Browsing Category

ମହାନଗର

ଆୟୁଷ୍ମାନ କାର୍ଡରେ ମିଳିବ କ୍ୟାନସର ଚିକିତ୍ସା

ଭୁବନେଶ୍ୱର : ଆୟୁଷ୍ମାନ କାର୍ଡରେ ମିଳିବ କର୍କଟ ରୋଗ ଚିକିତ୍ସା। ଏଣିକି ଆୟୁଷ୍ମାନ ଭାରତ କାର୍ଡରେ ମିଳିବ କ୍ୟାନସର୍ ଚିକିତ୍ସା ସୁବିଧା। ଏନେଇ ଶନିବାର ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ବଜେଟରେ ମୁଖ୍ୟମନ୍ତ୍ରୀ କ୍ୟାନସର ଆରୋଗ୍ୟ ଯୋଜନା ସାମିଲ ହୋଇଛି। ୧୨୧ଟି…

‘ଇଗ୍ନୋ’ର ନାମଲେଖା ୩୧କୁ ବୃଦ୍ଧି

ଭୁବନେଶ୍ବର : ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ବବିଦ୍ୟାଳୟ (ଇଗ୍ନୋ)ରେ ଜୁଲାଇ- ୨୦୨୬ ଶିକ୍ଷାବର୍ଷ ପାଇଁ ନୂତନ ନାମଲେଖା ଏବଂ ପୁନଃ ପଞ୍ଜୀକରଣ ଅବଧି ବୃଦ୍ଧି କରାଯାଇଛି। ବିଭିନ୍ନ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଆଗ୍ରହୀ ବ୍ୟକ୍ତି ବିଶେଷ ଆସନ୍ତା ୩୧ ମଧ୍ୟରେ ନାମଲେଖାର ସୁଯୋଗ…

ସ୍ୱତନ୍ତ୍ର ଉନ୍ନୟନ ପରିଷଦର ନବନିଯୁକ୍ତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର: ଆମ ସରକାର ଆସିବା ପରେ ସମାଜର ସବୁ ବର୍ଗର ଉନ୍ନତି ପାଇଁ ପଦକ୍ଷେପ ନେବା ସହିତ ଆଦିବାସୀମାନଙ୍କ ବିକାଶ ପାଇଁ ସ୍ୱତନ୍ତ୍ର ଭାବେ ପଦକ୍ଷେପ ନିଆଯାଇଛି। ଆମ ପାଇଁ ରାଜନୀତି କ୍ଷମତା ଭୋଗ କରିବାର ମାଧ୍ୟମ ନୁହେଁ, ବରଂ ଅନ୍ତିମ ଧାଡିରେ ଥିବା ଗରିବ ଲୋକର ସେବା କରିବାର ମାଧ୍ୟମ,…

ବିଜେପିରେ ସାମିଲ ହେଲେ ବହୁ ବିଜେଡି ଓ କଂଗ୍ରେସ ନେତା

ଭୁବନେଶ୍ୱର: ଭୁବନେଶ୍ବରସ୍ଥିତ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆଜି ବିଜେପି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ଜିଲ୍ଲା ଖଡ଼ିଆଳର ଏନଏସି ଅଧ୍ୟକ୍ଷ ଉଜ୍ବଳ ଗୁପ୍ତାଙ୍କ ସମେତ ୯ ଜଣ କାଉନସିଲର, କଳାହାଣ୍ଡି ଜିଲ୍ଲା ଗୁଣପୁରର ମ୍ୟୁନିସିପଲିଟି ଅଧ୍ୟକ୍ଷ ମମତା ଗୌଡ଼ ଏବଂ ଉପାଧ୍ୟକ୍ଷ ଶିବ…

ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ: ୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍

ଭୁବନେଶ୍ୱର: ରଥଯାତ୍ରା ଉପଲକ୍ଷେ ଓମ୍ଫେଡ୍ ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। କର୍ପୋରେଟ୍ ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମ ଜରିଆରେ ପୁରୀ ବଡଦାଣ୍ଡରେ ଶ୍ରଦ୍ଧାଳୁମାନଙ୍କୁ ମାଗଣାରେ ୨୫ ହଜାର ମ୍ୟାଙ୍ଗୋ ଜୁସ୍ ବଣ୍ଟନ କରାଯାଇଛି। ଲଗାଣ ବର୍ଷା ସତ୍ତ୍ୱେ…

