Browsing Category

ମହାନଗର

e-IB ଅନଲାଇନ୍ ଆପ୍ଲିକେସନ୍ ସୁବିଧାକୁ ଶୁଭାରମ୍ଭ କଲେ ଆଇନ ମନ୍ତ୍ରୀ

ଭୁବନେଶ୍ଵର: ପୂର୍ତ୍ତ ବିଭାଗ ଅଧିନରେ ଥିବା ଡାକ ବଙ୍ଗଳା ବୁକିଂ ପ୍ରକ୍ରିୟାକୁ ଡିଜିଟାଲ୍ କରିବା ଲକ୍ଷ୍ୟରେ e-IB ଅନଲାଇନ୍ ଆପ୍ଲିକେସନ୍ ସୁବିଧାକୁ ପୂର୍ତ୍ତ ଏବଂ ଆଇନ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଶୁଭାରମ୍ଭ କରିଛନ୍ତି। e-IB ପ୍ଲାଟଫର୍ମ ଡିଜିଟାଲ୍ ଇଣ୍ଟରଫେସ୍ ମାଧ୍ୟମରେ ପ୍ରଥମ…

ମୃତକଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ କଡ଼ା ତାଗିଦ କଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର : ରାସନକାର୍ଡର ମୃତ ହିତାଧିକାରୀଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ କଡ଼ା ତାଗିଦ କଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଯେଉଁ ରାସନକାର୍ଡ ଉପଭୋକ୍ତା ମାନେ ମୃତ ବ୍ୟକ୍ତିଙ୍କ ନାଁରେ ଚାଉଳ ଉଠାଉଥିବେ ତାଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ହେବା ନେଇ ଚେତାବନୀ…

ଓଡିଶା ବନ୍ଦ ଡାକରା ଦେଲା ନବନିର୍ମାଣ କୃଷକ ସଂଗଠନ

ଭୁବନେଶ୍ବର : ଆସନ୍ତା 28 ଜାନୁଆରୀ ନଵନିର୍ମାଣ କୃଷକ ସଂଗଠନ ଦ୍ୱାରା ଓଡିଶା ବନ୍ଦ ଡାକରାକୁ ଓଡିଶା ପ୍ରଦେଶ କଂଗ୍ରେସ କମିଟି ସମର୍ଥନ କରିବା ନେଇ ସଭାପତି ଶ୍ରୀ ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ରାଜ୍ୟଵ୍ୟାପୀ ଧାନ କିଣାରେ ଅବ୍ୟବସ୍ଥା, ଯାନବାହନର ପ୍ରଦୂଷଣ ସାର୍ଟିଫିକେଟ…

ଆଜିଠୁ ଆଦିବାସୀ ପଡ଼ିଆରେ ଆରମ୍ଭ ହେବାକୁ ଯାଉଛି ଆଦିବାସୀ ମେଳା ।

ଭୁବନେଶ୍ୱର :  ଭୁବନେଶ୍ୱରରେ ଆଜିଠୁ ୟୁନିଟି-୧ ସ୍ଥିତ ଆଦିବାସୀ ପଡ଼ିଆରେ ଆରମ୍ଭ ହେବାକୁ ଯାଉଛି ଆଦିବାସୀ ମେଳା  । ଯାହା ଫେବ୍ରୁଆରୀ ମାସ ୫ ତାରିଖ ପର୍ଯ୍ୟନ୍ତ ଚାଲିବ ।ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଦିବାସୀ ମେଳାକୁ ଉଦ୍‌ଘାଟନ କରିବେ।  ଏଥର ମେଳା ସକାଳ ସାଢେ ୨ଟାରୁ ରାତି ୯ଟା…

୨ରୁ ୧୭ ପର୍ଯ୍ୟନ୍ତ ବିଜେଡି ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ।

ଭୁବନେଶ୍ବର: ରାଜ୍ୟରେ ଚାଷୀ ସମସ୍ୟା ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ସ୍ଥିତି ପ୍ରସଙ୍ଗରେ ବିଜେଡି ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ। ଆସନ୍ତା ୨ରୁ ବିଜେଡି ରାସ୍ତାକୁ ଓହ୍ଲାଇବ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି। ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ବରିଷ୍ଠ ଉପସଭାପତି ଦେବୀ…

