୍ଠ ଅଧିକାରୀବୃନ୍ଦଙ୍କ ସହିତ ଉଚ୍ଚସ୍ତରୀୟ ବୈଠକ କଲେ ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ଲୋକସେବା ଭବନଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କର ବରିଷ୍ଠ ଅଧିକାରୀବୃନ୍ଦଙ୍କ ସହିତ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି। ସାମ୍ପ୍ରତିକ ବନ୍ୟା ପରିସ୍ଥିତିର ପରିଚାଳନା ସମ୍ପର୍କରେ ବିସ୍ତୃତ…

ଅଗଷ୍ଟ ୧୦ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର:ଆସନ୍ତା ସୋମବାର ଅଗଷ୍ଟ ୧୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଭୁବନେଶ୍ୱର ୟୁନିଟ ୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଆସନ୍ତା ସୋମବାର ଜନ ଅଭିଯୋଗ ଶୁଣାଣି ବନ୍ଦ…

ବିପର୍ଯ୍ୟୟ ପରିଚାଳନା ଭିତ୍ତିଭୂମି ସୁଦୃଢ଼ ପାଇଁ ପଦକ୍ଷେପ ;

ଭୁବନେଶ୍ୱର : ପାଣିପାଗ ଏବଂ ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ଅତ୍ୟାଧୁନିକ ଜ୍ଞାନକୌଶଳ ପ୍ରୟୋଗ ମାଧ୍ୟମରେ ବିପର୍ଯ୍ୟୟ ପରିଚାଳନା ଭିତ୍ତିଭୂମି ସୁଦୃଢ଼ କରିବା ନିମନ୍ତେ ରାଜ୍ୟ ସରକାର ଉଦ୍ୟମରତ ଅଛନ୍ତି। ରାଜ୍ୟରେ ପାଣିପାଗ ସ୍ଥିତି ଜାଣିବା ପାଇଁ ୫୭୩କି.ମି ଉପକୂଳ ଅଞ୍ଚଳରେ ୧୨୨ଟି…

କୁଆଖାଇ ନଦୀରେ ୨ ଯୁବକ ଭାସିଯିବା ଘଟଣା, ଜଣଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର : ପୁଣି ନଦୀରେ ବୁଡି ଚାଲିଗଲା ଜୀବନ। କୁଆଖାଇ ନଦୀରେ ଭାସି ଯାଇଥିବା ୨ ଯୁବକଙ୍କ ମଧ୍ୟରୁ ମିଳିଲା ଜଣଙ୍କ ମୃତଦେହ। ମିଳିଥିବା ଖବର ଅନୁଯାୟୀ, ୪ ଜଣ ସାଙ୍ଗ ଗାଧୋଉଥିବା ବେଳେ ବାଲିଆନ୍ତା ସତ୍ୟଭାମାପୁର ପଞ୍ଚାୟତ ଇନ୍ଦ୍ରପାଳ ସାଇମନ୍ଦିର ନିକଟରେ ୨ ଜଣ ଭାସି ଯାଇଥିଲେ। ଖବର ପାଇବା…