ଡିଜିଟାଲ ରୂପାନ୍ତରଣ ଦିଗରେ ଉତ୍କଳ ବିଶ୍ୱବିଦ୍ୟାଳୟର ବଡ଼ ପଦକ୍ଷେପ

ଭୁବନେଶ୍ୱର, ୧୭ ଜୁଲାଇ (କୃଷ୍ଣ କୁମାର ମହାନ୍ତି): ଉତ୍କଳ ବିଶ୍ୱବିଦ୍ୟାଳୟ ଏହାର ନବରୂପରେ ସଜ୍ଜିତ ଅଧିକୃତ ୱେବସାଇଟ୍ ସହ ଅତ୍ୟାଧୁନିକ ଡିଜିଟାଲ ସେବା ପ୍ଲାଟଫର୍ମଗୁଡ଼ିକର ଶୁଭାରମ୍ଭ କରି ଡିଜିଟାଲ ପ୍ରଶାସନକୁ ସୁଦୃଢ଼ କରିବା ସହ ଛାତ୍ରଛାତ୍ରୀ, ଅଭିଭାବକ, ଅଧ୍ୟାପକ, ଗବେଷକ, ପୂର୍ବତନ…

ରଥଯାତ୍ରା ଅବସରରେ ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅନୁଷ୍ଠିତ ହେଲା ‘ବୃକ୍ଷାୟନ’ ଅଭିଯାନ: ସବୁଜ କ୍ୟାମ୍ପସ ଗଠନ ପାଇଁ…

ଭୁବନେଶ୍ୱର, ୧୬/୭(କୃଷ୍ଣ କୁମାର ମହାନ୍ତି): ପବିତ୍ର ରଥଯାତ୍ରା ଅବସରରେ ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ପରିବେଶ ସୁରକ୍ଷା ଓ ସ୍ଥାୟୀ କ୍ୟାମ୍ପସ ଗଠନର ବାର୍ତ୍ତା ଦେଇ ‘ବୃକ୍ଷାୟନ- ଏକ୍ ପେଡ୍ ମାଁ କେ ନାମ୍’ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି ଅବସରରେ ଧରିତ୍ରୀ ମାତା ଓ ମାତୃତ୍ୱକୁ…

ଓଡ଼ିଶାର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ଓ ରେଳ ମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ବୈଠକରେ ଓଡ଼ିଶାର ୭୪ କିଲୋମିଟର ପାରାଦୀପ-ହରିଦାସପୁର ରେଳ ଲାଇନର ଦୋହରୀକରଣ ପ୍ରକଳ୍ପକୁ ମଞ୍ଜୁରୀ ମିଳିଥିବାରୁ କେନ୍ଦ୍ର ଶିକ୍ଷା…

ଶିକ୍ଷକ ନିଯୁକ୍ତିରେ ବିଳମ୍ବକୁ ନେଇ ସରକାରଙ୍କୁ ଘେରିଲା ସମନ୍ୱୟ ସମିତି

ଭୁବନେଶ୍ୱର: ରାଜ୍ୟରେ ନୂତନ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକରେ ବହୁମାତ୍ରାରେ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ଅବସର ନେଇଯିବା ପରେ ଏବେ ବିଦ୍ୟାଳୟଗୁଡ଼ିକ ଅଳ୍ପ ସଂଖ୍ୟକ ଶିକ୍ଷକ ଅଧ୍ୟାପକ ବା କେତେକ ସ୍ଥାନରେ ଜଣେ ଦୁଇଜଣ ଶିକ୍ଷକ ଅଧ୍ୟାପକରେ ଶିକ୍ଷାଦାନ ଚାଲୁଅଛି।…

ପବିତ୍ର ରଥଯାତ୍ରା ଉପଲକ୍ଷେ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ରଥଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି, ରଥଯାତ୍ରା ଭାରତର କାଳଜୟୀ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଐତିହ୍ୟର ଏକ ଅନନ୍ୟ ଅଭିବ୍ୟକ୍ତି। ଏହା ବିନମ୍ରତା, ସାମୂହିକ ଅଂଶଗ୍ରହଣ ଏବଂ…