ଡିଏଭି ପୋଖରୀପୁଟରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ଵର : ଡିଏଭି ପୋଖରୀପୁଟରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା ସମିତିର ଚେୟାରମ୍ୟାନ୍ ଡ. ଅରୁଣ କୁମାର ରଥ ମୁଖ୍ୟଅତିଥି ରୂପେ ଯୋଗଦାନ କରି ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଆମକୁ ସୁରକ୍ଷା ପ୍ରଦାନ କରୁଥିବା ଦେଶପ୍ରତି ଆମର ଭକ୍ତି, ସେବା, ଆନୁଗତ୍ୟ…

ଗାନ୍ଧିମାର୍ଗରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି ।

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ପାଳିତ ହୋଇଛି ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ । ଗାନ୍ଧିମାର୍ଗରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି । ଭବ୍ୟ ପରେଡ ଅଭିବାଦନ ଗ୍ରହଣ କରିଛନ୍ତି ରାଜ୍ୟପାଳ । ପରେଡରେ ୫୪ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିଛନ୍ତି ।…

ଉପ-ରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟପାଳ ଡ଼କ୍ଟର ହରି ବାବୁ କମ୍ଭମପାଟି

ଭୁବନେଶ୍ଵର : ଭାରତର ଉପ-ରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କୁ ଓଡ଼ିଶା ଲୋକଭବନଠାରେ ରାଜ୍ୟପାଳ ଡ଼କ୍ଟର ହରି ବାବୁ କମ୍ଭମପାଟି ସମ୍ବର୍ଦ୍ଧିତ କରିଛନ୍ତି। ଶୁକ୍ରବାର ଦିନ ମାନ୍ୟବର ଉପ-ରାଷ୍ଟ୍ରପତିଙ୍କ ଏକ ଦିନିଆ ଓଡ଼ିଶା ଗସ୍ତ ଅବସରରେ ଉପ-ରାଷ୍ଟ୍ରପତିଙ୍କ ସମ୍ମାନାର୍ଥେ ଲୋକଭବନର ନ୍ୟୁ…

ଆରମ୍ଭ ହେଲା ଖଣ୍ଡଗିରି କୁମ୍ଭ ମେଳା

ଭୁବନେଶ୍ୱର : ଉକ୍ରଣ୍ଠାର ଅନ୍ତ ଘଟିଛି । ଶେଷରେ ଆରମ୍ଭ ହୋଇଛି ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭ ମେଳା । ଜଗମରା ସ୍ଥିତ ପୋଖରୀରୁ ପୂର୍ଣ୍ଣ କଳସ ଉଠିଛି । ଏହା ୯ଦିନ ଧରି ଚାଲିବ, ଖଣ୍ଡଗିରି ପାହାଡର ଗିରି ଗହ୍ୱରରେ ଯୋଗୀ, ସାଧୁ ସନ୍ଥଙ୍କ ଜପ ତପ ଜାଗଯଜ୍ଞ ଚାଲିବାକୁ ଥିବାବେଳେ ପାହାଡ ପାଦ ଦେଶରେ…

କୃଷି ଓଡିଶା ୨୦୨୬ ପୋଗ୍ରାମ ରେ କୃଷକ ଙ୍କୁ ଅଣଦେଖା।

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ବରମୁଣ୍ଡା ବିଜୁ ପଟ୍ଟନାୟକ ଖେଳ ପଡିଆ ଠାରେ ରାଜ୍ୟ ସରକାର ଙ୍କ କୃଷି ବିଭାଗ ତରଫରୁ ଆୟୋଜିତ ହେଉଥିବା କୃଷି ମେଳା ରେ ଦେଖିବାକୁ ମିଳିଥିଲା କିଛି ଘଟଣା ଯାହା ଏକ ନିନ୍ଦନୀୟ ବିଷୟ। ଓଡ଼ିଶାର ବିଭିନ୍ନ ଜିଲ୍ଲା ରୁ କିଛି କୃଷକ ମାନଙ୍କୁ ବିଭାଗୀୟ ଜିଲ୍ଲା…