Browsing Category

ମହାନଗର

କିଶୋର ଦ୍ବିବେଦୀଙ୍କୁ କଳିଙ୍ଗ ସମ୍ମାନ-୨୦୨୬ ପ୍ରଦାନ

ଭୁବନେଶ୍ୱର : କଳିଙ୍ଗ ମିଡ଼ିଆ ସର୍ଭିସେସ ପକ୍ଷରୁ ବିଶିଷ୍ଟ ସାମ୍ବାଦିକ ଓ ୱାର୍ଲଡ଼ ଓଡିଶା ସୋସାଇଟିର ଅଧ୍ୟକ୍ଷ କିଶୋର ଦ୍ବିବେଦୀଙ୍କୁ ସାମ୍ବାଦିକତା କ୍ଷେତ୍ରରେ ଜୀବନ ବ୍ୟାପି ଅବଦାନ ପାଇଁ କଳିଙ୍ଗ ସମ୍ମାନ-୨୦୨୬ ପ୍ରଦାନ କରାଯାଉଛି। ଭୁବନେଶ୍ୱରର ଜୟଦେବ ଭବନ ଠାରେ ସମ୍ପାଦକ ଡ଼ଃ…

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

ଭୁବନେଶ୍ୱର: ପ୍ରଥମ ଶ୍ରେଣୀ ପାଠ୍ୟପୁସ୍ତକକୁ ନେଇ ଉଠିଥିବା ବିବାଦ ମଧ୍ୟରେ ଗଣଶିକ୍ଷା ମନ୍ତ୍ରୀ ତ୍ରୁଟି ଅଭିଯୋଗକୁ ଖଣ୍ଡନ କରିଛନ୍ତି। ବହିରେ ଯେଉଁ ଭୁଲ ଥିବା କଥା ପ୍ରଚାର ହେଉଛି, ସେପରି କୌଣସି ତ୍ରୁଟି ହୋଇନଥିବା ସେ ସ୍ପଷ୍ଟ କରିଛନ୍ତି। ମନ୍ତ୍ରୀ କହିଛନ୍ତି, ପିଲାମାନଙ୍କୁ ଖୁବଶୀଘ୍ର…

ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଛତିଶଗଡ଼ର ରାଜ୍ୟପାଳ

ଭୁବନେଶ୍ୱର: ଛତିଶଗଡ଼ର ରାଜ୍ୟପାଳ ରମେନ ଡେକା ଗୁରୁବାର ଲୋକ ଭବନରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଉଭୟଙ୍କ ମଧ୍ୟରେ ଆନ୍ତଃରାଜ୍ୟ ସହଯୋଗ, ପାରସ୍ପରିକ ବିକାଶ ଏବଂ ଉଭୟ ରାଜ୍ୟର ସାଧାରଣ ସ୍ୱାର୍ଥ ସହ ଜଡ଼ିତ ବିଭିନ୍ନ ପ୍ରସଙ୍ଗ ଉପରେ ମତବିନିମୟ…

‘ଅଗ୍ନି-୪’ ବାଲିଷ୍ଟିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ଭୁବନେଶ୍ଵର: ଅଗଷ୍ଟ ୬ ତାରିଖ ୨୦୨୬ରେ ଓଡ଼ିଶାର ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେଞ୍ଜରୁ ମଧ୍ୟମ ଦୂରଗାମୀ ବାଲିଷ୍ଟିକ କ୍ଷେପଣାସ୍ତ୍ର ‘ଅଗ୍ନି-୪’ର ସଫଳ ପରୀକ୍ଷଣ କରାଯାଇଛି। ଏହି ପରୀକ୍ଷଣ ସମସ୍ତ କାର୍ଯ୍ୟକ୍ଷମ ଓ ବୈଷୟିକ ମାନଦଣ୍ଡକୁ ପ୍ରମାଣିତ କରିଥିଲା। ଏହି ପରୀକ୍ଷଣ…

ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଓଡିଶାକୁ ରେଡ୍ ୱାର୍ଣ୍ଣିଂ ଜାରି କଲା ଭାରତୀୟ ପାଣିପାଗ ବିଭାଗ

ଭୁବନେଶ୍ୱର : ପୁଣି ବୁଡାଇବ, ବର୍ଷିବ। ଅତିପ୍ରବଳ ବର୍ଷା ନେଇ ଓଡିଶାକୁ ରେଡ୍ ୱାର୍ଣ୍ଣିଂ ଜାରି କଲା ଭାରତୀୟ ପାଣିପାଗ ବିଭାଗ। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ କେନ୍ଦ୍ରୀଭୂତ ରହିଛି।…

