Sign in
Sign in
Recover your password.
A password will be e-mailed to you.
Browsing Category
ମହାନଗର
ଓଡ଼ିଶା ହେବ ସମ୍ପୂର୍ଣ୍ଣ ନିଶାମୁକ୍ତ: ୧୦୦ ସପ୍ତାହର ବ୍ୟାପକ ‘ଜନ-ଆନ୍ଦୋଳନ’ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ‘ନିଶାମୁକ୍ତ ଯୁବ – ବିକଶିତ ଭାରତ ସଂକଳ୍ପ ଅଭିଯାନ’ର ଶୁଭାରମ୍ଭ ଅବସରରେ ଓଡ଼ିଶାକୁ ଏକ ସମ୍ପୂର୍ଣ୍ଣ ନିଶାମୁକ୍ତ ରାଜ୍ୟ ଭାବେ ଗଢ଼ିତୋଳିବାକୁ ରାଜ୍ୟ ସରକାର ଦୃଢ଼ ସଂକଳ୍ପ ଗ୍ରହଣ କରିଛନ୍ତି।
ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଠାରେ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା…
କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରବିବାର ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିବା ରାଜ୍ୟ ମନ୍ତ୍ରିମଣ୍ଡଳର ୪୫ତମ କ୍ୟାବିନେଟ୍ ବୈଠକରେ ୬ଟି ବିଭାଗ ସମ୍ପର୍କିତ ମୋଟ ୧୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।
କ୍ୟାବିନେଟ୍ ବୈଠକ ପରେ…
IFS ସଂଗ୍ରାମ ବେହେରା ସସପେଣ୍ଡ
ଭୁବନେଶ୍ୱର: ନିଲମ୍ବିତ ହେଲେ IFS ସଂଗ୍ରାମ ବେହେରା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ତାଙ୍କୁ ନିଲମ୍ବିତ କରାଯାଇଛି।
ପାରଳାଖେମୁଣ୍ଡିରେ ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ତତ୍କାଳୀନ DFO ସଂଗ୍ରାମ ବେହେରାଙ୍କ ସଂପୃକ୍ତି ନେଇ ଅଭିଯୋଗ ଆଣିଥିଲେ ପରିବାର ଲୋକେ। ଦୀର୍ଘଦିନ…
ଅଗଷ୍ଟରେ କମିବ ବର୍ଷା, ବଢ଼ିବ ତାତି; ଆଇଏମଡିର ପୂର୍ବାନୁମାନରେ ବଢ଼ିଲା ଚିନ୍ତା
ଭୁବନେଶ୍ୱର: ଅଗଷ୍ଟ ମାସର ପାଗକୁ ନେଇ ଚିନ୍ତା ବଢ଼ାଇଛି ଭାରତୀୟ ପାଣିପାଗ ବିଭାଗ (IMD)। ଆଇଏମଡିର ସଦ୍ୟତମ ପୂର୍ବାନୁମାନ ଅନୁସାରେ, ଅଗଷ୍ଟରେ ଦେଶରେ ସ୍ୱାଭାବିକଠାରୁ କମ୍ ବର୍ଷା ହେବା ସହ ତାପମାତ୍ରା ବୃଦ୍ଧି ପାଇବ। ଏଲ୍-ନିନୋ ପ୍ରଭାବରେ ମୌସୁମୀର ଦ୍ୱିତୀୟ ପର୍ଯ୍ୟାୟ ଦୁର୍ବଳ ରହିବ ବୋଲି…
ଚିଲିକାର ମା କାଳିଜାଈ ପୀଠ ହେବ ପ୍ରମୁଖ ଆଧ୍ୟାତ୍ମିକ ସ୍ଥଳ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଲେ ସମୀକ୍ଷା
ଭୁବନେଶ୍ବର: ଚିଲିକା ଭିତରେ ଅବସ୍ଥିତ ମା କାଲିଜାଈ ପୀଠକୁ ଅଧିକ ସଂଖ୍ୟକ ଭକ୍ତ ଆସିବା ପାଇଁ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପଦକ୍ଷେପ ଆରମ୍ଭ କରିଛନ୍ତି। ଶନିବାର ଦିନ ମନ୍ତ୍ରୀ ଚିଲିକାର ପ୍ରାକୃତିକ ଐଶ୍ୱର୍ୟ୍ୟ, କାଳିଜାଈ ପୀଠର ଆଧ୍ୟାତ୍ମିକ ମହିମା ଏବଂ ସାତପଡ଼ାର ପର୍ୟ୍ୟଟନ ସମ୍ଭାବନାକୁ…
ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍
ଭୁବନେଶ୍ୱର: ଲୋକସେବା ଭବନଠାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ ବିଭିନ୍ନ ବିଭାଗୀୟ ବରିଷ୍ଠ ଅଧିକାରୀ ଏବଂ ଜିଲ୍ଲାପାଳମାନଙ୍କ ସହିତ ବନ୍ୟା ପରିସ୍ଥିତି ସମ୍ପର୍କରେ ସୁବିସ୍ତୃତ ସମୀକ୍ଷା କରିଛନ୍ତି। ସମ୍ପ୍ରତି ବିଭିନ୍ନ ଜିଲ୍ଲାରେ ବୃଷ୍ଟିପାତ କମ୍ ଥିବା ସହ…
ମହାନଦୀରେ ବନ୍ୟା ଜଳ ବଢିବାରେ ଲାଗିଛି – ରାଜସ୍ୱ ମନ୍ତ୍ରୀ
ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ୟା ଦୁର୍ଦ୍ଦଶା। ହଜାର ହଜାର ଲୋକେ ପାଣି ଘେରରେ। ଏହାକୁ ନେଇ ଶୁକ୍ରବାର ଲୋକ ସେବା ଭବନରେ ବନ୍ୟାସ୍ଥିତିର ସମୀକ୍ଷା କରିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ବନ୍ୟା ପ୍ରଭାବିତ ଜିଲ୍ଲାପାଳମାନଙ୍କ ସହ ମନ୍ତ୍ରୀ…
ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି
ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ୪ ତାରିଖ ପୂର୍ବାହ୍ନରେ ଭୁବନେଶ୍ୱର ରେଳ ଷ୍ଟେସନଠାରୁ ବ୍ରହ୍ମପୁର ଅଭିମୁଖେ ଟ୍ରେନ ଯୋଗେ ଗସ୍ତ କରିବେ। ଏହାକୁ ଦୃଷ୍ଟିରେ ରଖି…
ଅତ୍ୟାଧୁନିକ ମେଗର R30 ଭ୍ୟାନ୍-ମାଉଣ୍ଟେଡ୍ କେବୁଲ୍ ଫଲ୍ଟ ଲୋକେସନ୍ ର ଶୁଭାରମ୍ଭ
ଭୁବନେଶ୍ଵର: ରାଜ୍ୟର ବିଦ୍ୟୁତ ସଂଚାର ବ୍ୟବସ୍ଥାକୁ ଅଧିକ ଆଧୁନିକ, ନିର୍ଭରଯୋଗ୍ୟ ଓ କାର୍ଯ୍ୟକ୍ଷମ କରିବା ଦିଗରେ ଓଡ଼ିଶା ପାୱାର ଟ୍ରାନ୍ସମିଶନ କର୍ପୋରେସନ୍ ଲିମିଟେଡ୍ (OPTCL) ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି। ଆଜି ଖାରବେଳ ଭବନ ପରିସରରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ…
ଭୁବନେଶ୍ୱରରେ ଆରମ୍ଭ ହେଲା ଦୁଇ ଦିନିଆ ‘ପୂର୍ବୋଦୟ ମାଇଣ୍ଡ୍ କନକ୍ଲେଭ୍ ୨୦୨୬’
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ CSIR-IMMT ଅଡିଟୋରିୟମରେ ଆରମ୍ଭ ହୋଇଛି ଦୁଇ ଦିନିଆ ‘ପୂର୍ବୋଦୟ ମାଇଣ୍ଡ୍ କନକ୍ଲେଭ୍ ୨୦୨୬’। ପୂର୍ବୋଦୟ ଓଡ଼ିଶା, CSIR-IMMT ଏବଂ ଷ୍ଟାର୍ଟଅପ୍ ଓଡ଼ିଶାର ମିଳିତ ସହଯୋଗରେ “ମାଇନ୍ସ ଟୁ ମାନୁଫ୍ୟାକଚରିଂ” ଆଭିମୁଖ୍ୟକୁ ନେଇ ଏହି ସମ୍ମିଳନୀ ଆୟୋଜିତ ହୋଇଛି।…