Sign in
Sign in
Recover your password.
A password will be e-mailed to you.
Browsing Category
ମହାନଗର
ଏପ୍ରିଲ, ମେ’ରେ ପଞ୍ଚାୟତ ନିର୍ବାଚନ!
ଭୁବନେଶ୍ୱର : ଏପ୍ରିଲ, ମେ’ରେ ପଞ୍ଚାୟତ ନିର୍ବାଚନ। ଏନେଇ ଶୁକ୍ରବାର ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଚିବ ସନ୍ତୋଷ ଦାସ। ଏଥର ସାମାନ୍ୟ ବିଳମ୍ବ ହେବ ପଞ୍ଚାୟତ ନିର୍ବାଚନ। ଏସଆଇଆର କାମ ମାର୍ଚ୍ଚ ପ୍ରଥମ ସପ୍ତାହ ଯାଏଁ ହେବ ବୋଲି ସେ କହିଛନ୍ତି। ପଞ୍ଚାୟତ, ପୌର ନିର୍ବାଚନ ପାଇଁ…
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ: ଯୋଗଦେଲେ ଉପରାଷ୍ଟ୍ରପତି
ଭୁବନେଶ୍ୱର: ଜଟଣୀସ୍ଥିତ ନାଇଜର କ୍ୟାମ୍ପସରେ ୧୫ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ କହିଛନ୍ତି ଯେ “ଆଜି ମହାନ ବୈଜ୍ଞାନିକ ହୋମି ଭାଭା ଆମ ଗହଣରେ ନାହାନ୍ତି ସତ, କିନ୍ତୁ ଆଜି ମୁଁ ମୋ ସମ୍ମୁଖରେ…
ଡେୟାରୀ କ୍ଷେତ୍ରକୁ ମିଳିଲା ଡିଜିଟାଲ୍ ଗତି; ଏକାଧିକ ପୋର୍ଟାଲ ଓ ଏସଓପିର ଉଦ୍ଘାଟନ କଲେ କେନ୍ଦ୍ର ମନ୍ତ୍ରୀ
ଭୁବନେଶ୍ଵର: କେନ୍ଦ୍ର ମତ୍ସ୍ୟ, ପଶୁପାଳନ ଏବଂ ଦୁଗ୍ଧଉତ୍ପାଦନ ମନ୍ତ୍ରଣାଳୟ ଅଧିନସ୍ଥ ପଶୁପାଳନ ଏବଂ ଦୁଗ୍ଧଉତ୍ପାଦନ ବିଭାଗ ଆନୁକୂଲ୍ୟରେ ୮ ଜୁଲାଇ ୨୦୨୦ ରେ ଓଡ଼ିଶାର ଭୁବନେଶ୍ୱରଠାରେ ଖୁରା–ମୁହଁ ରୋଗ (ଏଫ୍ଏମଡି) ପାଇଁ କମ୍ପାର୍ଟମେଣ୍ଟାଲାଇଜେସନ୍ ଓ ଜୋନିଂ ସମ୍ପର୍କିତ ଏକ ଦୁଇଦିନିଆ ଜାତୀୟ…
ଇସ୍କନ ବିରୋଧରେ ସରକାର ଦୃଢ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ
ଭୁବନେଶ୍ୱର ତା 09/07/26 ଅଦିନିଆ ରଥଯାତ୍ରା ବନ୍ଦ କରିବା ପାଇଁ ଗଜପତି ମହାରାଜ ଦିବ୍ୟସିଂହ ଦେବ ଇସ୍କନ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖିଥିଲେ l ମାତ୍ର ଇସ୍କନ ଅଧ୍ୟକ୍ଷ ମଧୁସେବିତ ଦାସ ଗଜପତିଙ୍କ ଚିଠି ଓ ଅନୁରୋଧକୁ ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାଖ୍ୟାନ କରିଛନ୍ତି l ଏହା କୌଣସି ମତେ ଗ୍ରହଣୀୟ…
ଜୁଲାଇ ୧୧ ରୁ ସୋଆରେ ଅନୁଷ୍ଠିତ ହେବ ଆଇଏନଏଆଇର ‘ଟେକ୍ନୋଲୋଜି କନ୍କ୍ଲେଭ-୨୦୨୬’
ଭୁବନେଶ୍ୱର: ଦେଶର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବୈଷୟିକ ଓ ଜାତୀୟ ପ୍ରସଙ୍ଗ ଉପରେ ବିସ୍ତୃତ ଆଲୋଚନା ପାଇଁ ଇଣ୍ଡିଆନ୍ ନ୍ୟାସନାଲ୍ ଏକାଡେମୀ ଅଫ୍ ଇଞ୍ଜିନିୟରିଂ (ଆଇଏନଏଆଇ) ପକ୍ଷରୁ ‘ଟେକ୍ନୋଲୋଜି କନ୍କ୍ଲେଭ-୨୦୨୬’ ଆସନ୍ତା ଜୁଲାଇ ୧୧ ଓ ୧୨ ତାରିଖରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍ଡ ଟୁ…
ଜାତୀୟ ଜନଜାତି ଗବେଷଣା ପ୍ରତିଷ୍ଠାନ ଉପରେ ଦୁଇଦିନିଆ କର୍ମଶାଳା
ଭୁବନେଶ୍ୱର: କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରଣାଳୟ (Ministry of Tribal Affairs) ଏବଂ ଓଡ଼ିଶା ସରକାରଙ୍କ ମିଳିତ ସହଯୋଗରେ ଆୟୋଜିତ ଜନଜାତି ଗବେଷଣା ପ୍ରତିଷ୍ଠାନ (TRIs)ର ସଶକ୍ତୀକରଣ ଉପରେ ଦୁଇଦିନିଆ ଜାତୀୟ କର୍ମଶାଳା ଆଜି ଭୁବନେଶ୍ୱର ଘୋଷଣାନାମା (Bhubaneswar Declaration)…
ଉପରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ୱାଗତ; ଓୟୁଏଟିରେ ବାଣ୍ଟିଲେ ଅନୁମତି ପତ୍ର
ଭୁବନେଶ୍ୱର : ଓଡିଶା ଗସ୍ତରେ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ। ଓୟୁଏଟି ପରିସରରେ ଆୟୋଜିତ ଡିପ୍ ସି’ ଫିସିଂ ମିଶନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଓୟୁଏଟିର କୃଷି ଶିକ୍ଷା ସଦନରେ ସମୁଦ୍ରରେ ମତ୍ସ୍ୟଚାଷର ସ୍ଥାୟୀ ଉପଯୋଗ ପାଇଁ ପ୍ରାଧିକରଣ ପତ୍ରର ଜାତୀୟ ଉନ୍ମୋଚନ ଅବସରରେ ଯୋଗ ଦେଇ…
ଭୁବନେଶ୍ୱରରେ ମତ୍ସ୍ୟ ଏବଂ ଜଳକୃଷି ବିକାଶ ଯୋଜନାକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ଵର: ଭୁବନେଶ୍ୱରସ୍ଥିତ ଏକ ଘରୋଇ ହୋଟେଲରେ ମତ୍ସ୍ୟ ଏବଂ ଜଳକୃଷି ବିକାଶ ଯୋଜନାକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ବୈଠକ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ରାଜ୍ୟରେ ମତ୍ସ୍ୟ ସମ୍ପଦର ବିକାଶ ପାଇଁ ଅପାର ସମ୍ଭାବନା ରହିଛି। ଗ୍ରାମାଞ୍ଚଳରେ…
ଓଡ଼ିଶା ପୋଲିସ ଦ୍ଵାରା ‘ଇ-ଜିରୋ ଏଫ୍ଆଇଆର୍’ ବ୍ୟବସ୍ଥାର ଶୁଭାରମ୍ଭ
ଭୁବନେଶ୍ଵର: ସାଇବର ଆର୍ଥିକ ଠକେଇ ମାମଲାର ଶୀଘ୍ର ପଞ୍ଜୀକରଣ, ଦ୍ରୁତ ତଦନ୍ତ ଓ ପୀଡ଼ିତଙ୍କୁ ଶୀଘ୍ର ନ୍ୟାୟ ପ୍ରଦାନ ଲକ୍ଷ୍ୟରେ ଓଡ଼ିଶା ପୋଲିସ ‘ଇ-ଜିରୋ ଏଫ୍ଆଇଆର୍’ ବ୍ୟବସ୍ଥାର ଶୁଭାରମ୍ଭ କରିଛି। ରାଜ୍ୟ ପୋଲିସ ମୁଖ୍ୟାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ…
ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ, ପ୍ରଥମ ପର୍ଯ୍ୟାୟରେ ହେବ ୨୨୦୦ଟି ସ୍କୁଲ,ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା
ଭୁବନେଶ୍ୱର: ରାଜ୍ୟରେ ପ୍ରାଥମିକ ଶିକ୍ଷାର ବିକାଶ ପାଇଁ ରାଜ୍ୟ ସରକାର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ପ୍ରକଳ୍ପକୁ ଏକ ଫ୍ଲାଗସିପ୍ କାର୍ଯ୍ୟକ୍ରମ ଭାବେ କାର୍ଯ୍ୟକାରୀ କରୁଛନ୍ତି।
ଏହି ଯୋଜନାକୁ ତ୍ୱରାନ୍ୱିତ କରିବା ପାଇଁ ଲୋକସେବା ଭବନଠାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା…