Sign in
Sign in
Recover your password.
A password will be e-mailed to you.
Browsing Category
ମହାନଗର
ଉଦ୍ୟୋଗୀଙ୍କ ନିଷ୍ଠା, ଏକାଗ୍ରତା ସମାଜପାଇଁ ଏକାନ୍ତ ଅପରିହାର୍ଯ୍ୟ
ଭୁବନେଶ୍ୱର ତା 26/06/26 ସ୍ଥାନୀୟ ବୁଦ୍ଧମନ୍ଦିର ପରିସରରେ ଓଡିଶା ଉଦ୍ୟୋଗୀ ପରିବାରର ମାସିକ ସମୀକ୍ଷା ବୈଠକ ଅଧ୍ୟକ୍ଷ, ବିଶିଷ୍ଟ ଉଦ୍ୟୋଗୀ ଶିବ ନାରାୟଣ ମିଶ୍ରଙ୍କ ସଭାପତିତ୍ବ ଓ ବିଜୟ କୁମାର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି l ବରିଷ୍ଠ ଉଦ୍ୟୋଗୀ ଅମୀୟ କୁମାର ମିଶ୍ର ଉଦ୍ୟୋଗୀଙ୍କ…
ପାଲ ହାଇଟ୍ସ ଛକରେ ହୁତୁହୁତୁ ହୋଇ ଜଳିଲା କାର୍
ଭୁବନେଶ୍ୱର : ରାଜଧାନୀ ରାଜରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା କାର୍। ପାଲ ହାଇଟ୍ସ ଛକ ଉପରେ ଜଳିଗଲା କାର୍। ସେଭେନ ସିଟର୍ କାରରେ ହଠାତ୍ ନିଆଁ ଲାଗି ଯାଇଥିଲା। ଫଳରେ ଯାତ୍ରୀ ତୁରନ୍ତ କାର୍ ଛାଡି ପଳାଇଥିଲେ। ଏସି କମ୍ପ୍ରେସର ସର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ନେଇ ସୂଚନା ମିଳିଛି।…
ମୁଖ୍ୟମନ୍ତ୍ରୀଙ୍କ ବଡ ଆକ୍ସନ ; ସ୍କୁଲ୍ ବହି ତ୍ରୁଟି ; ୪ ନିଲମ୍ବିତ
ଭୁବନେଶ୍ୱର : ସ୍କୁଲ୍ ବହି ତ୍ରୁଟିକୁ ନେଇ ଶୁକ୍ରବାର ବଡ ଆକ୍ସନ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କମିଟି ସୁପାରିସ୍ ଅନୁଯାୟୀ ୪ ଅଧିକାରୀ ନିଲମ୍ବିତ ହୋଇଛନ୍ତି। ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟର ତତ୍କାଳୀନ ନିର୍ଦ୍ଦେଶକ ମନୋଜ ପାଢୀ ନିଲମ୍ବିତ ହୋଇଥିବା ବେଳେ ଆଉ ୩ ସହକାରୀ…
ସ୍ୱାଧୀନତାର ମୂଲ୍ୟବୋଧ ପାଇଁ ଗଣତନ୍ତ୍ର ସୁରକ୍ଷା ଜରୁରୀ
ଭୁବନେଶ୍ୱର: ଲୋକ ନାୟକ ଜୟ ପ୍ରକାଶ ଅନ୍ତଃରାଷ୍ଟ୍ରୀୟ ଅଧ୍ୟୟନ ବିକାଶ କେନ୍ଦ୍ର ନୂଆଦିଲ୍ଲୀ ତରଫରୁ ଆଜି ଗୀତ ଗୋବିନ୍ଦ ସଦନ ଠାରେ ଆଜି ଗଣତନ୍ତ୍ର ସୁରକ୍ଷା ଅଭିଯାନ ଦିବସ ପାଳନ କରାଯାଇଛି l ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଜୟପ୍ରକାଶ ଅଧୟନ କେନ୍ଦ୍ରର ରାଷ୍ଟ୍ରୀୟ ଅଧକ୍ଷ ଶ୍ରୀ ବ୍ରଜକିଶୋର…
ସ୍ୱାସ୍ଥ୍ୟ ମିତ୍ରଙ୍କ ଚାକିରି ଛଡ଼ାଇବା ନିଷ୍ପତ୍ତି ପ୍ରତ୍ୟାହାର ଦାବୀ:
ଭୁବନେଶ୍ୱର,:-୨୩/୦୬:-ଓଡ଼ିଶା ସରକାରଙ୍କ ଦ୍ୱାରା ପ୍ରାୟ ୯୯୩ ଜଣ ସ୍ୱାସ୍ଥ୍ୟ ମିତ୍ରଙ୍କୁ ଚାକିରିରୁ ବାଦ (Disengagement) କରିବା ପାଇଁ ନିଆଯାଇଥିବା ନିଷ୍ପତ୍ତି ବିରୋଧରେ ଗତକାଲି ଠାରୁ ଭୁବନେଶ୍ୱର ଲୋୟର ପିଏମଜି ଠାରେ ଆରମ୍ଭ ହୋଇଥିବା ଆନ୍ଦୋଳନକୁ ଇଣ୍ଡିଆନ ଫେଡେରେସନ ଅଫ ଟ୍ରେଡ…
ବିଜେଡିରେ ମିଶିବା ପରେ କ’ଣ କହିଲେ ସୁଜାତା..
