Sign in
Sign in
Recover your password.
A password will be e-mailed to you.
Browsing Category
ମହାନଗର
ସରକାରୀ ବାବୁଙ୍କ ପାଇଁ କଡ଼ା ନିୟମ, ରାଜ୍ୟ ବାହାରକୁ ଗଲେ ୨୧ ଦିନ ପୂର୍ବରୁ ନେବେ ଅନୁମତି
ଭୁବନେଶ୍ୱର:ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଯାତ୍ରା ନିୟମକୁ ନେଇ ରାଜ୍ୟ ସରକାର କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ଏଣିକି ରାଜ୍ୟ ବାହାରକୁ କିମ୍ବା ବିଦେଶ ଗସ୍ତରେ ଯିବାକୁ ହେଲେ ଅତି କମରେ ୨୧ ଦିନ ପୂର୍ବରୁ ସକ୍ଷମ କର୍ତ୍ତୃପକ୍ଷଙ୍କ ଅନୁମତି ନେବା ବାଧ୍ୟତାମୂଳକ ହେବ। ଏନେଇ ରାଜସ୍ୱ ଓ…
ପୁଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ପକ୍ଷରୁ ଗଭିର ଶୋକସହ ଶ୍ରଦ୍ଧାଞ୍ଜଳି ଅର୍ପଣ
ଭୁବନେଶ୍ୱର ତା 24/07/26 ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତିର ସଭାପତି ତଥା ଶତାୟୁ ପୁରୁଷ କେନ୍ଦ୍ରାପଡ଼ା ଜିଲ୍ଲାର ବିମ୍ବାଧର ମୁଦୁଲିଙ୍କ 102 ବର୍ଷ ବୟସରେ ବିୟୋଗ ଘଟିଛି l ବରିଷ୍ଠ ସାମ୍ବାଦିକ, ଅଭିଯାନର ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ଶତପଥୀ ସ୍ବର୍ଗତ…
ଓଡ଼ିଶାରେ ଟେକ୍ ବିପ୍ଳବ: HCLTech ଓ ‘ସର୍ଭମ AI’ ସହ ସ୍ୱାକ୍ଷରିତ ହେଲା ଦୁଇଟି MoU
ଭୁବନେଶ୍ୱର : ଓଡ଼ିଶାର ଶିଳ୍ପ ଓ ଟେକ୍ନୋଲୋଜି କ୍ଷେତ୍ରରେ ଏକ ନୂତନ ବିପ୍ଳବର ଶୁଭାରମ୍ଭ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମତବ୍ୟକ୍ତ କରିଛନ୍ତି।
ଆଜି ଲୋକସେବା ଭବନର କନଭେନସନ ସେଣ୍ଟର ଠାରେ ବିଶ୍ୱପ୍ରସିଦ୍ଧ ‘HCLTech’ ଏବଂ ଦେଶର ସ୍ୱଦେଶୀ AI ସଂସ୍ଥା ‘ସର୍ଭମ AI’…
ଉତ୍କଳ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେଲା ସେବି-ଏନଏସଇ ମିଳିତ ନିବେଶକ ସଚେତନତା କାର୍ଯ୍ୟକ୍ରମ : ଛାତ୍ରଙ୍କୁ ପଢାଗଲା…
ଭୁବନେଶ୍ୱର, ୨୩ ଜୁଲାଇ(କୃଷ୍ଣ କୁମାର ମହାନ୍ତି): ଆର୍ଥିକ ସାକ୍ଷରତାକୁ ମଜବୁତ କରିବା ଲକ୍ଷ୍ୟରେ ଉତ୍କଳ ବିଶ୍ୱବିଦ୍ୟାଳୟର ବାଣିଜ୍ୟ ବିଭାଗ ପକ୍ଷରୁ ବୁଧବାର ଦିନ ଏକ ନିବେଶକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ ସେବି ଏବଂ ନ୍ୟାସନାଲ ଷ୍ଟକ୍…
ପିଏମ୍ ଫସଲ ବୀମା ଅଗଷ୍ଟ ୧୫ ଯାଏ ବଢ଼ାଇବାକୁ ଦାବି
ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ଫସଲ ବୀମା ଚାଷୀ ପଞ୍ଜୀକରଣ ଅବଧି ଅଗଷ୍ଟ ୧୫ ପର୍ଯ୍ୟନ୍ତ ବୃଦ୍ଧି କରିବା ପାଇଁ ଦାବି କରିଛି କଂଗ୍ରେସ। ଏହି ସମୟସୀମା ମଧ୍ୟରେ ଯେପରି ରାଜ୍ୟର ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଋଣୀ ଓ ଅଣଋଣୀ ଚାଷୀ ପଞ୍ଜିକୃତ କରିପାରିବେ, ସେ ଦିଗରେ ସରକାର ପଦକ୍ଷେପ ନେବାକୁ ପ୍ରଦେଶ…
କୃଷିଭବନରେ କୃଷି ନିର୍ଦ୍ଦେଶାଳୟ ସାଂସ୍କୃତିକ ସଂସଦ ପକ୍ଷରୁ ଅନୁଷ୍ଠିତ ହେଲା ମାଗଣା ସ୍ୱାସ୍ଥ୍ୟ ଶିବିର : ୨୦ରୁ ଅଧିକ…
ଭୁବନେଶ୍ୱର, ୨୨/୦୭(କୃଷ୍ଣ କୁମାର ମହାନ୍ତି): କର୍ମଚାରୀଙ୍କ ସ୍ୱାସ୍ଥ୍ୟ ପ୍ରତି ସଚେତନତା ବଢ଼ାଇବା ଉଦ୍ଦେଶ୍ୟରେ କୃଷି ନିର୍ଦ୍ଦେଶାଳୟ ସାଂସ୍କୃତିକ ସଂସଦ ଆନୁକୂଲ୍ୟରେ ଏବଂ ଆସ୍ୟୁର୍ ହସ୍ପିଟାଲ, ଖଣ୍ଡଗିରିର ସହଯୋଗରେ ମଙ୍ଗଳବାର ଦିନ କୃଷିଭବନ ପରିସରରେ ଏକ ନିଃଶୁଳ୍କ ସ୍ୱାସ୍ଥ୍ୟ ଶିବିର…
ପରିଜା ପାଠାଗାର ପରିଦର୍ଶନ କରି ଐତିହ୍ୟ ଓ ଆଧୁନିକତାରେ ମୁଗ୍ଧ ହେଲେ ବିଧାୟକମାନେ
ଭୁବନେଶ୍ୱର, ୨୨ ଜୁଲାଇ(କୃଷ୍ଣ କୁମାର ମହାନ୍ତି): ଉତ୍କଳ ବିଶ୍ୱବିଦ୍ୟାଳୟର ଗର୍ବ ପରିଜା ପାଠାଗାରକୁ ମଙ୍ଗଳବାର ଦିନ ପରିଦର୍ଶନରେ ଯାଇଥିବା ଓଡ଼ିଶା ବିଧାନସଭାର ମାନ୍ୟବର ସଦସ୍ୟମାନଙ୍କୁ ସ୍ୱାଗତ କରଛି ବିଶ୍ଵବିଦ୍ୟାଳୟ। କେନ୍ଦ୍ରୀୟ ପାଠାଗାର ପରିଦର୍ଶନ ସମୟରେ ବିଧାୟକମାନେ ଏହାର ଐତିହାସିକ…
ଅଗଷ୍ଟ ୨ରେ ଗୀତଗୋବିନ୍ଦ ସଦନରେ ଆୟୋଜିତ ହେବ ‘ଚତୁର୍ଥ ବର୍ଷା ଉତ୍ସବ’ : ୩ ସାହିତ୍ୟିକ ପାଇବେ ଚତୁର୍ଥ ବର୍ଷା ସମ୍ମାନ
ଭୁବନେଶ୍ୱର,୨୨/୭(କୃଷ୍ଣ କୁମାର ମହାନ୍ତି): ଓଡ଼ିଶାର ଅଗ୍ରଣୀ ପୁସ୍ତକ ପ୍ରକାଶନୀ ସଂସ୍ଥା ବର୍ଷା ପବ୍ଲିକେସନ୍ ପକ୍ଷରୁ ଚଳିତ ବର୍ଷ ‘ଚତୁର୍ଥ ବର୍ଷା ସମ୍ମାନ-୨୦୨୬’ ଘୋଷଣା କରାଯାଇଛି। ଆସନ୍ତା ଅଗଷ୍ଟ ୨ ତାରିଖ, ଗୀତଗୋବିନ୍ଦ ସଦନରେ ଅନୁଷ୍ଠିତ ହେବାକୁ ଥିବା ‘ଚତୁର୍ଥ ବର୍ଷା ଉତ୍ସବ’ରେ ଏହି…
ବାହୁଡା ଯାତ୍ରା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ ପରିଚାଳନା ଓ ସୂଚନା ସଞ୍ଚାର ଉପରେ ଅଧିକ ଗୁରୁତ୍ୱ ଦେବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ…
CMOରୁ ଫାଇଲ୍ ଗାୟବ ଘଟଣା: ପୂର୍ବତନ 5T ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ନୋଟିସ୍ ଜାରି କଲା ପୋଲିସ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO)ରୁ ଗୁରୁତ୍ୱପୂର୍ଣ୍ଣ ଫାଇଲ୍ ଗାୟବ ହେବା ଘଟଣାର ତଦନ୍ତକୁ ଆହୁରି ତ୍ୱରାନ୍ୱିତ କରିଛି କ୍ୟାପିଟାଲ୍ ଥାନା ପୋଲିସ। ପୂର୍ବତନ 5T ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ପୋଲିସ ପକ୍ଷରୁ ନୋଟିସ୍ ଜାରି କରାଯାଇଛି।ନୋଟିସ୍ ଅନୁଯାୟୀ, ଭି.କେ.…