Browsing Category

ମହାନଗର

ନୀଳକଣ୍ଠ ଦାସ ଥିଲେ ବହୁମୁଖୀ ବ୍ୟକ୍ତିତ୍ୱର ଆଗ୍ନେୟ ତଥା ପ୍ରଜ୍ଞାଦୀପ୍ତ ପ୍ରତିଭା

ଭୁବନେଶ୍ୱର ତା 05/08/26: ପୁଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ, ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ସଂସ୍କୃତି ବିଭାଗ ତଥା ବିଜେଡି ସାଂସ୍କୃତିକ ସାମୁଖ୍ୟ ପକ୍ଷରୁ ସ୍ଥାନୀୟ ମହାଡାକପାଳ ଛକ ନିକଟ ମହାନ ସ୍ୱାଧୀନତା ସଂଗ୍ରାମୀ, ପ୍ରାକ୍ତନ ବାଚସ୍ପତି, ସମାଜ ସାମ୍ବାଦିକ, ସମ୍ବିଧାନ…

ଓଡ଼ିଶା ସରକାରଙ୍କ ଓୟୁଏଟି ପିଜି ଓ ପିଏଚ୍.ଡି ଛାତ୍ରଛାତ୍ରୀଙ୍କ ପାଇଁ ଷ୍ଟାଇପେଣ୍ଡ ଘୋଷଣା

ଭୁବନେଶ୍ୱର: ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣାକୁ ଆଗକୁ ନେବା ପାଇଁ ଓଡ଼ିଶା ସରକାରଙ୍କ କୃଷି ବିଭାଗ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ପିଜି ଏବଂ ପିଏଚ୍.ଡି ଛାତ୍ରଛାତ୍ରୀଙ୍କ ପାଇଁ ମାସିକ ଭତ୍ତା (Stipend) ଘୋଷଣା କରାଯାଇଛି। ଉପମୁଖ୍ୟମନ୍ତ୍ରୀ…

ଓଡ୍ରାଫ୍ (ODRAF) ହେବ SDRF, ଜାତୀୟ ଢାଞ୍ଚାରେ ସୁଦୃଢ଼ ହେବ ରାଜ୍ୟର ବିପର୍ଯ୍ୟୟ ମୁକାବିଲା ବାହିନୀ

ଭୁବନେଶ୍ୱର: ଓଡ଼ିଶାର ବିପର୍ଯ୍ୟୟ ମୁକାବିଲା ବ୍ୟବସ୍ଥାକୁ ଆହୁରି ଅଧିକ ଶକ୍ତିଶାଳୀ ଏବଂ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନିଆଯାଇଛି। ରାଜ୍ୟର ଅଗ୍ରଣୀ ଉଦ୍ଧାରକାରୀ ଦଳ ‘ଓଡ୍ରାଫ୍’ (Odisha Disaster Rapid Action Force – ODRAF) କୁ ଏବେ ‘ଏସଡିଆରଏଫ୍’ (State Disaster…

ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

ଭୁବନେଶ୍ୱର, ୪ ଅଗଷ୍ଟ: ସାଇବର ଅପରାଧର ସଠିକ ମୁକାବିଲା, ଡିଜିଟାଲ ଫରେନ୍ସିକ୍ସରେ ଦକ୍ଷତା ବୃଦ୍ଧି ଏବଂ ବୈଜ୍ଞାନିକ ତଦନ୍ତ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ଓଡ଼ିଶା ପୋଲିସର ସିଆଇଡି–କ୍ରାଇମବ୍ରାଞ୍ଚ ଏବଂ ରାଷ୍ଟ୍ରୀୟ ଫରେନ୍ସିକ ବିଜ୍ଞାନ ବିଶ୍ୱବିଦ୍ୟାଳୟ (NFSU), ଭୁବନେଶ୍ୱର…

ପୁରୀ ରଥଯାତ୍ରାକୁ ବିଶ୍ବ ସାଂସ୍କୃତିକ ଐତିହ୍ୟ ଭାବେ ମାନ୍ୟତା ଦେବାକୁ କେନ୍ଦ୍ରକୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରାକୁ ୟୁନେସ୍କୋ ବିଶ୍ବ ଐତିହ୍ୟ ତାଲିକାରେ ସ୍ଥାନିତ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଚାଲିଛି ଉଦ୍ୟମ। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଚିଠି ଲେଖି ଏହା ଉପରେ ପଦକ୍ଷେପ ଗ୍ରହଣ କରିବାକୁ ଅନୁରୋଧ…

