Browsing Category

ମହାନଗର

ତ୍ରିକୋଣୀୟ ପ୍ରେମରୁ ସତ୍ୟବ୍ରତକୁ ହତ୍ୟା: ଏସିପି

ଭୁବନେଶ୍ବର: ନୀଳାଦ୍ରିବିହାର ସତ୍ୟବ୍ରତ ହତ୍ୟା ଘଟଣା ଉପରୁ ପୁଲିସ୍‌ ପର୍ଦ୍ଦା ଉଠାଇଛି। ତ୍ରିକୋଣୀୟ ପ୍ରେମରୁ ସତ୍ୟବ୍ରତକୁ ହତ୍ୟା କରାଯାଇଥିବା ଏସିପି ସୋନାଲ ସିଂ ପରମାର୍‌ ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି ବର୍ତ୍ତମାନ ସୁଦ୍ଧା ଦିନେଶ ଏକମାତ୍ର ଅଭିଯୁକ୍ତ ରହିଛି। ଯେଉଁ ଲିଜାଙ୍କୁ ନେଇ…

ରାଜସ୍ୱ ପ୍ରଶାସନକୁ ଅଧିକ ଲୋକାଭିମୁଖୀ କରିବା ନେଇ ଗୁରୁତ୍ୱାରୋପ

ଭୁବନେଶ୍ବର, ୯।୨ : ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ଡଃ ଅରବିନ୍ଦ କୁମାର ପାଢ଼ୀ ଦାୟିତ୍ବ ଗ୍ରହଣ କରଛନ୍ତି। ରାଜସ୍ୱ ପ୍ରଶାସନକୁ ସୁଦୃଢ଼ କରିବା ସହ ଏହାକୁ ଅଧିକ ଲୋକାଭିମୁଖୀ କରିବା ଦିଗରେ ସେ ଗୁରୁତ୍ୱାରୋପ କରିଛନ୍ତି l ଏଥିପାଇଁ ବିଭାଗର…

ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଆର୍ଥିକ ସାକ୍ଷରତା ସପ୍ତାହ ୨୦୨୬ ର ଉଦ୍ଘାଟନ

ଭୁବନେଶ୍ୱର: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ୨୦୧୬ ମସିହାରୁ ପ୍ରତିବର୍ଷ ଏକ ନିର୍ଦ୍ଦିଷ୍ଟ ବିଷୟବସ୍ତୁ ଉପରେ ଆର୍ଥିକ ସାକ୍ଷରତା ସପ୍ତାହ (ଏଫଏଲଡବ୍ଲୁ) ପାଳନ କରିଆସୁଛି। ଏହି କ୍ରମରେ ଆର୍ଥିକ ସାକ୍ଷରତା ସପ୍ତାହ ୨୦୨୬ ଫେବୃଆରୀ ୦୯ ରୁ ୧୩ ତାରିଖ ପର୍ଯ୍ୟନ୍ତ ସାରା ଦେଶରେ ପାଳନ…

ପ୍ରଥମ ଜିଲ୍ଲାସ୍ତରୀୟ ପିଏମ ଶ୍ରୀ ଉତ୍ସବ ଉଦଯାପିତ :

ଭୁବନେଶ୍ଵର : ଭୁବନେଶ୍ଵର ସ୍ଥିତ ପିଏମ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ଆଇ ଆରସି ଭିଲେଜ ଠାରେ ଦୁଇ ଦିନ ଧରି ଚାଲିଥିବା ପିଏମ୍ ଶ୍ରୀ ଉତ୍ସବ ଉଦଯାପିତ ହୋଇଯାଇ ଅଛି। ଜିଲ୍ଲା ଶିକ୍ଷା ଅଧିକାରୀ ସୋନାମିକା ରାଏଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ରୂପେ ଆଇନ ପୂର୍ତ୍ତ ଓ ଅବକାରୀ…

ଶେଷ ହେଲା ତିନିଦିନ ଧରି ଚାଲୁଥିବା ଧଉଳି କଳିଙ୍ଗ ନୃତ୍ୟ ଉତ୍ସବ

ଭୁବନେଶ୍ବର:  ଭୁବନେଶ୍ବରର ପ୍ରସିଦ୍ଧ ଧଉଳି ପାଦଦେଶରେ ଆୟୋଜିତ ହୋଇ ଆସୁଥିବା ୨୨ତମ ଧଉଳି-କଳିଙ୍ଗ ମହୋତ୍ସବ ଆଜି ସଂଧ୍ୟାରେ ଉଦଯାପିତ ହୋଇଯାଇଛି। ଏହି ସଂଧ୍ୟାରେ ରାଜ୍ୟପାଳ ହରିବାବୁ କୁମ୍ଭମପାଟି, ଆଇନ, ଅବକାରୀ ଓ ପୂର୍ତ୍ତ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଯୋଗ ଦେଇଥିଲେ। ଶେଷ ସଂଧ୍ୟାରେ…

ପ୍ରଦର୍ଶନୀ ପଡ଼ିଆଠାରେ ଜାତୀୟସ୍ତରୀୟ ହସ୍ତତନ୍ତ ମେଳା ଆରମ୍ଭ

ଭୁବନେଶ୍ଵର: ସ୍ଥାନୀୟ ୟୁନିଟ୍-୩ସ୍ଥିତ ଇଡ୍କୋ ପ୍ରଦର୍ଶନୀ ପଡ଼ିଆଠାରେ ଜାତୀୟସ୍ତରୀୟ ହସ୍ତତନ୍ତ ମେଳା ଆରମ୍ଭ ହୋଇଛି। ଏହି ମେଳାକୁ ଆନୁଷ୍ଠାନିକ ଭାବେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ ଉଦ୍ଘାଟନ କରି କହିଛନ୍ତି, “ହସ୍ତତନ୍ତ ଆମ ଗୌରବମୟ ଐତିହ୍ୟର ନିଦର୍ଶନ । ଏହା…

ଲିଙ୍ଗରାଜ ମହାପ୍ରଭୁଙ୍କ ଶୃଙ୍ଖଳିତ ରୀତିନୀତି ଓ ପୂଜାବିଧି ଉପରେ ମୁଖ୍ୟ ଶାସନ ସଚିବଙ୍କ ବୈଠକ

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲିଙ୍ଗରାଜ ମହାପ୍ରଭୁଙ୍କ ଶୃଙ୍ଖଳିତ ରୀତିନୀତି ଓ ପୂଜାବିଧି ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଲିଙ୍ଗରାଜ ମନ୍ଦିରର ଶୃଙ୍ଖଳିତ ରୀତିନୀତି ଏବଂ ପୂଜାବିଧି ସୁଚାରୁ ରୂପେ…

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ଆଜି ସଂଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନିର୍ଦ୍ଧାରିତ ସମୟରେ ବାୟୁ ସେନାର ଏକ ସ୍ବତନ୍ତ୍ର ବିମାନରେ ସେ ପହଞ୍ଚିଥିଲେ। ବିମାନ ବନ୍ଦରରେ ରାଜ୍ୟପାଳ ଡ ହରିବାବୁ କୁମ୍ଭମପଟି, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ବରିଷ୍ଠ ଅଧିକାରୀଗଣ ତାଙ୍କୁ…

ଏନଏସି ଏବଂ ପୌରପାଳିକାରେ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର :  ନୂଆ ଏନଏସି ଏବଂ ପୌରପାଳିକାରେ ନିର୍ବାଚନ ପାଇଁ ସୀମା ପୁନଃ ନିର୍ଦ୍ଧାରଣ ଏବଂ ସଂରକ୍ଷଣ ପ୍ରକ୍ରିୟା ଆରମ୍ଭ କରିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ନଗର ଉନ୍ନୟନ ବିଭାଗର ଚିଠି। ମାର୍ଚ୍ଚ ସୁଦ୍ଧା ପ୍ରକ୍ରିୟା ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି ।ଫେବୃଆରୀ ୧୨ ରୁ ୨୧ ଯାଏଁ ପୌରାଞ୍ଚଳ…

ରାଷ୍ଟ୍ରପତିଙ୍କ ସୁରକ୍ଷା ଦାୟିତ୍ଵରେ ୩୦ ପ୍ଲାଟୁନ ଫୋର୍ସ

ବି.ବି.ନିୟୁଜ :  ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ କମିଶନରେଟ୍ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ କରିଛି । ସୁରକ୍ଷା ଦାୟିତ୍ଵରେ ୩୦ ପ୍ଲାଟୁନ ପୁଲିସ ଫୋର୍ସ ନିଯୋଜିତ କରାଯିବା ନେଇ କମିଶନରେଟ୍ ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି |ବ୍ଲୁ ବୁକ ଅନୁସାରେ ସୁରକ୍ଷା…