Sign in
Sign in
Recover your password.
A password will be e-mailed to you.
Browsing Category
ମହାନଗର
ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ରଙ୍କ ଲିଖିତ ପୁସ୍ତକ “ବୁଦ୍ଧ ସଂଘରେ ୪୦ବର୍ଷ”କୁ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ…
ଭୁବନେଶ୍ୱର: ଭୁବନେଶ୍ୱର ବୁଦ୍ଧ ମନ୍ଦିର ସହ ଦୀର୍ଘ ୪୦ ବର୍ଷର ସମ୍ପର୍କକୁ ନେଇ ବିଶିଷ୍ଟ ରାଜନେତା, ଆର୍ଯ୍ୟସମାଜ, ଓଡ଼ିଶାର ସଭାପତି ତଥା ସର୍ବଭାରତୀୟ ମହାବୋଧି ସମିତିର ପୂର୍ବତନ ଉପସଭାପତି ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ରଙ୍କ ଲିଖିତ ପୁସ୍ତକ “ବୁଦ୍ଧ ସଂଘରେ ୪୦ବର୍ଷ”କୁ ଶନିବାର ଅପରାହ୍ନରେ…
“ସାହିତ୍ୟ ମାସିକୀ ” କାର୍ଯ୍ୟକ୍ରମ’ସଫଳ ଗଳ୍ପ ରଚନା ପାଇଁ ଗବେଷଣା ଆବଶ୍ୟକ -ପ୍ରଦୋଷ ମିଶ୍ର
ଭୁବନେଶ୍ୱର : ବୃତ୍ତି ଓ ପ୍ରବୃତ୍ତିରେ ଯଥାର୍ଥ ଅଂଶୀଦାର ହୋଇ ନିଜର ତଥା ଅନୁଭବର ସମନ୍ୱୟରେ ଭଲ ଗପ ଉତୁରିଥାଏ | ସଫଳ ଗଳ୍ପ ରଚନା ନିମନ୍ତେ ଗବେଷଣା କରିବା ମଧ୍ୟ ଜରୁରୀ ବୋଲି ବିଶିଷ୍ଟ କଥାଶିଳ୍ପୀ
ପ୍ରଦୋଷ ମିଶ୍ର ଉଲ୍ଲେଖ କରିଛନ୍ତି | ଆଜି ସନ୍ଧ୍ୟାରେ ଭୁବନେଶ୍ବର ସାହିତ୍ୟ ସମାଜ ଟ୍ରଷ୍ଟ…
ରାଜ୍ୟର ସହରାଞ୍ଚଳରେ ଥିବା ସମସ୍ତ ପାର୍କର ରୂପରେଖ ବଦଳିବ।
ଭୁବନେଶ୍ଵର: ରାଜ୍ୟର ସହରାଞ୍ଚଳରେ ଥିବା ସମସ୍ତ ପାର୍କର ରୂପରେଖ ବଦଳିବ। ବିଭାଗୀୟ କାର୍ଯ୍ୟର ସମୀକ୍ଷା ଅବସରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର ଏନେଇ ଆଲୋଚନା କରିଛନ୍ତି।
ପାର୍କଗୁଡ଼ିକର ସୌନ୍ଦର୍ଯ୍ୟକରଣ ଏବଂ ସାମଗ୍ରିକ ଉନ୍ନତି ପାଇଁ ଏକ…
ସାଧାରଣ ନିର୍ବାଚନ ୨୦୨୪ ସମ୍ପର୍କିତ ଗଣମାଧ୍ୟମ ସୁବିଧା ପୋର୍ଟାଲର ଶୁଭାରମ୍ଭ କଲା ପିଆଇବି
ଭୁବନେଶ୍ଵର : ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ୨୦୨୪ ସାଧାରଣ ନିର୍ବାଚନ ପାଇଁ ରିପୋର୍ଟିଂ କରୁଥିବା ଗଣମାଧ୍ୟମ ପ୍ରତିନିଧିମାନଙ୍କ ପାଇଁ ୱାନ୍ ଷ୍ଟପ୍ ଫେସିଲିଟେସନ୍ ପୋର୍ଟାଲ ଭାବରେ ଅନେକ ବୈଶିଷ୍ଟ୍ୟ ଥିବା ଏକ ମାଇକ୍ରୋସାଇଟ୍ https://pib.gov.in/elect2024/index.aspx ଆରମ୍ଭ…
ଅଦାଲତ ଅବମାନନା ମାମଲାରେ ଆଇଏଏସ୍ ଉଷା ପାଢୀଙ୍କୁ ଆଶ୍ୱସ୍ତି ମିଳିଛି ।
ଭୁବନେଶ୍ୱର : ଅଦାଲତ ଅବମାନନା ମାମଲାରେ ଆଇଏଏସ୍ ଉଷା ପାଢୀଙ୍କୁ ଆଶ୍ୱସ୍ତି ମିଳିଛି । ହାଇକୋର୍ଟରେ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି ଉଷା ପାଢୀ । ଏହାସହିତ ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ପାଳନ କରିଥିବା ରିପୋର୍ଟ ମଧ୍ୟ ଦାଖଲ କରିଛନ୍ତି । ନିର୍ଦ୍ଦେଶ ପାଳନ ହୋଇଥିବାରୁ ଅଦାଲତ…