ଉତ୍କଳ ବିଶ୍ୱବିଦ୍ୟାଳୟରେ ଶୁଭାରମ୍ଭ ହେଲା ଆଗ୍ରି-ଲଜିଷ୍ଟିକ୍ସ ଏବଂ ସପ୍ଲାଇ ଚେନ୍ ମ୍ୟାନେଜମେଣ୍ଟ ବିଶେଷୀକୃତ…

ଭୁବନେଶ୍ୱର, ୪/୮(କୃଷ୍ଣ କୁମାର ମହାନ୍ତି): ଉତ୍କଳ ବିଶ୍ୱବିଦ୍ୟାଳୟର ସେଣ୍ଟର ଫର୍ ଆଗ୍ରି-ମ୍ୟାନେଜମେଣ୍ଟ ପକ୍ଷରୁ ଏମବିଏ (ଆଗ୍ରିବିଜିନେସ୍ ମ୍ୟାନେଜମେଣ୍ଟ) ପାଠ୍ୟକ୍ରମ ଅଧୀନରେ ‘ଆଗ୍ରି-ଲଜିଷ୍ଟିକ୍ସ ଏବଂ ସପ୍ଲାଇ ଚେନ୍ ମ୍ୟାନେଜମେଣ୍ଟ’ ବିଶେଷୀକୃତ ଶିକ୍ଷାଦାନର ଆନୁଷ୍ଠାନିକ ଶୁଭାରମ୍ଭ…

ଉତ୍କଳ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେଲା ‘ନିଶାମୁକ୍ତ ଯୁବ-ବିକଶିତ ଭାରତ ସଂକଳ୍ପ ଅଭିଯାନ’

ଓଡ଼ିଆ ବାର୍ତ୍ତା, ଭୁବନେଶ୍ୱର, ୨/୮(କୃଷ୍ଣ କୁମାର ମହାନ୍ତି): ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟର ‘ନିଶାମୁକ୍ତ ଯୁବ - ବିକଶିତ ଭାରତ ସଂକଳ୍ପ ଅଭିଯାନ’ ଅନ୍ତର୍ଗତ ଏକ ସଚେତନତା କାର୍ଯ୍ୟକ୍ରମ ରବିବାର ଉତ୍କଳ ବିଶ୍ୱବିଦ୍ୟାଳୟର ପି.ଜି. କାଉନସିଲ୍ ସଭାଗୃହରେ ଅନୁଷ୍ଠିତ…

ତୁଳା କମ୍ପାନିର ଅଗ୍ନିକାଣ୍ଡ; ଜଳିଗଲା ୩୦ ଲକ୍ଷ ଟଙ୍କାର ସମ୍ପତି,୫ ଘଣ୍ଟା ପରେ ନିୟନ୍ତ୍ରଣ ହେଲା ଅଗ୍ନିକାଣ୍ଡ

ଖଣ୍ଡଗିରି: ସୋମବାର ସକାଳୁ ସକାଳୁ ପାତ୍ରପଡାସ୍ଥିତ ଔଷଧିୟ ଜ୍ଞାନ କେନ୍ଦ୍ର ନିକଟରେ ଥିବା ଏକ ତୁଳା କମ୍ପାନୀରେ ବଡ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନଥିବା ବେଳେ କମ୍ପାନୀର ୩୦ ରୁ ୪୦ ଲକ୍ଷ ଟଙ୍କାର ସମ୍ପତି ନଷ୍ଟ ହୋଇଥିବା ଆକଳନ କରାଯାଉଛି। କିନ୍ତୁ ନିକଟରେ…

ବିଶ୍ବଭୂଷଣ ହରିଚନ୍ଦନଙ୍କ ୯୩ ତମ ଜନ୍ମଦିବସ ପାଳିତ

ଭୁବନେଶ୍ବର: ଆଜି ଭୁବନେଶ୍ୱର ସ୍ଥିତ ଜୟଦେବ ଭବନଠାରେ ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନଙ୍କ ୯୩ତମ ଜନ୍ମୋତ୍ସବ ପାଳିତ ହୋଇଛି। ରାଜ୍ୟ ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ଆନୁକୂଲ୍ୟରେ ଏହି ଜନ୍ମ ଉତ୍ସବ ପାଳିତ ହୋଇଛି। ଏଥିରେ ବାଚସ୍ପତି ଶ୍ରୀମତୀ ସୁରମା…

ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କୃପାଳୁ ବିଶ୍ବବିଦ୍ୟାଳୟର ଉଦଘାଟନ କରିବେ।

ଭୁବନେଶ୍ବର: ଆସନ୍ତାକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତରେ ସେ ଭୁବନେଶ୍ବର ଓ ବ୍ରହ୍ମପୁରରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ସେ ଆସନ୍ତାକାଲି ସୋମବାରରେ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିବେ।…