Browsing Category

ମହାନଗର

ସିଏମଓରୁ ଫାଇଲ୍ ଗାଏବ ଘଟଣା: ଦୁଇ ଆଇଏଏସ୍‌ ଅଧିକାରୀଙ୍କୁ କମିଶନରେଟ୍ ପୋଲିସର ସମନ୍

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO)ରୁ ଦୁଇଟି କମିଶନ ତଦନ୍ତ ସମ୍ବନ୍ଧୀୟ ଫାଇଲ୍ ନିଖୋଜ ଘଟଣାର ତଦନ୍ତକୁ ନେଇ କମିଶନରେଟ୍ ପୋଲିସ ତତ୍ପରତା ବଢ଼ାଇଛି। ଏହି ଘଟଣାରେ ବରିଷ୍ଠ ଆଇଏଏସ୍‌ ଅଧିକାରୀ ରାଜେଶ ବର୍ମା ଓ ପୂର୍ବତନ ଆଇଟି ସଚିବ ମନୋଜ ମିଶ୍ରଙ୍କୁ ପୋଲିସ ସମନ୍ ଜାରି…

ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅନୁଷ୍ଠିତ ହେଲା ଆତ୍ମହତ୍ୟା ନିରାକରଣ ସଚେତନତା କାର୍ଯ୍ୟକ୍ରମ : ଆତ୍ମହତ୍ୟା ରୋକିବା…

ଭୁବନେଶ୍ୱର, ୧୪/୭(କୃଷ୍ଣ କୁମାର ମହାନ୍ତି): ଉତ୍କଳ ବିଶ୍ୱବିଦ୍ୟାଳୟର ‘ଶକ୍ତିଶ୍ରୀ’ ସଶକ୍ତିକରଣ କେନ୍ଦ୍ର ଏବଂ ସ୍ନାତକୋତ୍ତର ମନୋବିଜ୍ଞାନ ବିଭାଗର ମିଳିତ ଆନୁକୂଲ୍ୟରେ ବିଶ୍ୱବିଦ୍ୟାଳୟର ମନୋବିଜ୍ଞାନ ବିଭାଗ ପରିସରରେ 'ଆତ୍ମହତ୍ୟା ନିରାକରଣ' ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ…

ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ ଗିରଫ ହୋଇ ଜେଲ ଗଲେ ମନୋଜ ପାଢୀ

ଭୁବନେଶ୍ୱର :ନିମ୍ବୁଡା ନିମ୍ବୁଡା ତାକତ ସମାଲୋଚନା ପରେ ଆଜି ଗିରଫ ହେଲେ ଏସସିଇଆରଟି ର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢୀ। ଆଜି ତାଙ୍କୁ କ୍ରାଇମ ବ୍ରାଞ୍ଚର ଏକ ଟିମ ଘରୁ ଉଠାଇ ନେଇଥିଲା। ଏହାପରେ ଦୀର୍ଘ ସମୟ ଜେରା ପରେ ଗିରଫ କରି କୋର୍ଟ ଚାଲଣ କରିଥିଲା। କଟକ ଜେଏମଏଫସି ତାଙ୍କର ଜାମିନୀ…

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ପ୍ରବଳ ବର୍ଷିବ, ଜଗତସିଂହପୁରକୁ ରେଡ୍ ଆଲର୍ଟ

ଭୁବନେଶ୍ୱର :ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ କ୍ଷେତ୍ର। ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳର  ଉତ୍ତର ପୂର୍ବ ବଙ୍ଗୋପସାଗରରେ ଏହା ସକ୍ରିୟ ହୋଇଛି। ଆଗାମୀ ୨ ଦିନ ଯାଏଁ ଏହା ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ…

ଜେଲରୁ ମୁକୁଳିବେ ଦାରା ସିଂ!

