Sign in
Sign in
Recover your password.
A password will be e-mailed to you.
Browsing Category
ମହାନଗର
କୋଟିଆରେ ଆନ୍ଧ୍ରପ୍ରଦେଶ ପକ୍ଷରୁ ନିର୍ବାଚନ ଘୋଷଣା କରାଯିବା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ…
ଭୁବନେଶ୍ୱର : କୋଟିଆ ପ୍ରସଙ୍ଗକୁ ନେଇ ରାଜ୍ୟ ରାଜନୀତି ପୁଣି ଥରେ ସରଗରମ ହୋଇଛି। ଓଡ଼ିଶାର ଅବିଚ୍ଛେଦ୍ୟ ଅଙ୍ଗ କୋଟିଆରେ ପଡ଼ୋଶୀ ଆନ୍ଧ୍ରପ୍ରଦେଶ ପକ୍ଷରୁ ନିର୍ବାଚନ ଘୋଷଣା କରାଯିବା ଘଟଣାକୁ ନେଇ ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୀବ୍ର ପ୍ରତିକ୍ରିୟା ପ୍ରକାଶ…
କଟକ ଭୁବନେଶ୍ବରରେ ଧୂମଧାମରେ ଚାଲିଛି ଦୁର୍ଗାପୂଜା, ଚାରିଆଡେ ଉତ୍ସବର ପରିବେଶ
ଭୁବନେଶ୍ବର : ଓଡ଼ିଶାରେ ଦୁର୍ଗା ପୂଜାର ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟବ୍ୟାପୀ ବିଭିନ୍ନ ମନ୍ଦିର ଏବଂ ସୁନ୍ଦର ଭାବେ ସଜ୍ଜିତ ପୂଜା ମଣ୍ଡପଗୁଡ଼ିକରେ ଭକ୍ତଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ବିଭିନ୍ନ ‘ଶକ୍ତି ପୀଠ’ରେ ମହାଷ୍ଟମୀ ନୀତିକାନ୍ତି ଅନୁଷ୍ଠିତ ହେଉଥିବା ବେଳେ,…
ବାଣୀବିହାର ନିର୍ବାଚନରେ ସବୁ ଅଙ୍କ ବିଗାଡିଲେ ପ୍ରକାଶ
ଭୁବନେଶ୍ବର: ବାଣୀବିହାର ଛାତ୍ର ସଂସଦ ନିର୍ବାଚନର ସଫଳ ନାୟକ, ଯାହାର ନିର୍ବାଚନ ପରିଚାଳନା ତଥା ଫଳାଫଳ ସବୁବେଳେ ବିଜୟ ଆଣି ଦେଇଥାଏ ସିଏ ହେଉଛନ୍ତି ପୂର୍ବତନ ଛାତ୍ର ସଂସଦ ସଭାପତି ଡ଼ଃ ପ୍ରକାଶ ତ୍ରିପାଠୀ। ୧୯୯୫ ମସିହାରେ ବାଣୀବିହାରରେ ମ୍ୟାଥମେଟିକସ ରେ ତାଙ୍କର ପ୍ରଥମ ପିଜି। ତା ପରେ…
ଘନୀଭୂତ ହୋଇପାରେ ସମ୍ଭାବ୍ୟ ଲଘୁଚାପ
ଭୁବନେଶ୍ବର: ଉପକୂଳବର୍ତ୍ତୀ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ବିଶେଷକରି କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲାର କିଛି ଅଞ୍ଚଳରେ ବିଜୁଳି…
ଭୁବନେଶ୍ୱର ବିମାନବନ୍ଦରରେ ୧.୮୦ କୋଟି ଟଙ୍କାର ମାରିଜୁଆନା ଜବତ
ଭୁବନେଶ୍ୱର :ରାଜଧାନୀରେ ପୁଣି ଥରେ ଆନ୍ତର୍ଜାତୀୟ ନିଶା କାରବାରର ପର୍ଦ୍ଦାଫାଶ ହୋଇଛି। ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ କଷ୍ଟମ୍ସ ଏବଂ ଡିଆରଆଇ (DRI) ଟିମ୍ର ମିଳିତ ଚଢ଼ଉରେ ୪ ଜଣ ଯାତ୍ରୀଙ୍କଠାରୁ ୫ କେଜିରୁ ଅଧିକ ମାରିଜୁଆନା (ଗଞ୍ଜାଇ) ଜବତ କରାଯାଇଛି।…