ଆଜି ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରୀ ନୀତି ନିର୍ଘଣ୍ଟ ବୈଠକ
ଭୁବନେଶ୍ୱର : ମହାଶିବରାତ୍ରୀକୁ ଆଉ ମାତ୍ର ୧୭ ଦିନ ବାକି ରହିଲା । ବିଗତ କିଛିଦିନ ହେବ ଶ୍ରୀଲିଙ୍ଗରାଜ ମନ୍ଦିରରେ କାର୍ଯ୍ୟ ନିର୍ବାହୀ ଅଧିକାରୀ ଅସ୍ଥିରତା କାରଣରୁ ଏଠାକାର ପ୍ରସ୍ତୁତି ବୈଠକ ଝୁଲି ରହିଥିଲା । ଗତକାଲି ଅତିରିକ୍ତ ଜିଲ୍ଲାପାଳ ରମେଶ ଚନ୍ଦ୍ର ଜେନାଙ୍କୁ ଏଠାକାର କାର୍ଯ୍ୟ…
ଫେବୃଆରୀ ୧୭ରୁ ଓଡିଶା ବିଧାନସଭାର ବଜେଟ ଅଧିବେଶ
ଭୁବନେଶ୍ଵର: ଚଳିତ ବର୍ଷ ଫେବୃଆରୀ ୧୭ ତାରିଖରୁ ଓଡିଶା ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ଏପ୍ରିଲ ୮ ତାରିଖ ଯାଏଁ ଏହି ବଜେଟ ଅଧିବେଶନ ଚାଲିବ। ତେବେ ବଜେଟ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଚାଲିବ। ଫେବୃଆରୀ ୨୦ ତାରିଖରେ ଆର୍ଥିକ ବର୍ଷ ୨୦୨୬-୨୭ ର ବଜେଟ ଆଗତ ହେବ। ପ୍ରଥମ ଦିନ ଗୃହରେ…
କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ସାମିଲ ହେଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ
ଭୁବନେଶ୍ଵର: କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ଅଧ୍ୟକ୍ଷତାରେ ବସିଥିବା ସମୀକ୍ଷା ବୈଠକରେ ଆଭାସୀ ମାଧ୍ୟମରେ ସାମିଲ ହୋଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ। ଏହି ବୈଠକରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା…
ଓଡିଶା ଗସ୍ତରେ ବିଶ୍ୱ ବ୍ୟାଙ୍କ ଗ୍ରୁପ ଅଧ୍ୟକ୍ଷ :
ଭୁବନେଶ୍ଵର : ବିଶ୍ୱ ବ୍ୟାଙ୍କ ଗ୍ରୁପ ଅଧ୍ୟକ୍ଷ ଅଜୟ ବାଙ୍ଗା ଓଡିଶା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ବୈଠକରେ ଉଭୟ ରାଜ୍ୟର ବିକାଶ ସମ୍ପର୍କିତ ନୀତି ଗୁଡିକ ବିଷୟରେ ଆଲୋଚନା ହୋଇଛି। ଏହା ସହ ରାଜ୍ୟ ଓ ବିଶ୍ୱବ୍ୟାଙ୍କ ମଧ୍ୟରେ ସହଭାଗୀତା ବୃଦ୍ଧି ନେଇ…
ରାଜ୍ୟରେ କଣ୍ଟ୍ରାକ୍ଟର ଡାଟାବେସ୍ ମ୍ୟାନେଜମେଣ୍ଟ ସିଷ୍ଟମ୍ 3.0 ର ଶୁଭାରମ୍ଭ କଲେ ଆଇନ ମନ୍ତ୍ରୀ
ଭୁବନେଶ୍ଵର : ରାଜ୍ୟରେ କଣ୍ଟ୍ରାକ୍ଟର ଡାଟାବେସ୍ ମ୍ୟାନେଜମେଣ୍ଟ ସିଷ୍ଟମ୍ (CDMS) 3.0 ର ଶୁଭାରମ୍ଭ କରିଛନ୍ତି ପୂର୍ତ୍ତ ଏବଂ ଆଇନ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଲୋକସେବା ଭବନଠାରେ କଣ୍ଟ୍ରାକ୍ଟର ପରିଚାଳନା ବ୍ୟବସ୍ଥାକୁ ଅଧିକ ସରଳ, ସ୍ଵଚ୍ଛ ଏବଂ କାର୍ଯ୍ୟକ୍ଷମ କରିବା ଉଦ୍ଦେଶ୍ୟରେ…