Sign in
Sign in
Recover your password.
A password will be e-mailed to you.
Browsing Category
ମହାନଗର
ସମ୍ ହସ୍ପିଟାଲ୍ ପକ୍ଷରୁ ଭୁବନେଶ୍ୱର କୋର୍ଟ ପରିସରରେ ବିଶାଳ ସ୍ୱାସ୍ଥ୍ୟ ଶିବିର ଆୟୋଜିତ
ଭୁବନେଶ୍ୱର: ସମାଜର ହିତ ସାଧନକୁ ଦୃଷ୍ଟିରେ ରଖି ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ ହସ୍ପିଟାଲ୍, କ୍ୟାମ୍ପସ -୧ ପକ୍ଷରୁ ଭୁବନେଶ୍ୱର କୋର୍ଟ ପରିସରରେ ଗୁରୁବାର ଏକ ବିଶାଳ ନିଶୁଳ୍ପ ସ୍ୱାସ୍ଥ୍ୟ ସେବା ଶିବିର ଆୟୋଜିତ ହୋଇଯାଇଛି।
ଆଇଏମ୍ଏସ ଆଣ୍ଡ ସମ ହସ୍ପିଟାଲ୍ ଓ…
ଓଡ଼ିଶାରେ ସ୍ୱଚ୍ଛ ଶକ୍ତିର ପ୍ରସାର ଏବଂ ଚାଷୀଙ୍କ ବିକାଶ ପାଇଁ ବୁଝାମଣା ପତ୍ର ସ୍ୱାକ୍ଷରିତ
ଭୁବନେଶ୍ଵର: ଓଡ଼ିଶାରେ ସ୍ୱଚ୍ଛ ଶକ୍ତିର ପ୍ରସାର ଏବଂ ଚାଷୀଙ୍କ ବିକାଶ ପାଇଁ ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗ ଏବଂ ନୀତି ଗବେଷଣା ସଂସ୍ଥା ‘CSTEP’ ମଧ୍ୟରେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି। ଏହି ୫ ବର୍ଷିଆ ସହଭାଗିତା ମାଧ୍ୟମରେ ସଠିକ୍ ତଥ୍ୟ, ଆଧୁନିକ ଡିଜିଟାଲ୍ ବ୍ୟବସ୍ଥା ଏବଂ…
ଉତ୍କଳ ବିଶ୍ୱବିଦ୍ୟାଳୟରେ ଆୟୋଜିତ ହେଲା ଆଗ୍ରିବିଜିନେସ୍ ପାଠ୍ୟକ୍ରମର ଓରିଏଣ୍ଟେସନ୍ କାର୍ଯ୍ୟକ୍ରମ
ଭୁବନେଶ୍ୱର:୩୦/୦୭(କୃଷ୍ଣ କୁମାର ମହାନ୍ତି) : ଉତ୍କଳ ବିଶ୍ୱବିଦ୍ୟାଳୟର ସେଣ୍ଟର ଫର ଆଗ୍ରି-ମ୍ୟାନେଜମେଣ୍ଟ ପକ୍ଷରୁ ଏମବିଏ (ଆଗ୍ରିବିଜିନେସ୍ ମ୍ୟାନେଜମେଣ୍ଟ) ନୂତନ ବ୍ୟାଚ୍ ପାଇଁ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମ ‘ମାର୍ଗଶୋଧକ’ ଆୟୋଜିତ ହୋଇଯାଇଛି।
ବାର୍କ ଅଡିଟୋରିୟମରେ ଅନୁଷ୍ଠିତ ଏହି…
ଉତ୍କଳ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେଲା ‘ଲିଙ୍ଗଗତ ସମାନତା’ ଶୀର୍ଷକ ଆଲୋଚନାଚକ୍ର
ଭୁବନେଶ୍ୱର, ୩୦/୭(କୃଷ୍ଣ କୁମାର ମହାନ୍ତି) : ଉତ୍କଳ ବିଶ୍ୱବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗ ଏବଂ 'ଶକ୍ତିଶ୍ରୀ ଏମ୍ପାୱରମେଣ୍ଟ ସେଲ୍'ର ମିଳିତ ସହଯୋଗରେ 'ଲିଙ୍ଗଗତ ସମାନତା' ଶୀର୍ଷକ ଏକ ବିଶେଷ ଆଲୋଚନା ଚକ୍ର ଆୟୋଜିତ ହୋଇଯାଇଛି।
ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ଅନୁଷ୍ଠିତ ଏହି…
ଜାତୀୟ ସ୍ତରରେ ପୁଣି ପ୍ରଥମ ସ୍ଥାନ ଅଧିକାର କଲା ଓମ୍ଫେଡ୍
ଭୁବନେଶ୍ୱର: ଜାତୀୟ ସ୍ତରରେ ପୁଣି ଓମ୍ଫେଡକୁ ମିଳିଲା ସଫଳତା। ନୂଆଦିଲ୍ଲୀ ପ୍ରଗତି ମୈଦାନସ୍ଥିତ ଭାରତ ମଣ୍ଡପମ୍ ଠାରେ ଅନୁଷ୍ଠିତ ଇଣ୍ଡିଆନ ଡେରୀ ଇଣ୍ଡଷ୍ଟ୍ରୀ ଆଣ୍ଡ ଫିସେରୀଜ୍ ଏକ୍ସପୋ (Indian dairy Industry & Fisheries Expo), ଇଣ୍ଟରନାସନାଲ ଏଗ୍ରୀକଲଚର, ହର୍ଟି ଆଣ୍ଡ ଅର୍ଗାନିକ…
ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟପାଳ
ଭୁବନେଶ୍ୱର: ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ବୁଧବାର ଦିନ ଲୋକ ଭବନରେ ଇଣ୍ଡିଆନ ଆଇଡଲ ସିଜନ ୧୬ର ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ସଙ୍ଗୀତ କ୍ଷେତ୍ରରେ ପ୍ରଦର୍ଶିତ ଉଲ୍ଲେଖନୀୟ ସଫଳତା ପାଇଁ ଜ୍ୟୋତିର୍ମୟୀଙ୍କୁ ରାଜ୍ୟପାଳ ଏହି ସମ୍ବର୍ଦ୍ଧନା ପ୍ରଦାନ…
ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା, ଚାରିଦିନ ପାଇଁ ଶିକ୍ଷକ ଓ କର୍ମଚାରୀଙ୍କ ଛୁଟି ବାତିଲ
ଖୋର୍ଦ୍ଧା: ଆଜି ଗୁରୁବାରଠାରୁ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଆଜି ଅପରାହ୍ନରୁ ଆସନ୍ତାକାଲି ଶୁକ୍ରବାର ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ରହିବ। ଏଥିରେ ସରକାରୀ ଓ ବେସରକାରୀ ସ୍କୁଲ ସହିତ ଆଦର୍ଶ ବିଦ୍ୟାଳୟ ମଧ୍ୟ ବନ୍ଦ କରାଯିବ।
ଏ ନେଇ…
ଦୀପାବଳି ସୁଦ୍ଧା ମହାନଦୀ ଜଳ ବିବାଦର ସମାଧାନ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:ଦୀର୍ଘ ଦିନ ଧରି ଚାଲିଆସୁଥିବା ମହାନଦୀ ଜଳ ବିବାଦର ସମାଧାନ ଦୀପାବଳି ସୁଦ୍ଧା କରିବାକୁ ପଦକ୍ଷେପ ନିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ ଗୁରୁବାର ସୂଚନା ଦେଇଛନ୍ତି। ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ ହୋଇଥିବା ଉଚ୍ଚସ୍ତରୀୟ ବୈଠକରେ ଏହି ପ୍ରସଙ୍ଗରେ ସକାରାତ୍ମକ ସହମତି ହୋଇଥିବା ସେ…
ଆକାଶମାର୍ଗରୁ ବନ୍ୟା ପରିସ୍ଥିତିର ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟର ବନ୍ୟା ପରିସ୍ଥିତିର ସ୍ଥିତିଗତ ଆକଳନ ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଗୁରୁବାର ହେଲିକପ୍ଟର ଯୋଗେ ବନ୍ୟା ପ୍ରଭାବିତ ବିଭିନ୍ନ ଅଞ୍ଚଳର ଆକାଶମାର୍ଗରୁ ସମୀକ୍ଷା କରିଛନ୍ତି। ସେ ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାର ବନ୍ୟା ପ୍ରଭାବିତ ଅଞ୍ଚଳ…
ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପକ୍ଷରୁ ଅନ୍ତର୍ଜାତୀୟ ବାଘ ଦିବସ କାର୍ଯ୍ୟକ୍ରମ
ଭୁବନେଶ୍ଵର: ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପକ୍ଷରୁ ଆଜି ଅନ୍ତର୍ଜାତୀୟ ବାଘ ଦିବସ–୨୦୨୬ ଅବସରରେ ବିଭିନ୍ନ ସଚେତନତା, ଶିକ୍ଷାମୂଳକ ଓ ସଂରକ୍ଷଣଧର୍ମୀ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବାଘ ସଂରକ୍ଷଣ ସମ୍ପର୍କରେ ଜନସଚେତନତା ବୃଦ୍ଧି ଏବଂ ବନ୍ୟଜନ୍ତୁ ସୁରକ୍ଷାରେ ସାଧାରଣ ଲୋକଙ୍କ ସକ୍ରିୟ…