ହିମାଚଳ ପ୍ରଦେଶରୁ ୫୦ ଜଣିଆ ଯୁବ ଛାତ୍ର ପ୍ରତିନିଧି ଦଳର ଓଡ଼ିଶା ଗସ୍ତ
ଭୁବନେଶ୍ଵର: ଏକ ଭାରତ ଶ୍ରେଷ୍ଠ ଭାରତ କାର୍ଯ୍ୟକ୍ରମ ଅନ୍ତର୍ଗତ ଯୁବ ସଙ୍ଗମ-୨୦୨୬ରେ ହିମାଚଳ ପ୍ରଦେଶରୁ ୫୦ ଜଣିଆ ଯୁବ ଛାତ୍ର ପ୍ରତିନିଧି ଦଳ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଦଳ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଡ଼େବ୍ରୀଗଡ଼ ଅଭୟାରଣ୍ୟ ଓ ଐତିହାସିକ ବାରବଖରା ଗୁମ୍ଫା ପରିଦର୍ଶନ…
ଓଡିଶାର ରାଜ୍ୟପାଳ ଭାବେ ଶପଥ ନେଲେ ବ୍ରଜମୋହନ ରାମ
ଭୁବନେଶ୍ୱର: ଆଜି ଓଡିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି ଶ୍ରୀ ବ୍ରଜମୋହନ ରାମ। ଲୋକଭବନର ଅଭିଷେକ ହଲ୍ ଠାରେ ଓଡ଼ିଶା ହାଇ କୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ୍ ଟଣ୍ଡନ୍ ତାଙ୍କୁ ଶପଥ ପାଠ କରାଇଛନ୍ତି । ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା…
ନୂଆ ରାଜ୍ୟପାଳଙ୍କୁ ବିମାନବନ୍ଦରରେ ସ୍ୱାଗତ
ଭୁବନେଶ୍ୱର: ଓଡ଼ିଶାର ନୂତନ ରାଜ୍ୟପାଳ ବ୍ରଜମୋହନ ରାମଙ୍କୁ ଭୁବନେଶ୍ୱର ବିମାନବନ୍ଦରରେ ସ୍ୱାଗତ କରାଯାଇଛି। ରାଜ୍ୟପାଳ ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ଜଣାଇଥିଲେ। ଏହି ଅବସରରେ ରାଜ୍ୟପାଳଙ୍କୁ ଆନୁଷ୍ଠାନିକ ଭାବେ ଗାର୍ଡ ଅଫ୍ ଅନର୍ ପ୍ରଦାନ…
ତ୍ରିରଙ୍ଗା ଉଡ଼ାଇବା ଅପରାଧ ନୁହେଁ, ଶାନ୍ତିପୂର୍ଣ୍ଣ ପ୍ରତିବାଦକୁ ବିଜେଡିର ଦୃଢ଼ ସମର୍ଥନ
ଭୁବନେଶ୍ୱର: ନୂଆଦିଲ୍ଲୀରେ ଚାଲିଥିବା ଯୁବ ଆନ୍ଦୋଳନକୁ ନେଇ ବିଜୁ ଜନତା ଦଳର ବରିଷ୍ଠ ନେତ୍ରୀ ସୁଜାତା ରାଉତ ନିଜ ଦଳର ସ୍ପଷ୍ଟ ଆଭିମୁଖ୍ୟ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ଦେଶରେ ତ୍ରିରଙ୍ଗା ପତାକା ଉଡ଼ାଇବା କିମ୍ବା ଉତ୍ତୋଳନ କରିବା କୌଣସି ଅପରାଧ ନୁହେଁ। ଏହା ସମ୍ପୂର୍ଣ୍ଣ ଭାବେ…
ଓଡ଼ିଶା ଆସିବେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର: ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଆଗାମୀ ଅକ୍ଟୋବର ୨୮ ଓ ୨୯ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୂରଭଞ୍ଜ ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୨୫ ତାରିଖରେ ଓଡ଼ିଶା ଗସ୍ତରେ ଆସି ଖୋର୍ଦ୍ଧା ନିକଟସ୍ଥ ଭାରତୀୟ…