ଭୁବନେଶ୍ୱର : ଜେଲରୁ ମୁକୁଳିବେ ଦାରା ସିଂ।ଦାରା ସିଂ ଅଷ୍ଟ୍ରେଲୀୟ ମିଶନାରୀ ଗ୍ରାହାମ ଷ୍ଟେନ୍ସ ଓ ତାଙ୍କର ଦୁଇ ଶିଶୁପୁତ୍ରଙ୍କ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିଲେ । ଆସନ୍ତା  ଅଗଷ୍ଟ ୧୫ ତାରିଖ ସୁଦ୍ଧା ମୁକ୍ତ କରିବା ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଥିବା ସୂଚନା ଦେଇଛନ୍ତି…

ଓଲିଉଡ଼ ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ ଅନୁଷ୍ଠିତ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଜୟଦେବ ଭବନଠାରେ ଅନୁଷ୍ଠିତ ଓଲିଉଡ଼ ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ ଅବସରରେ ସାରା ଭାରତର ଅନେକ ଫିଲ୍ମ ପ୍ରଯୋଜକ, ନିର୍ଦ୍ଦେଶକ, ବେଷ୍ଟ କଂସେପ୍ଟ କ୍ରିଏଟର, ସ୍କ୍ରିନପ୍ଲେ, ଅଭିନେତା, ଅଭିନେତ୍ରୀ, କାହାଣୀକାର, ସିନେମାଟୋଗ୍ରାଫର, ମେକଅପ ଆର୍ଟିଷ୍ଟ ଆଦି ଅନେକ…

୧୭୨୬ ବୈଷୟିକ ପଦବୀରେ ନିଯୁକ୍ତି ପାଇଁ ସ୍ୱାସ୍ଥ୍ୟ ବିଭାଗର ପଦକ୍ଷେପ

ଭୁବନେଶ୍ୱର: ରାଜ୍ୟରେ ସ୍ୱାସ୍ଥ୍ୟସେବାକୁ ଆହୁରି ଦକ୍ଷ ଓ ସୁଦୃଢ଼ କରିବା ଦିଗରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ସାଧାରଣ ଲୋକଙ୍କୁ ଉନ୍ନତମାନର ଚିକିତ୍ସା ସେବା ଯୋଗାଇବା ପାଇଁ ବିଭାଗ ଅଧୀନରେ ବହୁ ସଂଖ୍ୟକ ନୂତନ ବୈଷୟିକ ପଦବୀରେ ନିଯୁକ୍ତି କରାଯିବ।…

ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ଯୁବ ରେଡ଼କ୍ରସ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ ରେଡ଼କ୍ରସ ଭବନ ଠାରେ ଯୁବ ରେଡ଼କ୍ରସ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏହି ବୈଠକରେ ଅଧ୍ୟକ୍ଷତା କରିଥିଲେ। ଏହି ବୈଠକରେ ରାଜ୍ୟର ବିଶ୍ୱ ବିଦ୍ୟାଳୟ ଓ…

ଉତ୍କଳମଣିଙ୍କ ଶ୍ରାଦ୍ଧ ଦିବସ ଅବସରରେ ବିଧାନସଭା ପରିସରରେ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ମଙ୍ଗଳବାର ୯୮ତମ ଶ୍ରାଦ୍ଧ ଦିବସ। ଏହି ଅବସରରେ ବିଧାନସଭା ପରିସରରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ବାଚସ୍ପତି, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ବିଧାୟକ ଓ ବିଶିଷ୍ଟ ବ୍ୟକ୍ତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।…

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

ଭୁବନେଶ୍ବର: ଆଜି ବିଧିବଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି କଟକର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ। ଆଜି ରାଜ୍ୟ କାର୍ଯ୍ୟାଳୟରେ ତାଙ୍କ ସମର୍ଥକଙ୍କ ସହିତ ସେ ପଦ୍ମ ଧରିଛନ୍ତି। ତାଙ୍କୁ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଜେପି ଟୋପି…