Sign in
Sign in
Recover your password.
A password will be e-mailed to you.
Browsing Category
ମହାନଗର
ବିଭିନ୍ନ ରାସ୍ତା ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ଭୁବନେଶ୍ୱର: ରାସ୍ତା, ସେତୁ ଓ କୋଠାବାଡ଼ି କ୍ଷେତ୍ରରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଅନୁମୋଦନ ପାଇଛି। ଆଗାମୀ ଦିନରେ ଆହୁରି ଅଧିକ ପ୍ରକଳ୍ପ ଅନୁମୋଦନ ଅପେକ୍ଷାରେ ରହିଛି। ଏହିସବୁ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ଓଡ଼ିଶାର ଅର୍ଥନୈତିକ ବିକାଶରେ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ। ଏହାକୁ…
ଭୁବନେଶ୍ୱରରେ ଜାତୀୟ ଚଳଚ୍ଚିତ୍ର ମହୋତ୍ସବ: ପୁରସ୍କୃତ ହେଲେ ଶ୍ରେଷ୍ଠ ସିନେମା ଓ କଳାକାର
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ଆଜି ଭୁବନେଶ୍ୱରସ୍ଥିତ MMIT ଅଡିଟୋରିୟମରେ ଜାତୀୟ ସ୍ତରୀୟ କ୍ଷୁଦ୍ର ଚଳଚ୍ଚିତ୍ର ମହୋତ୍ସବ ‘ସାମର୍ଥ୍ୟ ୨୦୨୬’ ସଫଳତାର ସହ ଆୟୋଜିତ ହୋଇଯାଇଛି। ସିନେମା ମାଧ୍ୟମରେ ଦିବ୍ୟାଙ୍ଗଜନଙ୍କ ପ୍ରତିଭା,…
ଶିକ୍ଷକଙ୍କ ଆନ୍ଦୋଳନ ମଧ୍ୟରେ ମନ୍ତ୍ରୀଙ୍କ ବଡ଼ ଘୋଷଣା, ‘ଆଲୋଚନାରେ ସମାଧାନ ହେବ ସମସ୍ୟା
ଭୁବନେଶ୍ୱର: ଶିକ୍ଷକମାନଙ୍କ ବିଭିନ୍ନ ଦାବି ଓ ସମସ୍ୟାର ସମାଧାନ ଖୁବ୍ଶୀଘ୍ର କରାଯିବ। ଏନେଇ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେଇସାରିଛନ୍ତି ବୋଲି ଶନିବାର ଆଶ୍ୱାସନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ। ଆନ୍ଦୋଳନରତ ଶିକ୍ଷକମାନଙ୍କ ନିକଟରେ ପହଞ୍ଚି ସେମାନଙ୍କ ସହ ଆଲୋଚନା କରିବା ସହ…
ପୁଲିସ ଏସ୍ଆଇ ପରୀକ୍ଷାକୁ ନେଇ ସରକାରଙ୍କୁ ଘେରିଲେ ନବୀନ
ଭୁବନେଶ୍ୱର:ପୁଲିସ ଏସ୍ଆଇ ପରୀକ୍ଷାକୁ ନେଇ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଛନ୍ତି ବିରୋଧୀଦଳ ନେତା ନବୀନ ପଟ୍ଟନାୟକ। ୨୦୨୫ରେ ବାତିଲ ହୋଇଥିବା କମ୍ବାଇଣ୍ଡ ପୋଲିସ ସର୍ଭିସ୍ ପରୀକ୍ଷା କେବେ ହେବ ଏବଂ ପ୍ରଶ୍ନପତ୍ର ବିକ୍ରି ଓ ଲିକ୍ ରାକେଟ୍ରେ ସମ୍ପୃକ୍ତ ଦୋଷୀଙ୍କୁ କେବେ କଠୋର ଦଣ୍ଡ ମିଳିବ…
ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ହେଲା ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ
ଭୁବନେଶ୍ୱର, ସେପ୍ଟେମ୍ବର ୫ (କୃଷ୍ଣ କୁମାର ମହାନ୍ତି): ଉତ୍କଳ ବିଶ୍ୱବିଦ୍ୟାଳୟର ସମାଜବିଜ୍ଞାନ ବିଭାଗ ଏବଂ SAFE Indiaର ମିଳିତ ସହଯୋଗରେ ବିଶ୍ୱବିଦ୍ୟାଳୟ ପରିସରରେ ‘ସଡ଼କ ସୁରକ୍ଷା ଓ ଯୁବପିଢ଼ିର ଭୂମିକା’ ଶୀର୍ଷକ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।
