Browsing Category

ମହାନଗର

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କୁ ବିଦାୟ, ଶେଷ ଦର୍ଶନ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ବିଜେଡିର ଜଣେ ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ ଜଣାଇଛି ବିଜେଡି। ଆଜି ତାଙ୍କ ମରଶରୀର ବିଜେଡି କାର୍ଯ୍ୟାଳୟ ଶଙ୍ଖଭବନରେ ପହଞ୍ଚିବା ପରେ ଦଳୀୟ ନେତା ତଥା ବିଧାୟକମାନେ ଶେଷ ଦର୍ଶନ କରିଥିଲେ। ସେହିପରି ବିଜେଡି ସୁପ୍ରିମୋ ତଥା ପୂର୍ବତନ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ରାଜ୍ୟ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ଦାବୀ ଜୋର ଧରିବାକୁ ଲାଗିଛି। ଆଜି ବିରୋଧୀ ଦଳର ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା…

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ ; ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ, ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ। ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ବିଳମ୍ବିତ ରାତିରେ ତାଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୩ ବର୍ଷ ବୟସ ହୋଇଥିଲା। ସେ ବିଜୁ ଜନତା ଦଳର ଜଣେ ଆଗ ଧାଡିର ନେତା। ଗତ ୨୦୦୯ରୁ ୨୦୨୪…

ପ୍ରତି ଉଦ୍ୟୋଗୀ ଜଣେ ଜଣେ ରାଷ୍ଟ୍ରନିର୍ମାତା

ଭୁବନେଶ୍ୱର ତା 26/07/26 ସ୍ଥାନୀୟ ବୁଦ୍ଧମନ୍ଦିର ପରିସରରେ ଓଡିଶା ଉଦ୍ୟୋଗୀ ପରିବାରର ମାସିକ ସମୀକ୍ଷା ବୈଠକ ଅଧ୍ୟକ୍ଷ, ଉଦ୍ୟୋଗୀ ଶିବ ନାରାୟଣ ମିଶ୍ରଙ୍କ ସଭାପତିତ୍ବ ଓ ମନୋଜ କୁମାର ବାରିକଙ୍କ ସଂଯୋଜନାରେ ସ୍ଥାନୀୟ ବୁଦ୍ଧମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି l ପ୍ରାରମ୍ଭରେ କାରଗିଲ ବିଜୟ…

ଲଘୁଚାପ ପ୍ରଭାବରେ ଭୀଷଣ ବର୍ଷା ଆଶଙ୍କା, ୬ ଜିଲ୍ଲାକୁ ରେଡ୍ ଆଲର୍ଟ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ଭୀଷଣ ବର୍ଷା ଆଶଙ୍କା ସୃଷ୍ଟି ହୋଇଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଏହି ଲଘୁଚାପ ଆହୁରି ଘନୀଭୂତ ହେବାର ସମ୍ଭାବନା ଥିବା ବେଳେ, ଜୁଲାଇ ୩୧ ତାରିଖ…

ସତ୍ୟବାଦୀ ଥାନା ଭାରପ୍ରାପ୍ତ ଅଧିକାରୀ କାହା ଚାପରେ ପୋଲିସର ନିଷ୍କ୍ରିୟତା ବିରୋଧରେ ସାମ୍ବାଦିକ ସମ୍ମିଳନୀ

ଭୁବନେଶ୍ୱର ତା 25/07/26 ଏବେବି କଙ୍ଗାରୁକୋର୍ଟ ସକ୍ରିୟ l ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ପୁରୀ ଜିଲ୍ଲା ସତ୍ୟବାଦୀ ଥାନା ଅନ୍ତର୍ଗତ ବସନ୍ତପଡା ଗ୍ରାମରେ l ଏ ସମ୍ପର୍କ ରେ ଏକ ସାମ୍ବାଦିକ ସମ୍ମିଳନୀ ସଶକ୍ତ ଓଡିଶା ଭବନ ନୟାପଲ୍ଲୀ ଠାରେ ଆଗତ ହୋଇଥିଲା lଉକ୍ତ ଗ୍ରାମର…

କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ପରେ Gen Zଙ୍କୁ ପ୍ରଶଂସା କଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର:କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ପରେ ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୁବସମାଜ, ବିଶେଷକରି Gen Zଙ୍କ ଭୂମିକାକୁ ପ୍ରଶଂସା କରିଛନ୍ତି। ସେ ସୋସିଆଲ ମିଡିଆ ପ୍ଲାଟଫର୍ମ Xରେ କରିଥିବା ଏକ ପୋଷ୍ଟରେ ଗଣତନ୍ତ୍ରରେ ଜନମତର ଗୁରୁତ୍ୱ ଉପରେ ଜୋର…

ଇସ୍ତଫା ନିଷ୍ପତ୍ତି ଉଚ୍ଚ ନୀତି ଆଦର୍ଶର ପରିଚୟ:ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କ କାର୍ଯ୍ୟକାଳକୁ ନେଇ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ, ଧର୍ମେନ୍ଦ୍ର ପ୍ରଧାନ ଦେଶର ଶିକ୍ଷା କ୍ଷେତ୍ରରେ ଅନେକ ଐତିହାସିକ ଓ ଦୂରଦର୍ଶୀ ପଦକ୍ଷେପ ନେଇଛନ୍ତି।…

ଓଡ଼ିଶା ଆୟକର ବିଭାଗ ପକ୍ଷରୁ ୧୬୭ତମ ଆୟକର ଦିବସ ପାଳିତ

ଭୁବନେଶ୍ୱର: ଭୁବନେଶ୍ୱର ଜୟଦେବ ଭବନଠାରେ ଓଡ଼ିଶା ଆୟକର ବିଭାଗ ପକ୍ଷରୁ ୧୬୭ତମ ଆୟକର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଦକ୍ଷ କର ପ୍ରଶାସନ, ସ୍ୱେଚ୍ଛାକୃତ କର ଅନୁପାଳନକୁ ପ୍ରୋତ୍ସାହନ ଏବଂ କରଦାତା କୈନ୍ଦ୍ରିକ ପଦକ୍ଷେପ ମାଧ୍ୟମରେ ରାଷ୍ଟ୍ର ନିର୍ମାଣରେ ଆୟକର ବିଭାଗର ଗୁରୁତ୍ୱପୂର୍ଣ୍ଣ…