Browsing Category

ମହାନଗର

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

ଭୁବନେଶ୍ବର : ଆଜି ଜୁଲାଇ ୧ ତାରିଖ ସନ୍ଧ୍ୟାରେ ଓ ୟୁଏଟିର କୃଷି ଶିକ୍ଷା ସଦନ ପ୍ରେକ୍ଷାଳୟରେ ବରିଷ୍ଠ ନେତା ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’ ଏକ ଅଭିନବ ରୂପରେ ଲୋକାର୍ପିତ ହୋଇଯାଇଛି । ଏକ ସ୍ମୃତି ମଧୁର ତଥ୍ୟାନୁଭିଭିକ ପୁସ୍ତକଟିଏ ଲୋକଲୋଚନକୁ ଆସିବା ପରେ ଏହାକୁ…

ମେଗା ଆଲୁମିନିୟମ୍ ପ୍ରକଳ୍ପ ପାଇଁ ଆରବ କଂପାନୀ ସହ ବୁଝାମଣା କଲା ଓଡିଶା

ଭୁବନେଶ୍ୱର: ଓଡ଼ିଶାକୁ ଏକ ଶିଳ୍ପ ସମୃଦ୍ଧ ଅର୍ଥନୀତିରେ ପରିଣତ କରିବା ଏବଂ ବିଶ୍ୱସ୍ତରୀୟ ପୁଞ୍ଜିନିବେଶକୁ ଆକୃଷ୍ଟ କରିବା ଦିଗରେ ଆଜି ରାଜ୍ୟ ଶିଳ୍ପ ଇତିହାସରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଯାଇଛି। ଆଜି ଲୋକସେବା ଭବନ କନଭେନସନ୍ ସେଣ୍ଟରରେ ଆୟୋଜିତ, ଓଡ଼ିଶା ସରକାରଙ୍କ ଶିଳ୍ପ ପ୍ରୋତ୍ସାହନ…

ଅମିତ ଶାହଙ୍କ ଓଡିଶା ଗସ୍ତ ବାତିଲ

ଭୁବନେଶ୍ୱର:ଅମିତ ଶାହଙ୍କ ଓଡିଶା ଗସ୍ତ ବାତିଲ । ଓଡିଶା ଆସି ଇଥାନଲ ପ୍ରକଳ୍ପ ସହ ଅନ୍ୟାନ୍ୟ ପକଳ୍ପର ଲୋକାର୍ପଣ କରିଥାନ୍ତେ ଶାହ ।।ସୂଚନାଯୋଗ୍ୟ ,ଆସନ୍ତାକାଲି ଅର୍ଥାତ ୪ ତାରିଖରେ ବରଗଡ଼ରେ ଥିଲା ଅମିତ ଶାହଙ୍କ କାର୍ଯ୍ୟକ୍ରମ ।

୩ରେ ଲଘୁଚାପ; ଆସୁଛି ବଡ଼ ବର୍ଷା

ଭୁବନେଶ୍ୱର: ବୁଧବାର ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଛି। ଆସନ୍ତା ୩ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତା ୭ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ…

ନବମ, ଦଶମ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ; କେଜିରୁ ପିଜି ନିଃଶୁଳ୍କ ଶିକ୍ଷା ,୫ ବର୍ଷରେ ଖର୍ଚ୍ଚ ହେବ ୫୪୬୭ କୋଟି

ଭୁବନେଶ୍ୱର: ନବମ ଓ ଦଶମ ଶ୍ରେଣୀର ପିଲାଙ୍କୁ ମଧ୍ୟ ଏଣିକି ମିଳିବ ମଧ୍ୟାହ୍ନ ଭୋଜନ। ପୂର୍ବରୁ କେବଳ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯାଉଥିଲା। ବୁଧବାର ସଂଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ…