ଭୁବନେଶ୍ୱର : ବିଜେଡିରେ ଯୋଗ ଦେଲେ ସୁଜାତା କାର୍ତ୍ତିକେୟନ। ବିଜୁ ଜନତା ଦଳରେ ମିଶିବା ପରେ ସୁଜାତା କାର୍ତ୍ତିକେୟନ ମଧ୍ୟ ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମହାପ୍ରଭୁ ଜଗନ୍ନାଥ ଓ ବିଜେଡି କର୍ମୀଙ୍କ ଆଶୀର୍ବାଦରେ କାମ କରିବି।
ନବୀନ ବାବୁଙ୍କ ନେତୃତ୍ୱରେ ଓଡିଶାବାସୀଙ୍କ ସେବା…
ଅରଣ୍ୟ ଭବନ ସମ୍ମିଳନୀ କକ୍ଷରେ ‘କେନ୍ଦୁପତ୍ର ଚିନ୍ତନ ଶିବିର–୨୦୨୬’ ଅନୁଷ୍ଠିତ
ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ଅରଣ୍ୟ ଭବନ ସମ୍ମିଳନୀ କକ୍ଷରେ ‘କେନ୍ଦୁପତ୍ର ଚିନ୍ତନ ଶିବିର–୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପ୍ରମୁଖ ଶାସନ ସଚିବ ଭାସ୍କର ଜ୍ୟୋତି ଶର୍ମା ଶିବିରରେ ଅଧ୍ୟକ୍ଷତା କରିଥିଲେ। କେନ୍ଦୁପତ୍ର କାର୍ଯ୍ୟକଳାପରେ…
ବିଜେଡିରେ ମିଶିବା ପରେ କ’ଣ କହିଲେ ନବୀନ
ଭୁବନେଶ୍ବର : ଆଜି ଶଙ୍ଖ ଭବନରେ ଭି କେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ବିଜେଡିରେ ସାମିଲ ହୋଇଛନ୍ତି। ସେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଉପସ୍ଥିତିରେ ଦଳରେ ସାମିଲ ହୋଇଛନ୍ତି। ପୂର୍ବରୁ ପାଣ୍ଡିଆନ ବିଜେଡି ମିଶିବା ପରି ସୁଜାତା ମଧ୍ୟ ସେହି ଢଙ୍ଗରେ ସାମିଲ…
ଓଡ଼ିଆ ଭାଷା, କୃଷି, କୃଷକ ତଥା ସାଧାରଣଜନତା ପାଇଁ ସମର୍ପିତ ଥିଲେ ରାଜଶ୍ରୀ ନବକୃଷ୍ଣ ଚୌଧୁରୀ
ଭୁବନେଶ୍ୱର ତା 24/06/26 : ପ୍ରାକ୍ତନ ମୁଖ୍ୟମନ୍ତ୍ରୀ, ଓଡ଼ିଆ ଭାଷା, ସାହିତ୍ୟ, କୃଷି, କୃଷକ ତଥା ସାଧାରଣ ଜନତାଙ୍କ ପାଇଁ ସମର୍ପିତ ବ୍ୟକ୍ତିତ୍ୱ ସ୍ବର୍ଗତ ନବକୃଷ୍ଣ ଚୌଧୁରୀଙ୍କ 42ତମ ଶ୍ରାଦ୍ଧଦିବସ ତାଙ୍କ ପ୍ରତିମୂର୍ତ୍ତିସ୍ଥଳ ବିଧାନସଭା ପରିସରରେ ପୁଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର…
ଉତ୍କଳ ବିଶ୍ୱବିଦ୍ୟାଳୟରେ ଜାତୀୟ ଶିକ୍ଷା ନୀତି ଉପରେ ଆରମ୍ଭ ହେଲା ୧୦ ଦିନିଆ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମ
ଭୁବନେଶ୍ୱର, ୨୪ ଜୁନ୍ (କୃଷ୍ଣ କୁମାର ମହାନ୍ତି): ଜାତୀୟ ଶିକ୍ଷା ନୀତି (ଏନ୍ଇପି)-୨୦୨୦ର ପ୍ରଭାବଶାଳୀ କାର୍ଯ୍ୟକାରିତା ଏବଂ ଏହାର ବିଭିନ୍ନ ଦିଗ ସମ୍ପର୍କରେ ଶିକ୍ଷକ, ଶିକ୍ଷାବିତ୍, ଗବେଷକ ଓ ଶିକ୍ଷା କ୍ଷେତ୍ର ସହ ଜଡିତ ବ୍ୟକ୍ତିମାନଙ୍କୁ ସଚେତନ ଓ ସମ୍ବେଦନଶୀଳ କରିବା ଉଦ୍ଦେଶ୍ୟରେ ଉତ୍କଳ…