ଏହି ଅବସରରେ ଉତ୍କଳ…
ଓଡ଼ିଶାରେ ବୃଦ୍ଧି ପାଇବ ପୁଞ୍ଜିନିବେଶ: ୩୭ଟି ପ୍ରକଳ୍ପକୁ ମିଳିଲା ଇଡ୍କୋର ଜମି ମଞ୍ଜୁରୀ
ଭୁବନେଶ୍ବର: ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଆହୁରି କ୍ଷିପ୍ର କରିବା ଏବଂ ନିବେଶକମାନଙ୍କୁ ସୁଗମ ବ୍ୟବସାୟିକ ପରିବେଶ ଯୋଗାଇଦେବା ଲକ୍ଷ୍ୟରେ ଓଡ଼ିଶା ଶିଳ୍ପ ଭିତ୍ତିଭୂମି ବିକାଶ ନିଗମ (ଇଡ୍କୋ) ପକ୍ଷରୁ ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ଇଡ୍କୋର ଜମି ବଣ୍ଟନ କମିଟି ମୋଟ ୩୭ଟି ନୂତନ…
ସିଏମ୍ କିଷାନ ଯୋଜନାରେ ୮୩୩ କୋଟିର ସହାୟତା ରାଶି ବଣ୍ଟନ
ଭୁବନେଶ୍ୱର: ପବିତ୍ର ଜନ୍ମାଷ୍ଟମୀ ଅବସରରେ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ‘ମୁଖ୍ୟମନ୍ତ୍ରୀ କିଷାନ ସମ୍ମାନ ନିଧି’ ଯୋଜନାର ସହାୟତା ରାଶି ପ୍ରଦାନ କରାଯାଇଛି। ଭୁବନେଶ୍ୱରସ୍ଥିତ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) କୃଷି ଶିକ୍ଷା ସଦନରେ ଆୟୋଜିତ…
୨୨ରୁ ବିଧାନସଭା
ଭୁବନେଶ୍ୱର: ସପ୍ତଦଶ ବିଧାନସଭାର ସପ୍ତମ ତଥା ମୌସୁମି ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ବୋଲି ଗୁରୁବାର ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅକ୍ଟୋବର ୩ ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବ। ଏଥିରେ ୮ଟି ସରକାରୀ ଏବଂ ଗୋଟିଏ ବେସରକାରୀ କାର୍ଯ୍ୟଦିବସକୁ ମିଶାଇ ମୋଟ…
୫ ଓ ୬ରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ
ଭୁବନେଶ୍ୱର: ଆସନ୍ତା ୫ ଓ ୬ ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ କଟକରେ ଅନୁଷ୍ଠିତ ହେବ।କଟକ ଇନ୍ଡୋର ଷ୍ଟାଡିୟମରେ ଦୁଇଦିନ ଧରି ଏହି ବୈଠକ ଅନୁଷ୍ଠିତ ହେବ। ଏଥିରେ ଦଳର ରାଜ୍ୟସ୍ତରୀୟ ନେତୃତ୍ୱ ସମେତ ୪୦୦ରୁ ଅଧିକ କାର୍ଯ୍ୟକର୍ତ୍ତା ଯୋଗଦେବେ।ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ…
ପିତୃପୁରୁଷ ପୂଜନ ସଂସ୍କୃତି ସଭ୍ୟତାର ପରିମାପକ : ଡ଼ଃ ବୁଦ୍ଧଦେବ ମିଶ୍ର ପ୍ରଥମ ପିତୃ ଦିବସ ସମ୍ମାନରେ ସମ୍ମାନିତ
ଭୁବନେଶ୍ୱର ତା 03/09/26: ସାମ୍ପ୍ରତିକ ସମୟରେ ପୁଜ୍ୟପୂଜା,ନୈତିକ ମୂଲ୍ୟବୋଧ,ଅବକ୍ଷେୟୀ ଲୋକ ଚରିତ୍ର,ମାନବବାଦ ତଥା ମାତା ପିତୃ ପୂଜନ ପ୍ରମୁଖ ଧୀରେ ଧୀରେ ଲୁପ୍ତପ୍ରାୟ ଅବସ୍ଥାକୁ ଆସିବାକୁ ଯାଉଛି l ଏହି ପରିପ୍ରେକ୍ଷୀରେ "ପିତୃ ଦିବସ " କାର୍ଯ୍ୟକ୍ରମ ଆସନ୍ତା ବର୍ଷ 2027 ମସିହା…