ବଢ଼ିଲା ଓଡ଼ିଶା ଇଭି ପଲିସି ଅବଧି

ଭୁବନେଶ୍ୱର : ରାଜ୍ୟରେ ବିଦ୍ୟୁତ୍ ଯାନ (ଇଭି) ବ୍ୟବହାରକୁ ପ୍ରୋତ୍ସାହିତ କରିବା ଏବଂ ପରିବେଶ ଅନୁକୂଳ ପରିବହନ ବ୍ୟବସ୍ଥାକୁ ସୁଦୃଢ଼ କରିବା ଦିଗରେ ଓଡ଼ିଶା ସରକାର ‘ଓଡ଼ିଶା ଇଲେକ୍ଟ୍ରିକ୍ ଭେହିକିଲ୍ ପଲିସି- ୨୦୨୧ର ଅବଧି ଆସନ୍ତା ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ୨୦୨୧ରେ…

ସେଣ୍ଟ ଜାଭିୟର୍ସ ପବ୍ଲିକ ସ୍କୁଲ ପକ୍ଷରୁ ଡାକ୍ତର ଦିବସ ପାଳିତ।

ଭୁବନେଶ୍ୱର :ଜାତୀୟ ଡାକ୍ତର ଦିବସ ଉପଲକ୍ଷେ ଡାକ୍ତରମାନଙ୍କ ସେବାକୁ ସମ୍ମାନ ଜଣାଇ ପ୍ରତିବର୍ଷ ପରି ଜୁଲାଇ ୧ ତାରିଖକୁ ସମଗ୍ର ଦେଶରେ ଜାତୀୟ ଡାକ୍ତର ଦିବସ ପାଳନ କରାଯାଉଛି। ଡାକ୍ତରଙ୍କୁ ଲୋକେ ଦ୍ଵିତୀୟ ଭଗବାନ ଭାବେ ସମ୍ମାନ ଦେଇଥାନ୍ତି। ଭାରତରେ ୧୯୯୧ ମସିହାରେ ପ୍ରଥମେ ଜାତୀୟ ଡାକ୍ତର…

ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୮ଟି ବିଭାଗର ୧୨ଟି ପ୍ରସ୍ତାବ ଉପରେ ବାଜିଲା…

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ୪୩ତମ ରାଜ୍ୟ ମନ୍ତ୍ରୀମଣ୍ଡଳ ବୈଠକରେ ରାଜ୍ୟର ବିକାଶ ତଥା…

ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା : କେଜିରୁ ପିଜି ଯାଏଁ ସମସ୍ତ ଛାତ୍ରଛାତ୍ରୀଙ୍କୁ ମାଗଣା ଶିକ୍ଷା!

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ଶିକ୍ଷା କ୍ଷେତ୍ରରେ ଏକ ଯୁଗାନ୍ତକାରୀ ତଥା ଐତିହାସିକ ନିଷ୍ପତ୍ତି ନେଇଛନ୍ତି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟର ୪୩ତମ ବୈଠକରେ ରାଜ୍ୟର ବିକାଶ ପାଇଁ ମୋଟ ୧୨ଟି…

ବନମହୋତ୍ସବ ସପ୍ତାହ ପାଳନ ଅବସରରେ ସବୁଜ ଭାରତ ଋରିଟେବୁଲ ଟ୍ରଷ୍ଟ ପକ୍ଷରୁ ବୃକ୍ଷରୋପଣ

ଭୁବନେଶ୍ୱର, ୧.୭ : ବନ ମହୋତ୍ସବ ସପ୍ତାହ ଓ ଡାକ୍ତର ଦିବସ ପାଳନ ଅବସରରେ ସବୁଜ ଭାରତ ତରଫରୁ ଆଜି ଭୁବନେଶ୍ବର ବାଙ୍ଗୁଆଳ ଗ୍ରାମରେ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସମ୍ପ୍ରତି ବିଶ୍ଵରେ ଦେଖାଦେଇଥିବା ପରିବେଶ ପ୍ରଦୂଷଣ, ଜଳବାୟୁ ପରିବର୍ତ୍ତନ ଏବଂ ଏହାର ପ୍ରତିକାର ପାଇଁ…