୫୫.୬୯ ଲକ୍ଷ ଠକେଇ, ୨ଯନ୍ତ୍ରୀ, ଜଣେ ଠିକାଦାର ଗିରଫ

ଭୁବନେଶ୍ୱର : ଭିଜିଲାନ୍ସର ବଡ ଆକ୍ସନ। ପାରଳାଖେମୁଣ୍ଡି ପଟ୍ଟନାୟକ ଟ୍ୟାଙ୍କ ପୁନରୁଦ୍ଧାର କାର୍ଯ୍ୟରେ ପ୍ରାୟ ୫୫ ଲକ୍ଷ ୬୯ ହଜାର ଟଙ୍କାର ହେରଫେର ଅଭିଯୋଗରେ ପୂର୍ବତନ ଜୁନିୟର ଇଞ୍ଜିନିୟର ଡି.ଯୁଧିଷ୍ଠିର, ସହକାରୀ ଯନ୍ତ୍ରୀ ସଞ୍ଜୀବ ଚମ୍ପତି ଏବଂ ଠିକାରଦାର ସୁରେନ୍ଦ୍ର ପାଣିଗ୍ରାହୀଙ୍କୁ ଗିରଫ…

ଜିଓର ଓଡ଼ିଶାର ବନ୍ୟା ପ୍ରଭାବିତ ଅଞ୍ଚଳରେ ଭରସାଯୋଗ୍ୟ ଟେଲିକମ୍ ନେଟୱାର୍କ ଜାରି

ଭୁବନେଶ୍ୱର: ଓଡ଼ିଶାର ବନ୍ୟା ପ୍ରଭାବିତ ଅଞ୍ଚଳର ଲକ୍ଷ ଲକ୍ଷ ଲୋକଙ୍କ ସୁବିଧା ପାଇଁ ରିଲାଏନ୍ସ ଜିଓ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଟେଲିକମ୍ ନେଟୱାର୍କ ବଜାୟ ରଖିବା ଦିଗରେ ବ୍ୟାପକ ପଦକ୍ଷେପ ଓ ନିରନ୍ତର କାର୍ଯ୍ୟ ଜରିଆରେ ଲକ୍ଷ ଲକ୍ଷ ଗ୍ରାହକଙ୍କ ଯୋଗାଯୋଗ ସଂଯୋଗକୁ ସୁନିଶ୍ଚିତ କରିଛି।…

ଆଜିଠୁ୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟକୁ ଅଧିକ ଶିଳ୍ପ ନିବେଶ ଆକର୍ଷିତ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ତିନି ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଏହି ଗସ୍ତ ଅବସରରେ ସେ ଓଡ଼ିଶା ଫୁଡ୍ ପ୍ରୋସେସିଂ–୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍ ଶୋରେ ଯୋଗଦେବା ସହ ବିଭିନ୍ନ ଶିଳ୍ପ ସଂସ୍ଥାର…

ବ୍ରିକ୍ସ ଶିକ୍ଷାମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ଅନ୍ତର୍ଜାତୀୟ ପ୍ରତିନିଧି

ଭୁବନେଶ୍ୱର: ଚଳିତ ବର୍ଷ ଭାରତ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀର ଅଧ୍ୟକ୍ଷତା କରୁଛି। ଏହି କ୍ରମରେ ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷାମନ୍ତ୍ରୀମାନଙ୍କର ତ୍ରୟୋଦଶ ବୈଠକ ଏବଂ ତୃତୀୟ ବ୍ରିକ୍ସ ବରିଷ୍ଠ ଅଧିକାରୀମାନଙ୍କର ବୈଠକ ଅନୁଷ୍ଠିତ ହେଉଛି। ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ହେଉଥିବା ୫ରୁ ୭…

ଓଡ଼ିଶାର ସମସ୍ତ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଓ ସରକାରଙ୍କୁ ଦାବିପତ୍ର ପ୍ରଦାନ

ଭୁବନେଶ୍ୱର: ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ଆହ୍ୱାନରେ ସମସ୍ତ ସାମିଲ ସଂଗଠନର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀମାନଙ୍କର ଅନେକ ଅସମାହିତ ସମସ୍ୟାର ସମାଧାନ ଲାଗି ପ୍ରସ୍ତୁତ ଦାବିପତ୍ରକୁ ଆଜି ରାଜ୍ୟର ସମସ୍ତ ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବି.ଡି.ଓ.)…